• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନଦୀକୂଳିଆ ଗାଁ ,କୂଅ ଅଛି,ନଳକୂଅ ବସାଯାଇଛି : ତଥାପି ଶୋଷ ମେଣ୍ଟାଇବାକୁ ଶେଷ ହେଉନି ଗ୍ରାମବାସୀଙ୍କ ସଂଘର୍ଷ

Proprietor Abhimanyu Maharana by Proprietor Abhimanyu Maharana
April 10, 2021
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ନଦୀକୂଳିଆ ଗାଁ ,କୂଅ ଅଛି,ନଳକୂଅ ବସାଯାଇଛି : ତଥାପି ଶୋଷ ମେଣ୍ଟାଇବାକୁ ଶେଷ ହେଉନି ଗ୍ରାମବାସୀଙ୍କ ସଂଘର୍ଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଏପ୍ରିଲ ଶନିବାର ) ଛେଣ୍ଡିପଦା :-  ନଦୀକୂଳିଆ ଗାଁ ,କୂଅ ଅଛି,ନଳକୂଅ ବସାଯାଇଛି । ପାଇପ୍‌ ପାଣି ପାଇଁ ସରକାରଙ୍କ ତରଫରୁ ପ୍ରକଳ୍ପ ମଧ୍ୟ କରାଯାଇଛି । ତଥାପି ଶୋଷ ମେଣ୍ଟାଇବାକୁ ଶେଷ ହେଉନି ଗ୍ରାମବାସୀଙ୍କ ସଂଘର୍ଷ । ନଦୀରେ ଚୁଆ ଖୋଳି ସେମାନେ ସଂଗ୍ରହ କରୁଛନ୍ତି ପାନୀୟ ଜଳ । ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା ଏହି ଗାଁ ହେଲା ନୂଆଗାଁ ପଞ୍ଚୟତର ଜରିପାଳ । ଜରିପାଳର ଲୋକ ସଂଖ୍ୟା ପ୍ରାୟ ୮ଶହ। ଗାଁରେ ପାନୀୟ ଜଳର ବ୍ୟବସ୍ଥା ପାଇଁ ମୋଟ ୮ଟି ନଳକୂଅ ଓ କୂଅ ରହିଛି । ପ୍ରତିବର୍ଷ ଗ୍ରୀଷ୍ମ ସମୟରେ ଜଳସ୍ତର ହ୍ରାସ କାରଣରୁ ସେସବୁ ଶୁଖିଯାଉଛି ।

କେତୋଟି ନଳକୂଅ ଅଚଳ ଅବସ୍ଥାରେ ଥିଲେ ମଧ୍ୟ ମରାମତି କରାଯାଉ ନାହିଁ । ଦୀର୍ଘଦିନର ଦାବି ପରେ ଗୋଟିଏ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି । କେତେଜଣଙ୍କ ଘରକୁ ପାଇପ୍‌ ସଂଯୋଗ ଦିଆଯାଇଛି । ଗଁାରେ ପାଣି ପଏଣ୍ଟ ବସାଯାଇଛି । ହେ ଲେ ଦୈନିକ ସକାଳୁ ମାତ୍ର ୧୫ ମିନିଟ୍‌ ପ୍ରକଳ୍ପ ଚାଲୁ କରାଯାଉଥିବାରୁ ଦିନତମାମ ପାଣି ଆବଶ୍ୟକତା ମେଣ୍ଟିପାରୁ ନାହିଁ ।

ଏ ନେଇ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ପଞ୍ଚାୟତ ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଛି । ଅଧିକ ସମୟ ପାଣି ଛଡ଼ାଯିବାକୁ ଦାବି କରାଯାଇଛି । କିନ୍ତୁ ପାଣି ପାଇଁ ଘର ପିଛା ମାସିକ ୩୦ ଟଙ୍କା ଆଦାୟ କରାଯାଉଥିବା ବେଳେ ସମସ୍ୟା ସମାଧାନ ନିମନ୍ତେ ପଦକ୍ଷେପ ନିଆଯାଉ ନାହିଁ ।  ଫଳରେ ପାନୀୟ ଆବଶ୍ୟକତା ମେଣ୍ଟାଇବାକୁ ଲୋକେ ଆଉଁଳୀ ନଦୀ ମଧ୍ୟରେ ଚୁଆ ଖୋଳି ଜଳ ସଂଗ୍ରହ କରିବାକୁ ବାଧ୍ୟ ହେଉଛନ୍ତି । ମାସ ମାସ ଧରି ଲୋକେ ଏପରି ଦୂଷିତ ପାଣି ବ୍ୟବହାର କରୁଥିଲେ ମଧ୍ୟ ପଞ୍ଚାୟତ କିମ୍ବା ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉନାହିଁ । ଫଳରେ ଗ୍ରାମବାସଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version