• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୃଦ୍ଧା ମାଆର ଅବହେଳା ପାଇଁ ଗାଁ ର ମହିଳା ଏକତ୍ରିତ ହୋଇ ପୁଅକୁ ଗଛରେ ବାନ୍ଧି ନିସ୍ତୁକ ମାଡ ମାରି ଥାନରେ ଜିମା ଦେଲେ

Proprietor Abhimanyu Maharana by Proprietor Abhimanyu Maharana
April 8, 2021
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ବୃଦ୍ଧା ମାଆର ଅବହେଳା ପାଇଁ ଗାଁ ର ମହିଳା ଏକତ୍ରିତ ହୋଇ ପୁଅକୁ ଗଛରେ ବାନ୍ଧି ନିସ୍ତୁକ ମାଡ ମାରି ଥାନରେ ଜିମା ଦେଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଏପ୍ରିଲ ୨୦୨୧, ଗୁରୁବାର ) ବାଲେଶ୍ୱର :- ବୃଦ୍ଧା ମାଆ କୁ ଅବହେଳା କରି ଦାଣ୍ଡ ପିଣ୍ଡରେ ଶୁଆଇ । ପୁଅକୁ ମହଙ୍ଗା ପଡିଲା । ଗାଁ ର ମହିଳା ଏକତ୍ରିତ ହୋଇ ପୁଅକୁ ଗଛରେ ବାନ୍ଧି ନିସ୍ତୁକ ମାଡ ମାରି ଥାନରେ ଜିମା ଦେଲେ । ତେବେ ଗାଁ ମହିଳା ଆଇନ ହାତକୁ ନେଇ କଙ୍ଗାରୁ କୋର୍ଟ କରିଥିଲେ ମଧ୍ୟ ଉକ୍ତ ଘଟଣାରେ ମାଆ କୁ ଅବହେଳା କରିବା ଓ ମା ପ୍ରତି ଅନ୍ୟାୟ କରୁଥିବା ଅଯୋଗ୍ୟ ପୁଅ ମାନଙ୍କ ପ୍ରତି ଏକ ଉଚିତ ଶିକ୍ଷା ବୋଲି ଧରି ନେବାକୁ ପଡିବ । ଘଟଣାରୁ ପ୍ରକାଶ ଯେ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ତରିବତପୁର ଗାଁ ର ସୁଭଦ୍ରା ମଣି ଦାସ । ସ୍ଵାମୀ ଉପେନ୍ଦ୍ର ଦାସ ଚାରିମାସ ତଳେ ଆର ପାରିକୁ ଚାଲିଯିବା ପରେ ସାନ ପୁଅ ପାଖରେ ରହୁଥିଲେ ।

ବଡ ପୁଅ ଦୂର ଗାଁ ରେ ଅଲଗା ହୋଇ ରହୁଛି । ପୈତୃକ ସମ୍ପତି ସବୁ ସାନ ପୁଅ ଚଞ୍ଚକତା କରି ନିଜ ସ୍ତ୍ରୀ ନାମରେ କରିବା ପରେ ମାକୁ ଅବହେଳା ଓ ଅଣଦେଖା ଆରମ୍ଭ ହେଲା । ଆଜକୁ ଦୁଇ ଦିନ ଧରି ମାଆ କୁ ସାନ ପୁଅ ଓ ବୋହୁ ଘର ଭିତରକୁ ନ ନେଇ ବାହାରେ ପିଣ୍ଡରେ ଶୋଇ ଥିଲେ । ଭୋକ ଓ ଉପାସ ରେ ରହିଥିବାରୁ ପୋଡଶି ଖାଇ ବାକୁ ଦେଇଥିଲେ । ଘଟଣା ବାବଦରେ ପୁଅ ସହିତ ଗାଁ ମହିଳା ମାନେ କଥା ହୋଇଥିଲେ ମଧ୍ୟ ସାନ ପୁଅ କିଛି ଶୁଣି ନଥିଲା । ଫଳରେ ଆଜି ଗାଁ ମହିଳା ମାନେ ଘର ତାଲା ଭାଙ୍ଗି ସାନ ପୁଅ କୁ ଗଛରେ ବାନ୍ଧି ନୀର୍ଦ୍ଧୁମ ପିଟି ଥିଲେ । ପରେ ଜଳେଶ୍ଵର ଥାନା କୁ ଖବର ଦେଇ ସାନ ପୁଅ କୁ ଜିମା ଦେଇଥିଲେ । (ଦୀପ୍ତିମାନ ପତି, ବାଲେଶ୍ୱର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version