• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛତିଶଗଡ ପରେ ମଧ୍ୟପ୍ରଦେଶରେ ଲାଗୁହେଲା ଲକଡାଉନ୍

Proprietor Abhimanyu Maharana by Proprietor Abhimanyu Maharana
April 8, 2021
in ଓଡ଼ିଶା, ଦେଶ, ହୋମ୍
0
ଛତିଶଗଡ ପରେ ମଧ୍ୟପ୍ରଦେଶରେ ଲାଗୁହେଲା ଲକଡାଉନ୍
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଏପ୍ରିଲ ୨୦୨୧, ଗୁରୁବାର ) ଛତିଶଗଡ :- ଛତିଶଗଡ ପରେ ମଧ୍ୟପ୍ରଦେଶରେ ଲାଗୁହେଲା ଲକଡାଉନ୍ । ପ୍ରମୁଖ ସହର ମାନଙ୍କରେ ୬୦ ଘଂଟିଆ ଲକଡାଉନ ସାରା ଦେଶରେ କରୋନା ସଂକଟ ଭିତରେ ମଧ୍ୟପ୍ରଦେଶରେ ବି କରୋନା ସଂକ୍ରମଣ ଭୟାନକ ରୂପ ନେବାରେ ଲାଗିଛି । ଏହାରି ମଧ୍ୟରେ ସଂକ୍ରମଣକୁ ରୋକିବାକୁ ମୁଖ୍ୟମନ୍ତ୍ରୀ ଶିବରାଜସିଂ ଚୌହାନ କଡା ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟର ପ୍ରମୁଖ ସହର ମାନଙ୍କରେ ୬୦ ଘଂଟା ପାଇଁ ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇଛି । ଏହି ଲକଡାଉନ୍ ଶୁକ୍ରବାର ସଂନ୍ଧ୍ୟା ୬ ଟାରୁ ଆରମ୍ଭ ହୋଇ ସୋମବାର ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଭୋପାଳ ଠାରେ ଏନେଇ ଆୟୋଜିତ ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବଡ ବଡ ସହର ମାନଙ୍କରେ କଣ୍ଟେନମେଣ୍ଟ ଜୋନ ବି ରହିବ । କେଉଁଠି କଣ୍ଟେନମେଣ୍ଟ ଜୋନ ହେବ ତାହା ବିପର୍ଯ୍ୟୟ ପରିଚାଳନା କମିଟି ନିଷ୍ପତ୍ତି ନେବ ବୋଲି ଶିବରାଜ୍ କହିଛନ୍ତି ।

ଏହାପୂର୍ବରୁ ବୁଧବାର ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ସପ୍ତାହକୁ ୫ ଦିନ ଖୋଲା ରହିବ ବୋଲି ନିଷ୍ପତ୍ତି ନିଆଯାଇଛି । ହେଲେ କାର୍ଯ୍ୟ ନିର୍ଘଣ୍ଟକୁ ୬ ଘଂଟା ବଦଳରେ ୮ ଘଂଟା କରାଯାଇଛି । ଅର୍ଥାତ ସକାଳ ୧୦ ରେ ଅଫିସ ଖୋଲିବ ଓ ସଂନ୍ଧ୍ୟା ୬ ଟାରେ ବନ୍ଦ ହେବ । ଏହାସହ ରାଜ୍ୟର ସମସ୍ତ ସହରାଞ୍ଚଳରେ ନାଇଟ କର୍ଫ୍ୟୁ ନେଇ ନିଷ୍ପତ୍ତି ହୋଇଛି । ନିଷ୍ପତ୍ତି ମୁତାବକ ଏପ୍ରିଲ ୮ ତାରିଖ (ଆଜି) ଠାରୁ ରାତି ୧୦ ରୁ ସକାଳ ୬ ଯାଏ ନାଇଟ୍ କର୍ଫ୍ୟୁ ଲାଗୁହେବ । ଅନ୍ୟ ଆଦେଶ ନମିଳିବା ଯାଏ ଏହା କାଏମ ରହିବ । ଏହାସହ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଲକଡାଉନ୍ ରହିବ । ଅନ୍ୟପଟେ କରୋନା କଟକଣା ଉଲଙ୍ଘନ କଲେ ପ୍ରଶାସନ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।(ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

May 27, 2026
ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

May 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version