• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

Proprietor Abhimanyu Maharana by Proprietor Abhimanyu Maharana
April 4, 2021
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଏପ୍ରିଲ ରବିବାର ) ବିଶୋଇ :- ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାଜାବସା ନିକଟରେ ଶନିବାର ସନ୍ଧ୍ୟାରେ ‘ଦୁଲହନ’ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ହୋଇଛି । ବସ୍‌ରେ ୬୦ରୁ ଊଦ୍ଧ୍ୱର୍ ଯାତ୍ରୀ ଥିଲେ । ଏଥିରେ ବସ୍‌ ଡ୍ରାଇଭର ମନୋଜ କିସ୍କୁ (୨୫) ଗୁରୁତର ହୋଇଥିବା ବେଳେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

ସୂଚନାନୁସାରେ, ବସ୍‌(ଓଡ଼ି-୧୧ଡି-୪୩୪୩)ଟି ବାରିପଦାରୁ ସୁଲେଇପାଟକୁ ଯାତ୍ରା କରୁଥିଲା ।ସେହି ସମୟରେ ଏକ ଟ୍ରକ୍‌ (ସିଜି-୦୪-ଏମ୍‌ଇ-୩୬୧୩)ଟି ରାୟପୁରରୁ-କୋଲକତା ଆସୁଥିବା ବେଳେ ବସ ସହ ମୁହାଁମୁହିଁ ହୋଇଥିଲା । କ୍ରେନ୍‌ ଦ୍ୱାରା ବସ୍‌କୁ ରାସ୍ତାରୁ ହଟା ଯିବା ପରେ ରାସ୍ତାରେ ଗାଡ଼ି ମଟର ସ୍ୱାଭାବିକ ହୋଇଥିଲା । ତେବେ ବସ୍‌ ଭିତରେ ଦୀର୍ଘ ୧ଘଣ୍ଟା ଧରି ବସ୍‌ ଡ୍ରାଇଭର ଷ୍ଟିୟରଂରେ ଚାପି ହୋଇ ରହିଥିବାବେଳେ ବିଶୋଇ ଦମକଳ ବାହିନୀ ତାଙ୍କୁ ସେଠାରୁ ଉଦ୍ଧାର କରିଥିଲେ ।

ବିଶୋଇ ପୋଲିସ ଭ୍ୟାନ ସମେତ ଅନ୍ୟ ଗାଡ଼ିରେ ଆହତମାନଙ୍କୁ ବିଶୋଇ ମେଡ଼ିକାଲକୁ ଚିକିତ୍ସା ପାଇଁ ନେଇଥିଲା । ବସ୍‌ ଡ୍ରାଇଭର ଓ ହେଲପରଙ୍କୁ ୧୦୮ ଯୋଗେ ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ବସ୍‌ ଡ୍ରାଇଭର ରାଇରଙ୍ଗପୁର ଗ୍ରମାଞ୍ଚଳ ଥାନା ଆମ୍ବଡ଼ିହା ଗ୍ରାମର ମନୋଜ କୁମାର କିସ୍କୁ(୨୫)ଙ୍କ ସହ ୫ଜଣ ଆହତ ଚିକିତ୍ସାଧୀନ ଅଛନ୍ତି । ଅନ୍ୟ ଆହତମାନଙ୍କୁ ବିଶୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଇ ଛାଡ଼ିଦିଆଇଥିଲା ।  (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version