• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ କ୍ଷିପ୍ରଗତିରେ ମାଡିଚାଲିଛି

Proprietor Abhimanyu Maharana by Proprietor Abhimanyu Maharana
April 12, 2021
in ଓଡ଼ିଶା, ଦେଶ, ହୋମ୍
0
ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ କ୍ଷିପ୍ରଗତିରେ ମାଡିଚାଲିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଏପ୍ରିଲ ସୋମବାର ) ନୂଆଦିଲ୍ଲୀ :- ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ କ୍ଷିପ୍ରଗତିରେ ମାଡିଚାଲିଛି । ଦେଶର ସୁପ୍ରିମକୋର୍ଟରୁ ୫୦ ପ୍ରତିଶତରୁ ଅଧିକ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ଏହି ରିପୋର୍ଟ ମିଳିବାପରେ ସର୍ବୋଚ୍ଚ ଅଦାଲତ ପରିସରରେ ଭୟର ବାତାବରଣ ଖେଳିଯାଇଛି । ସଂକ୍ରମିତ କର୍ମଚାରୀଙ୍କୁ ଗୃହାବଦ୍ଧ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ସର୍ବୋଚ୍ଚ ଅଦାଲତର ସମସ୍ତ କୋର୍ଟ ରୁମ୍‍ ଏବଂ ସମୁଦାୟ ପରିସରକୁ ସାନିଟାଇଜ କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଇତିମଧ୍ୟରେ ସୁପ୍ରିମକୋର୍ଟର ସମସ୍ତ ବିଚାରପତି ସେମାନଙ୍କ ଘରେ ଥାଇ ଭିଡିଓ କନଫରେନ୍ସିଂ ଜରିଆରେ ମାମଲାଗୁଡିକର ବିଚାର କରିବେ ବୋଲି ସର୍ବୋଚ୍ଚ ଅଦାଲତଙ୍କ ପକ୍ଷରୁ କୁହାଯାଇଛି।

ପ୍ରାପ୍ତ ସୂଚନା ଅନୁସାରେ, ବିଚାରପତିମାନେ ନିଜ ନିଜ ଘରେ ଥାଇ ଭିଡିଓ କନଭରେନ୍ସିଂ ଜରିଆରେ ଶୁଣାଣି କରିବେ। ଏତେ ଜଣ କର୍ମଚାରୀ ପଜିଟିଭ୍‌ ଆସିଥିବାରୁ ସୁପ୍ରିମ୍‌ କୋର୍ଟର ସମସ୍ତ ପ୍ରକୋଷ୍ଠଗୁଡ଼ିକୁ ସମ୍ପ୍ରତି ‘ସାନିଟାଇଜ୍‌’ କରାଯାଉଛି। ସେହି କାରଣରୁ ଆଜି ଦିନ ୧୦: ୩୦ରେ ହେବାକୁ ଥିବା ସୁପ୍ରିମ୍‌ କୋର୍ଟର ଖଣ୍ଡପୀଠ ଦିନ ୧୧:୩୦ରେ ଆରମ୍ଭ ହୋଇଛି । ଏହାଛଡ଼ା, ଦିନ ୧୧ଟାରେ ହେବାକୁ ଥିବା ଖଣ୍ଡପୀଠ ମଧ୍ୟାହ୍ନ ୧୨ରେ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ, ସୁପ୍ରିମ୍‌ କୋର୍ଟରେ ସମୁଦାୟ କର୍ମଚାରୀଙ୍କ ସଂଖ୍ୟା ୩, ୪୦୦। ଗତବର୍ଷ ଏପ୍ରିଲ୍‌ରୁ ଭର୍ଚ୍ୟୁଆଲ୍‌ ଶୁଣାଣି କରି ଆସୁଥିବା ଉଚ୍ଚତମ ନ୍ୟାୟଳୟ ମାର୍ଚ୍ଚ ୧୫ ତାରିଖ ଠାରୁ ଅଦାଲତରେ ଶୁଣାଣି ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଥିଲେ।  (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version