• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୧୦ କିଲୋମିଟର ନନଷ୍ଟପ୍ ଦୌଡି ୨୮ ଘଣ୍ଟା ମଧ୍ୟରେ ବନ୍ତର ଯୁବକ ପୁରୀ ରେ ପହଞ୍ଚିଲେ ।

Proprietor Abhimanyu Maharana by Proprietor Abhimanyu Maharana
February 24, 2020
in Uncategorized, ଓଡ଼ିଶା, ହୋମ୍
0
୨୧୦ କିଲୋମିଟର ନନଷ୍ଟପ୍ ଦୌଡି ୨୮ ଘଣ୍ଟା ମଧ୍ୟରେ ବନ୍ତର ଯୁବକ ପୁରୀ ରେ ପହଞ୍ଚିଲେ ।
Share on FacebookShare on TwitterWhatsapp

ଭଦ୍ରକ, ପୁରୀ (ଓଡିଶା ତାଜା ନ୍ୟୁଜ୍ ) ପୁରୀ 20.2.2020 :- ଭଦ୍ରକର ବିସ୍ମୟ ଧାବକ ସୌରଭ ସେଠୀ ପୁରୀ ଶ୍ରୀ ଜଗନ୍ନାଥକଂ ନିକଟରେ ସକାଳ ୧୧ପହଞ୍ଚିଲେ । ସୁଦୂର ବନ୍ତରୁ ପୁରୀ ପ୍ରାୟ ୨୧୦ କିଲୋମିଟର ନନଷ୍ଟପ୍ ଦୌଡିଦୌଡି ୨୮ ଘଣ୍ଟା ମଧ୍ୟରେ ବନ୍ତର ଯୁବକ ସୌରଭ ସେଠୀ ଆଜି ପୁରୀ ଶ୍ରୀମନ୍ଦିର ରେ ପହଞ୍ଚି ପାରିଛନ୍ତି । ପୁରୀରେ ପହଞ୍ଚିବା ପରେ ସେଠାକାର ଜିଲ୍ଲା କ୍ରୀଡାଧିକାରୀ ତଥା ପ୍ରଶାସନ ତାଙ୍କୁ ଫୁଲତୋଡା ଦେଇ ସ୍ବାଗତ କରିଥିଲେ ।

ଏହାପରେ ମନ୍ଦିର ସମ୍ମୁଖରେ ଆଣ୍ଠୁମାଡ଼ି ବଡଦାଣ୍ଡରେ ମହାପ୍ରଭୁଙ୍କୁ ସାଷ୍ଟାଙ୍ଗ ପ୍ରଣାମ କରି ନିଜର ମନକଥା ବାପାଙ୍କ ସ୍ବପ୍ନ ଫୌଜରେ ଯୋଗଦେବାକୁ ଆଶୀର୍ବାଦ ମାଗିଥିଲେ । ବିଶ୍ବାବସୁ ସେବାୟତ ତଥା ମହାପ୍ରଭୁଙ୍କ ପଣ୍ଡା ତାଙ୍କୁ ମହାପ୍ରଭୁଙ୍କ ପାଟ ପିନ୍ଧାଇ ତୁଳସୀ ପ୍ରସାଦ ଖୁଆଇ ଆଶୀର୍ବାଦ ପ୍ରଦାନ କରିଥିଲେ ।

ପୁରୀର ସମସ୍ତ ମିଡିଆ ବନ୍ଧୁ ସୌରଭଙ୍କୁ ନିଜର ସମବେଦନା ତଥା ସହଯୋଗ ପ୍ରଦାନ କରିବା ସହ ତାଙ୍କୁ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବାରେ ସହଯୋଗ କରିଥିଲେ ସୂଚନାଯୋଗ୍ୟ ଯେ ୧୯ ତାରିଖ ବୁଧଵାର ସକାଳ ୬-୩୦ ମିନିଟରେ ବନ୍ତରୁ ପୁରୀ ଅଭିମୁଖେ ସୌରଭ ତାଙ୍କ ଦୌଡ ଆରମ୍ଭ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version