No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୪ ଏପ୍ରିଲ ରବିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୂମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ନୂତନ ସ୍ନାନ ମଣ୍ଡପର ଆଜି ଭିତ୍ତି ପସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବରେ ମନ୍ଦିରର ପୂଜାରୀ ସମେତ ନୂତନ ଜଗନ୍ନାଥ ନିର୍ମାଣ କାର୍ଯ୍ୟର
ଦାୟିତ୍ଵ ନେଇ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିବା ଶ୍ରୀ ଦୁର୍ଗା ମାଧବ ପାଣିଗ୍ରାହୀ ଏହି ସ୍ନାନ ମଣ୍ଡପର ଶୁଭ ଦେଇଥିଲେ l ଏହି ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟକ ଭକ୍ତ ଭାଗ ନେଇଥିଲେ l (ରିପୋର୍ଟ – ଗରୁଡ଼ଧ୍ଵଜ ଚୌଧୁରୀ )
No Result
View All Result