• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କଟକ ମଙ୍ଗଳା କ୍ଲବ୍ ଭୁବନେଶ୍ୱର ସଙ୍ଘର୍ଷ କ୍ଲବ୍ କୁ ୧-୦ ଗୋଲ୍ ରେ ହରାଇ ଫାଇନାଲ୍ କୁ ପ୍ରବେଶ

Proprietor Abhimanyu Maharana by Proprietor Abhimanyu Maharana
February 20, 2020
in Uncategorized, ଓଡ଼ିଶା, ଖେଳ, ନୟାଗଡ଼ ନିଉଜ୍, ହୋମ୍
0
କଟକ ମଙ୍ଗଳା କ୍ଲବ୍ ଭୁବନେଶ୍ୱର ସଙ୍ଘର୍ଷ କ୍ଲବ୍ କୁ ୧-୦ ଗୋଲ୍ ରେ ହରାଇ ଫାଇନାଲ୍ କୁ ପ୍ରବେଶ
Share on FacebookShare on TwitterWhatsapp

ରଣପୁର (ଓଡିଶା ତାଜା ନ୍ୟୁଜ୍ ) ରଣପୁର ବାଘସାମନ୍ତ ପଡିଆ 20.2.2020 :- ରଣପୁର ବାଘସାମନ୍ତ ପଡିଆଠାରେ ଚାଲିଥିବା ରାଜ୍ୟସ୍ତରୀୟ ଫୁଟୁବଲ ଟୁର୍ଣ୍ଣାମେଣ୍ଟ ର ପ୍ରଥମ ସେମିଫାଇନାଲ ମ୍ୟାଚରେ କଟକ ପ୍ରବେଶ କରିଛି । ପ୍ରଥମ ସେମିଫାଇନାଲ୍ ମ୍ୟାଚ ଭୁବନେଶ୍ୱର ସଙ୍ଘର୍ଷ କ୍ଲବ୍ ସହ କଟକ ମଙ୍ଗଳା କ୍ଲବ୍ ମଧ୍ୟରେ କଡା ମୁକାବିଲା ହୋଇଥିଲା । କଟକ ମଙ୍ଗଳା କ୍ଲବ୍ ଭୁବନେଶ୍ୱର ସଙ୍ଘର୍ଷ କ୍ଲବ୍ କୁ ୧-୦ ଗୋଲ୍ ରେ ହରାଇ ଫାଇନାଲ୍ ରେ ପ୍ରବେଶ କରିଥିବା ଜଣା ପଡିଛି । ଏହି ମ୍ୟାଚ୍ ରେ ମୁଖ୍ୟ ଅତିଥି ଭାବେ ଗୋପାଳପୁର ସରପଂଚ ଶରତ ଚନ୍ଦ୍ର ରଥ,ସ୍ୱରାଜ ମହାନ୍ତି,ଯୋଗ ଦେଇଥିବା ବେଳେ ରଣପୁର କାମିନୀକାନ୍ତ ପଣ୍ଡା ଓ ମନୋରଂଜନ ଷଡଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏମ୍‌.ଏସ୍ .ବେଗ୍ ଖେଳ ପରିଚାଳନା କରିଥିବା ବେଳେ ଲାଇନ୍‌ ରେ ସୁକାନ୍ତ ପ୍ରଧାନ, ସୁଶାନ୍ତ ବେହେରା ଓ ବ୍ରଜମୋହନ ମହାପାତ୍ର ସହଯୋଗ କରିଥିଲେ । ଏହି ମ୍ୟାଚକୁ ସ୍ପୋର୍ଡସ୍ ଆସୋସିଏସନ ର ସଦସ୍ୟ ହାପି ମିଶ୍ର ,ସୁଧାଶୁଂ ମହାରଣା , ବିଶ୍ୱଜିତ ମହାପାତ୍ର , ସୌମ୍ୟରଞନ ଦଳେଇ , ରୁପେସ ସେନାପତି. ଚନ୍ଦନ ଖଟେଇ , ବିଭୁତି ପ୍ରଧାନ , ଲିପୁନି ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version