• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀଙ୍କ ସହ ସାକ୍ଷାତ- ଆଲୋଚନା କଲେ ନେହେରୁ ଯୁବକେନ୍ଦ୍ରର ଆଞ୍ଚଳିକ ନିର୍ଦ୍ଦେଶକ ସୁଦୃଢ଼ ଯୁବଶକ୍ତି ସମୃଦ୍ଧ ସମାଜର ଏକ ମୁଖ୍ୟ ମାନଦଣ୍ଡ : ମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 10, 2021
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀଙ୍କ ସହ ସାକ୍ଷାତ- ଆଲୋଚନା କଲେ ନେହେରୁ ଯୁବକେନ୍ଦ୍ରର ଆଞ୍ଚଳିକ ନିର୍ଦ୍ଦେଶକ ସୁଦୃଢ଼ ଯୁବଶକ୍ତି ସମୃଦ୍ଧ ସମାଜର ଏକ ମୁଖ୍ୟ ମାନଦଣ୍ଡ : ମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଏପ୍ରିଲ ଶନିବାର ) ଭୁବନେଶ୍ୱର :- ସୁଦୃଢ଼ ଯୁବଶକ୍ତି ସମୃଦ୍ଧ ସମାଜର ଏକ ମୁଖ୍ୟ ମାନଦଣ୍ଡ । ଦୃଢ଼ ସଂକଳ୍ପ ଓ ସ୍ୱପ୍ନକୁ ସାକାର କରିବାର ଇଚ୍ଛାକୁ ଆଧାର କରି ରାଜ୍ୟର ପ୍ରଗତିକୁ ଶୀର୍ଷ ସୋପାନରେ ପହଞ୍ଚାଇବାରେ ଯୁବଶକ୍ତି ଏକ ପ୍ରମୁଖ ମାଧ୍ୟମ ହୋଇପାରିବ ବୋଲି ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ମତବ୍ୟକ୍ତ କରିଛନ୍ତି । ଆଜି ସ୍ଥାନୀୟ ରାଜ୍ୟ ଅତିଥି ଭବନଠାରେ ମନ୍ତ୍ରୀ ଶ୍ରୀ ବେହେରାଙ୍କ ସହ ନେହେରୁ ଯୁବ କେନ୍ଦ୍ରର ଆଞ୍ଚଳିକ ନିର୍ଦ୍ଦେଶକ ନବୀନ ନାୟକ ଏକ ସାକ୍ଷାତ ଆଲୋଚନା ଅନୁଷ୍ଠିତ ହୋଇଥିଲା ।

ଏଥିରେ ରାଜ୍ୟ ଯୁବନୀତିର ସଠିକ ପ୍ରଣୟନ ସହ ନେହେରୁ ଯୁବକେନ୍ଦ୍ର ଅଧୀନରେ ଆସୁଥିବା ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସଫଳ କାର୍ଯ୍ୟକାରିତା ନେଇ ଆଲୋଚନା ହୋଇଥିଲା । ଏଥି ସହିତ ଆଗାମୀ ଦିନରେ ନିଯୁକ୍ତି, ପ୍ରଶିକ୍ଷଣ, ଆତ୍ମରକ୍ଷା, ଦକ୍ଷତା ବିକାଶ, ଦୁଃସାହସିକ କ୍ରୀଡ଼ା ଏବଂ ଉନ୍ନତ କୌଶଳ ମାଧ୍ୟମରେ କିଭଳି ତୃଣମୂଳ ସ୍ତରରୁ ସମସ୍ତ ଯୁବକଯୁବତୀଙ୍କୁ ରାଜ୍ୟର ବିକାଶଧାରାରେ ସାମିଲ କରାଯାଇପାରିବ ସେ ନେଇ ବିସ୍ତୃତ ଆଲୋଚନା ହୋଇଥିଲା । ରାଜ୍ୟ ମୁଖ୍ୟାଳୟ ଏବଂ ଜିଲ୍ଲାସ୍ତରରେ ଯୁବଭବନ ପ୍ରତିଷ୍ଠା ସହ ବିଭିନ୍ନ ଯୁବକଲ୍ୟାଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ସହଯୋଗରେ କାର୍ଯ୍ୟ କରିବାକୁ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ।

ଆଗାମୀ ଦିନରେ ଜିଲ୍ଲାପାଳ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଏବଂ ନେହେରୁ ଯୁବକେନ୍ଦ୍ରର ଜିଲ୍ଲା ସଂଯୋଜକଙ୍କୁ ନେଇ ଜିଲ୍ଲାସ୍ତରରେ ଯୁବନୀତିର ସଠିକ୍‌ କାର୍ଯ୍ୟକାରିତା ନେଇ ବୈଠକ ଅନୁଷ୍ଠିତ ହେବ ବୋଲି ଆଲୋଚନା ହୋଇଥିଲା । ବୈଠକରେ କ୍ରୀଡ଼ା ଓ ଯୁବସେବା ବିଭାଗର ଉପଶାସନ ସଚିବ ଶ୍ରୀ ବିଜୟାନନ୍ଦ ନାୟକ, ବିଭାଗୀୟ ଅଧିକାରୀ ଏବଂ ନେହେରୁ ଯୁବ କେନ୍ଦ୍ରର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version