• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ପୁଣି ଫେରିବ କର୍ଫ୍ୟୁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏପରି କଠୋର ନିଷ୍ପତ୍ତି ନେଇପାରନ୍ତି

Proprietor Abhimanyu Maharana by Proprietor Abhimanyu Maharana
April 4, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ରାଜ୍ୟରେ ପୁଣି ଫେରିବ କର୍ଫ୍ୟୁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏପରି କଠୋର ନିଷ୍ପତ୍ତି ନେଇପାରନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଏପ୍ରିଲ ରବିବାର )  ଭୁବନେଶ୍ୱର :-  ଏନେଇ ବିଚାର ବିମର୍ଶ ଓ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଓଡିଶାରେ ପୁଣି କରୋନା ଭାଇରସ କାୟା ମେଲାଇଛି । ଦୈନିକ ୪୦୦ରୁ ଅଧିକ ମାମଲା ସାମ୍ନାକୁ ଆସୁଛି । ଏପରିକି ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇସାରିଲାଣି । ଯାହା ୫ ତାରିଖରୁ କାର୍ଯ୍ୟକ୍ଷମ ହେବ । ଏପରିକି ରାଜ୍ୟରେ ଡେ କର୍ଫ୍ୟୁ ମଧ୍ୟ ଲାଗୁ ହୋଇପାରେ । ଦିନ ବେଳା କଟକଣାକୁ ଆହୁରି କଡାକଡି କରାଯିବ । ସଂକ୍ରମଣ ଯେଉଁ ସ୍ଥାନରେ ବଢୁଛି ସେଠାରେ କର୍ଫ୍ୟୁ ଲାଗୁ ହେବାନେଇ ବିଚାର ଚାଲିଛି । ଏନେଇ ରାଜ୍ୟ ସରକାର ଅନୁଧ୍ୟାନ କରୁଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଶନିବାର ୧୦ ଜିଲ୍ଲା​‌ରେ ନାଇଟ୍‌ କର୍ଫ୍ୟୁ ଲାଗୁହେବା ନେଇ ଘୋଷଣା କରାଯାଇଥିଲା । ୧୦ ଜିଲ୍ଲା ସୁନ୍ଦରଗଡ, ବଲାଙ୍ଗିର, ନୂଆପଡା, ସମ୍ବଲପୁର, ଝାରସୁଗୁଡା, କଳାହାଣ୍ଡି, ନବରଙ୍ଗୁପର, କୋରାପୁଟ, ମାଲକାନାଗିରି ଏବଂ ବରଗଡ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହୋଇଥିଲା । ରାତି ୧୦ଟାରୁ ଭୋର ୫ ଟା ଯାଏଁ ରାଜ୍ୟର ଏହି ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁହେବ । ଆସନ୍ତା ଏପ୍ରିଲ ୫ ତାରିଖରୁ ଏହି ନିୟମ ଲାଗୁ ହେବା ନେଇ ସୂଚନା ମିଳିଛି । ତେବେ ନାଇଟ କର୍ଫ୍ୟୁ ବେଳେ ଜରୁରୀ ସେବା ଚାଲୁ ରହିବ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version