• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତ ସରକାରଙ୍କ ଦ୍ୱାରା ହିଞ୍ଜିଳିକାଟୁ ବ୍ଳକ ଓ ବଡ଼ଖଣ୍ଡି ପଂଚାୟତକୁ ମିଳିଲା ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ଼

Proprietor Abhimanyu Maharana by Proprietor Abhimanyu Maharana
April 3, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଭାରତ ସରକାରଙ୍କ ଦ୍ୱାରା ହିଞ୍ଜିଳିକାଟୁ ବ୍ଳକ ଓ ବଡ଼ଖଣ୍ଡି ପଂଚାୟତକୁ ମିଳିଲା ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩ ଏପ୍ରିଲ ଶନିବାର ,ଶୁକ୍ରବାର ) ହିଞ୍ଜିଳିକାଟୁ :-  ଭାରତ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ୬ଟି ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି । ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଓ ଶେରଗଡ଼ ବ୍ଳକ ସମେତ ସଂପୃକ୍ତ ବ୍ଳକ ଦ୍ୱୟର ବଡ଼ଖଣ୍ଡି ଓ ରାମଚନ୍ଦ୍ରପୁର ପଞ୍ଚାୟତକୁ ଏହି ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ ପ୍ରଦାନ କରାଯାଇଛି । ଆୱାର୍ଡ ପ୍ରଦାନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାର ପଞ୍ଚାୟତରାଜ ସଂସ୍ଥାକୁ କ୍ଷମତାଶୀଳ କରାଯାଇଥିବା ଏହି ସଫଳତା ପ୍ରତିପାଦିତ କରିଛି ବୋଲି ଦର୍ଶାଇଛନ୍ତି । ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇବା ଓ ଭଲ କାର୍ଯ୍ୟ ପାଇଁ ହିଞ୍ଜିଳିକାଟୁ ବ୍ଳକ ସମେତ ସ୍ଥାନୀୟ ବ୍ଳକ ବଡ଼ଖଣ୍ଡି ପଞ୍ଚାୟତକୁ ଭାରତ ସରକାରଙ୍କ ପକ୍ଷରୁ ଦୀନ ଦୟାଲ ଉପାଧ୍ୟାୟ ପଞ୍ଚୟତ ସଶକ୍ତୀକରଣ ପୁରସ୍କାର ପ୍ରଦାନ କରାଯାଇଛି । ସେହିପରି ନିଜ ଅଞ୍ଚଳରେ ସାମାଜିକ- ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ହିଞ୍ଜିଳି ଥାନା ଆଡ଼ପଡ଼ା ପଞ୍ଚାୟତକୁ ନାନାଜୀ ଦେଶମୁଖ ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର-୨୦୨୧ ପ୍ରଦାନ କରାଯାଇଛି । ହିଞ୍ଜିଳିକାଟୁ ବ୍ଳକ ଓ ବଡ଼ଖଣ୍ଡି ପଂଚାୟତ ଆୱାର୍ଡ ପାଇବା ପରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତାର୍ତ୍ତୟ ଭାଉ ସାହେବ ସଂପୃକ୍ତ ବ୍ଳକ ଓ ପଞ୍ଚାୟତ ଟିମକୁ ପ୍ରଂଶସା କରିଛନ୍ତି ।

ଭାରତ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳର ଭିତିଭୁମି, ରାସ୍ତାଘାଟ, ଆଲୋକୀକରଣ, ସାମାଜିକ, ଆର୍ଥନୈତିକ, ଶିକ୍ଷା, ସ୍ୱାସ୍ଥ୍ୟ ଆଦି ଗ୍ରାମୀଣ ବିକାଶ ଯୋଜନା ଗୁଡ଼ିକୁ ଅଗ୍ରାଧିକାର ଦିଆଯାଇଛି । ଏଣୁ ମହାତ୍ମାଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନା, ପଲ୍ଲୀସଭା , ସୌଭାଗ୍ୟ ଯୋଜନା, ବି.ଜି.ଆର.ଇ.ଆଇ., ଦିନଦୟାଲ ଉପାଧ୍ୟାୟ କୌଶଲ୍ୟ ବିକାଶ ଯୋଜନା ଆଦି କେନ୍ଦ୍ରୀୟ ଯୋଜନା ଗୁଡ଼ିକର ସଫଳ ରୂପାୟନ କ୍ଷେତ୍ରରେ ଗ୍ରାମାଞ୍ଚଳର ସାମୁହିକ ବିକାଶ ପାଇଁ ବିଭିନ୍ନ କେନ୍ଦ୍ରୀୟ ଅର୍ଥ ଆୟୋଗ ଦ୍ୱାରା ଆର୍ଥୀକ ଅନୁଦାନ ବ୍ୟବସ୍ଥା ରହିଛି । ଏହି ବ୍ୟବସ୍ଥା ଦ୍ୱାରା ପଞ୍ଚାୟତ ବ୍ୟବସ୍ଥାକୁ ସୁପରିଚାଳନା ଓ ସୁନିୟନ୍ତ୍ରିତ କରିବା କ୍ଷେତ୍ରରେ ଉଲ୍ଳେଖନୀୟ ସଫଳତା ମିଳିଛି । କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ଯୋଜନାକୁ କାର୍ଯ୍ୟକାରୀ କରି ଉକ୍ରର୍ଷତା ହାସଲ କରିଥିବା ଯୋଗୁଁ ଭାରତ ସରକାରଙ୍କ ପକ୍ଷରୁ ହିଞ୍ଜିଳି ବ୍ଳକ ଓ ବଡ଼ଖଣ୍ଡି ପଂଚାୟତକୁ ମୁଲ୍ୟାୟନ କରାଯାଇ ମର୍ଯ୍ୟଦାସମ୍ପନ୍ନ ଦୀନ ଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତୀକରଣ ପୁରସ୍କାର ପ୍ରଦାନ କରାଯାଇଛି । ଆୱାର୍ଡ ପାଇବା ପରେ ହିଞ୍ଜିଳିକାଟୁ ବିଡ଼ିଓ ପ୍ରସନ କୁମାର ପାତ୍ର ଖୁସିବ୍ୟକ୍ତ କରିବା ସହ ବ୍ଳକ ଓ ପଞ୍ଚାୟତ ଟିମ୍ , ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ସଂପୃକ୍ତ ପଂଚାୟତର ସରଂପଚ କେ. ଦୁର୍ଗା ପ୍ରସାଦ ରାଓ ସମେତ ଜନ ପ୍ରତିନିଧି ମାନଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି । ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version