• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା ଜିଲ୍ଲା ଜିଲାପାଳଙ୍କ କର୍ଯ୍ୟାଳୟ ଛକ ଠାରେ : ବିକାଶର କୌଣସି ଦଳ ନଥାଏ – ଅପରାଜିତା ଷଡଙ୍ଗୀ 

Proprietor Abhimanyu Maharana by Proprietor Abhimanyu Maharana
April 6, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଖୋର୍ଦ୍ଧା ଜିଲ୍ଲା ଜିଲାପାଳଙ୍କ କର୍ଯ୍ୟାଳୟ ଛକ ଠାରେ : ବିକାଶର କୌଣସି ଦଳ ନଥାଏ – ଅପରାଜିତା ଷଡଙ୍ଗୀ 
Share on FacebookShare on TwitterWhatsapp

ବିକାଶର କୌଣସି ଦଳ ନଥାଏ – ଦଳ ମତ ନିର୍ବିଶେଷରେ ସାଧାରଣ ଲୋକଙ୍କ ହିତରେ କାମ କରିବା ହିଁ ବାସ୍ତବିକ ରାଜଧର୍ମ

ଓଡ଼ିଶା ତାଜା ନ୍ୟୁଜ୍ (୬ ଏପ୍ରିଲ ମଙ୍ଗଳବାର ) ଖୋର୍ଦ୍ଧା :- ବିକାଶର କୌଣସି ଦଳ ନଥାଏ । ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡଙ୍ଗୀ  ଆଜି ଖୋର୍ଦ୍ଧା ଜିଲ୍ଲା ଜିଲାପାଳଙ୍କ କର୍ଯ୍ୟାଳୟ ଛକ ଠାରେ ଖୋର୍ଦ୍ଧା ନାଗରିକ ମଞ୍ଚ ସଦସ୍ୟ ମାନଙ୍କର ଅନୁରୋଧକ୍ରମେ ଏକ ଭେଇକିଲ ଅଣ୍ଡର ପାସ(VUP) ପରିବର୍ତ୍ତେ ଏକ ଫ୍ଲାଏ ଓଭର ବ୍ରିଜ ନିର୍ମାଣ କରିବା ପାଇଁ ପ୍ରସ୍ତାବ ରଖିବା ସହ ଏହି ନିର୍ମାଣ ସମ୍ବନ୍ଧିତ ଏକ ବୈଠକରେ ଯୋଗ ଦେଇଥିଲେ ।

ଏହି ବୈଠକରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସହ ଗଣେଶ ଜଗଦେବ(ବିଧାୟକ, ଚିଲିକା)ଜୋତ୍ରିନ୍ଦ୍ରନାଥ ମିତ୍ର(ବିଧାୟକ ,ଖୋର୍ଦ୍ଧା)ସୁରେଶ କୁମାର ରାଉତରାୟ(ବିଧାୟକ, ଜଟଣୀ)ଡ଼. ଦିଲ୍ଲୀପ ଶ୍ରୀ ଚନ୍ଦନ(ପୂର୍ବତନ ବିଧାୟକ, ଖୋର୍ଦ୍ଧା)ସୌମ୍ୟ ରଂଜନ ପଟନାୟକ(ବିଧାୟକ, ଖଣ୍ଡପଡା)କାଳୁ ଚରଣ ଖଣ୍ଡାୟତରାୟ(ସମାଜସେବୀ)ରଶ୍ମିରଞ୍ଜନ ମହାପାତ୍ର(ଜିଲ୍ଲା ,BJP, ସଭାପତି)ସୁବାଷ ଗନ୍ତାୟତ(ସମାଜସେବୀ),ସଞ୍ଜୟ ପଟନାୟକ(ସମାଜସେବୀ) ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।

ବିକାଶର କୌଣସି ଦଳ ନଥାଏ । ଦଳ ମତ ନିର୍ବିଶେଷରେ ସାଧାରଣ ଲୋକଙ୍କ ହିତରେ କାମ କରିବା ହିଁ ବାସ୍ତବିକ ରାଜଧର୍ମ । ସାଧାରଣ ଲୋକଙ୍କ ସମସ୍ୟା ଓ ଜନହିତ କାର୍ଯ୍ୟ ପାଇଁ ସାଂସଦ ସଦା ସର୍ବଦା ଚେଷ୍ଟିତ ,ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ ନିକଟରେ ଏକ ଫ୍ଲାଏ ଓଭର ବ୍ରିଜ ନିର୍ମାଣ କରିବା ସହ ଗଡ ଖୋର୍ଦ୍ଧା ସ୍କୟାର ନିକଟରେ ଏକ VUP ଯଥା ଶୀଘ୍ର ନିର୍ମାଣ କରାଯିବ ନେଇ ସାଂସଦ NHAI କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବା ସହ ଭାରତ ସରକାର ଙ୍କ ନିକଟରେ ଏହି ପ୍ରସ୍ତାବ ରଖିଥିଲେ ।

ଏହା ପରେ NHAI ର ରିଜିଓନାଲ ଅଫିସର ରାମ ଚଦ୍ର ପଣ୍ଡା ଖୁବଶୀଘ୍ର ଫ୍ଲାଏ ଓଭର ନିର୍ମାଣ କରାଯିବ ସହ ,ଗଡ ଖୋର୍ଦ୍ଧା ନିକଟରେ ଏକ VUP ନିର୍ମାଣ କରାଯିବା ନେଇ ସୂଚନା ଦେଇଛନ୍ତି । ଆଜି ଅପରାହ୍ନ 5ଟା ରେ ଭୁବନେଶ୍ୱର ୫ନମ୍ବର ୱାର୍ଡ ଚକେଇସାଣି ଠାରେ ଅଜିତା ତରଫରୁ ଏକ ଜୀବିକା ନିର୍ବାହ କେନ୍ଦ୍ର, ସମ୍ମାନନୀୟା ସାଂସଦ ତଥା ଅଜିତାର ଉପଦେଷ୍ଟା ଅପରାଜିତା ଷଡ଼ଙ୍ଗୀ ଙ୍କର କର କମଳରେ ଉଦଘାଟିତ ହେବାକୁ ଯାଉଛି।ତେଣୁ ଆପଣଙ୍କୁ ଅନୁରୋଧ,ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version