• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲେଶ୍ଵର ପୌରାଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ

Proprietor Abhimanyu Maharana by Proprietor Abhimanyu Maharana
April 13, 2021
in ଓଡ଼ିଶା, ବାଲେଶ୍ଵର, ମହାନଗର, ହୋମ୍
0
ବାଲେଶ୍ଵର ପୌରାଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଏପ୍ରିଲ ୨୦୨୧, ମଙ୍ଗଳବାର) ଭୁବନେଶ୍ୱର :- ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟ ରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି ।  ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ଯାୟ ଉଚ୍ଚ ସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫T) ଶ୍ରୀ ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର ସକାଳେ ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ ।

ସେଠାରୁ ଫେରି ସେମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ଘୋଷଣା କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି “ବାଲେଶ୍ଵର ହେଉଛି ଓଡିଶାର ଅନ୍ଯତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ ।  ଏ ଅବସରରେ ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା :-

୧. ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟ ରେ ବାଲେଶ୍ଵର ସହଦେବଖୁନ୍ଟା ବସଷ୍ଟାଣ୍ଡ ର ବିକାଶ କରାଯିବ

୨. ତୁମୂଳିଆ ଗେଟ Flyover ଠାରୁ Station ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା କୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ Street Lighting ର ବ୍ୟବସ୍ତା ମଧ୍ୟ କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ ସମସ୍ଯା ଦୂର କରିବାରେ ସହାୟକ ହେବ ।

୩. ବାଲେଶ୍ଵର ର କ୍ରୀଡାବିତ ମାନଙ୍କ ଭିତରେ ଥିବା ପ୍ରତିଭା ର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ Multipurpose Indoor Hall, Swimming Pool ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ । ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ତା କରାଯିବ ।

୪. ବୁଢାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ Beautification କରାଯିବ । ବାଲେଶ୍ଵର ସହରବାସିଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୁଳ ର ଆବଶ୍ୟକ ବିକାଶ କରାଯିବ ।

୫. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ , ଶୋଭାରାମପୁର ପୋଖରୀ , ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର Beautification ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ Open Space ସୃଷ୍ଟି କରିବ।

୬. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର Drainage Channel ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ । “

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ,” ବାଲେଶ୍ଵର Medical College ର teaching hospital ନିମନ୍ତେ 275 କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ 4 5 ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ 16 କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ , କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି । “

ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ତାଙ୍କ ଉକ୍ତି କୁ ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ଘୋଷଣା କରିଥିଲେ । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀ ମାନଙ୍କ ସହଯୋଗ କାମନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version