• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ବରିଷ୍ଠ କଂଗ୍ରେସ ଆଦିବାସୀ ନେତା ସ୍ଵର୍ଗତ ଗୁଞ୍ଜୁ ଗୋମାଙ୍ଗଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
April 8, 2021
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ଗଜପତି ଜିଲ୍ଲାର ବରିଷ୍ଠ କଂଗ୍ରେସ ଆଦିବାସୀ ନେତା ସ୍ଵର୍ଗତ ଗୁଞ୍ଜୁ ଗୋମାଙ୍ଗଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଏପ୍ରିଲ ୨୦୨୧, ଗୁରୁବାର ) ଗଜପତି :- ଗଜପତି ଜିଲ୍ଲାର ବରିଷ୍ଠଆଦିବାସୀ ନେତା ସ୍ଵର୍ଗତ ଗୁଞ୍ଜୂ ଗୋମାଙ୍ଗଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ଅନୁଷ୍ଠିତହୋଇଯାଇଛି ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଭୁବୁନି ଗ୍ରାମ ରେ ଜନ୍ମିତ, ଗୁଞ୍ଜୁ ଗମାଙ୍ଗ ଙ୍କ ବିୟୋଗ ଗତ ଦୁଇବର୍ଷ ତଳେ ହୋଇଥିଲା ଆଜି ତାଙ୍କର ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି।ଗୁଞ୍ଜୁ ଗମାଙ୍ଗ ଜଣେ କଂଗ୍ରେସ ଦଳର ବରିଷ୍ଠ ଆଦିବାସୀ ନେତା ହିସାବରେ ସାରା ଓଡ଼ିଶାରେ ପରିଚିତ ,ସେ ବହୁବାର ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ହିସାବ ରେ ନିର୍ବାଚିତ ହୋଇ

ଆସୁଥିଲେ, ତାଙ୍କ ସ୍ମୃତି ଉଦେଶ୍ୟ ରେ ତାଙ୍କ ବାସଭବନ ନିକଟରେ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି।ଏହି ଉନ୍ନଚନ ଉତ୍ସବ ର ମୁଖ୍ୟ ଅତିଥି ଭାବେ ହାଇଟେକ ଗ୍ରୁପର ଅଧ୍ୟକ୍ଷ ଡ:ତିରୁପତି ପାଣିଗ୍ରାହୀ, ପୂର୍ବତନ ସାଂସଦ ତଥା ଆଦିବାସୀ ନେତା ପ୍ରଦୀପ ମାଝୀ, ମହନା ବିଧାୟକ ତଥା ଜିଲ୍ଲା କଂଗ୍ରେସ ଅଧକ୍ଷ ଦାଶରଥି ଗମାଙ୍ଗ ଉପସ୍ଥିତ ଥିଲେ।ପାରଳାଖେମୁଣ୍ଡି ଠାରୁ ଏକ ସଭାଯାତ୍ରା ପୂର୍ବତନ ପୌରପରିଷଦ ଉପାଧ୍ୟକ୍ଷ ସଂଜୟ ଅଧିକାରୀ ଙ୍କ ନେତୃତ୍ୱରେ, ଶତାଧିକ କଂଗ୍ରେସ କର୍ମୀ ବାହାରି ଭୂବୁନି ଠାରେ ପହଞ୍ଚି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଗୁମା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ବେନିକ ଗମାଙ୍ଗ,ନଗର ସଭାପତି ବସନ୍ତ ପଣ୍ଡା,ପୂର୍ବତନ ଉପାଧ୍ୟକ୍ଷ ଅଭିମନ୍ୟୁ ପଣ୍ଡା, କଂଗ୍ରେସ ସେବା ଦଳ ଜିଲ୍ଲା ସଭାପତି କୃଷ୍ଣ କୁମାର ବେହେରା, ଜିଲ୍ଲା ଯୁବ ସଭାପତି ସୁର୍ଯ୍ୟ ନାରାୟଣ ପାତ୍ର ପ୍ରମୂଖ ଉପସ୍ଥିତ ଥିଲେ ।କାର୍ଯ୍ୟକ୍ରମ ଶେଷ ରେଗୁମ୍ମା ବ୍ଲକର ପୂର୍ବତନ ଉପାଧକ୍ଷ ତଥା ଯୁବ ଆଦିବାସୀ ନେତା ବେନିକ ଗମାଙ୍ଗ ଙ୍କୁ ଗୁମ୍ମା ବ୍ଲକକଂଗ୍ରେସର ଅଧକ୍ଷ ଭାବେ ଗଜପତି ଜିଲ୍ଲା କଂଗ୍ରେସ ସଭାପତି ଦାଶରଥି ଗମାଙ୍ଗ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି l (ରିପୋର୍ଟ/ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version