• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକର ସିଲଭର ସିଟି ବୋଟ କ୍ଲବକୁ ଏକ ଭର୍ଚୁଆଲ ପ୍ଲାଟଫର୍ମରେ ଲୋକାର୍ପିତ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
April 15, 2021
in ଓଡ଼ିଶା, କଟକ, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକର ସିଲଭର ସିଟି ବୋଟ କ୍ଲବକୁ ଏକ ଭର୍ଚୁଆଲ ପ୍ଲାଟଫର୍ମରେ ଲୋକାର୍ପିତ କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିୟୁଜ୍ (୧୪ ଏପ୍ରିଲ୍ ବୁଧବାର) କଟକ  :-  ମହାନଦୀ ଜଳ ଭିତ୍ତିକ ମନୋରଞ୍ଜନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡିଶା ପର୍ଯ୍ୟଟନ ସହାୟତାରେ ଏହି ବୋଟ କ୍ଲବ୍‍କୁ ୨ କୋଟି ଟଙ୍କା ବିନିଯୋଗରେ ନବୀକରଣ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳରାଶି ଅନ୍ତର୍ଭୁକ୍ତ ରାଜ୍ୟର ପର୍ଯ୍ୟଟନ ସମ୍ଭାବନାକୁ ସଂଯୋଗ କରିବା ପାଇଁ ଆମେ ଚିହ୍ନଟ କରିଥିବା ପର୍ଯ୍ୟଟନସ୍ଥଳୀଗୁଡ଼ିକର ଭିତ୍ତିଭୂମିର ବିକାଶ କରାଯାଉଛି ।

ମହାନଦୀର ଏହି ମନୋଜ୍ଞ ପରିବେଶରେ ମନୋରଞ୍ଜନ ଓ ଦୁଃସାହସିକ ଜଳକ୍ରୀଡ଼ା ଭିତ୍ତିକ ପର୍ଯ୍ୟଟନ ହବ୍‍ ପ୍ରତିଷ୍ଠା କରିବାରେ ସହାୟତା କରିବ। ସାଇକ୍ଲୋନ୍‍ ଫନି ଦ୍ୱାରା ପ୍ରତିକୂଳ ପ୍ରଭାବିତ ଏହି ବୋଟ କ୍ଲବରେ ଭିତ୍ତିଭୂମି ଏକ ଫ୍ଲୋଟିଂ ଜେଟି, ଲାଇଫଗାର୍ଡ, ଟଏଲେଟ୍‍ କମ୍ପେ୍ଲକ୍ସ, ରେଷ୍ଟୁରାଣ୍ଟ ଏବଂ ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ ଏବଂ ପିଲାମାନଙ୍କ ଖେଳ ପଡ଼ିଆ ସହିତ ଏକ ପାର୍କ ଅନ୍ତର୍ଭୁକ୍ତ କରିବା ପାଇଁ ନବୀକରଣ କରାଯାଇଛି । ଅତିରିକ୍ତ ଭାସମାନ ଜେଟି ଯୋଡିବା ପାଇଁ ଭିତ୍ତିଭୂମି ପର୍ଯ୍ୟାୟକ୍ରମେ ଆହୁରି ବୃଦ୍ଧି କରାଯିବ। ବୋଟ କ୍ଲବରେ କାର୍ଯ୍ୟକ୍ଷମ ହେବାକୁ ଥିବା କାର୍ଯ୍ୟକଳାପରେ ଜେଟ ସ୍କି, ସ୍ପିଡ୍‍ ବୋଟ, ଡେ କ୍ରୁଜ୍‍, ବାନାନା ବୋଟ, ଇନଫ୍ଲେଟେବୁଲ୍‍ ବୋଟ୍‍, ୱାଟର ସ୍କୁଟର, ଫ୍ଲୋଟିଂ କାଫେ, କାୟାକିଂ, କାନୋଇଙ୍ଗ, ପେଡାଲ୍‍ ବୋଟ୍‍, ସ୍କୁବା ଡାଇଭିଂକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ଅପରେଟରମାନଙ୍କୁ ସାଧାରଣ ଭିତ୍ତିଭୂମି ଏବଂ ଉପଭୋକ୍ତା ଫି ମଡେଲରେ ପରିଚାଳନା କରିବାକୁ ଅନୁମତି ଦିଆଯିବ।

ଏହି ଅବସରରେ ସାଂସଦ ସୁୂବାସ ସିଂ ସିଲଭର ସିଟି କ୍ଲବରେ ରାତି ରହଣି ପାଇଁ ଅତିରିକ୍ତ ଗୃହ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଛନ୍ତି ଯାହା ବିଭିନ୍ନ କୋଣରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ। ସେ କହିଛନ୍ତି, ରାଜ୍ୟର ସୁବର୍ଣ୍ଣ ତ୍ରିଭୁଜରେ କଟକ ସହରକୁ ସଂଯୋଗ କରାଗଲେ ତାହା ପର୍ଯ୍ୟଟକଙ୍କୁ କଟକ ଭ୍ରମଣର ସୁଯୋଗ ସୃଷ୍ଟି କରିବ। ସାଂସଦ ଭତୃହରି ମହତାବ ସାମୁଦ୍ରିକ ସଂଗ୍ରାହଳୟକୁ ଓଡ଼ିଶାର ପର୍ଯ୍ୟଟନ ମାନଚିତ୍ରରେ ଅନ୍ତର୍ଭୁକ୍ତ କରିବା ଏବଂ ନିକଟସ୍ଥ ଅନ୍ୟ ପର୍ଯ୍ୟଟନ ସ୍ଥାନଗୁଡ଼ିକର ସମ୍ଭାବନାକୁ ଅନୁସନ୍ଧାନ କରି ଭିତ୍ତିଭୁମିର ବିକାଶ କରିବା ପାଇଁ ଅନୁରୋଧ କରିଛନ୍ତି।

ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ସମଗ୍ର ରାଜ୍ୟରେ ନିଦ୍ଦିଷ୍ଟ ପର୍ଯ୍ୟଟନ ସ୍ଥଳୀର ବିକାଶ ରଣନୀତି ବିଷୟରେ କହିଥିଲେ। ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କହିଛନ୍ତି ଯେ ଏହି ପ୍ରକଳ୍ପ ମୌଳିକ ଭିତ୍ତିଭୂମି ସହିତ ଏକାଧିକ ଜଳକ୍ରୀଡ଼ା ଅପରେଟରଙ୍କୁ ସମର୍ଥନ କରିବ ଏବଂ କଟକ ତଥା ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ଜଳ ଭିତ୍ତିକ ପର୍ଯ୍ୟଟନ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ଏହା ତିଆରି ହୋଇଛି। ଅଦ୍ୟାବଧି ଦୁଇଗୋଟି ଅପରେଟର ଜଳକ୍ରୀଡ଼ା କରିବା ପାଇଁ ସ୍ଥିରିକୃତ କରାଯାଇଛି ଏବଂ ପରବର୍ତ୍ତୀ ସମୟରେ ଅଧିକ ଅପରେଟରଙ୍କୁ ନିୟୋଜନ କରିବା ପାଇଁ ପଦକ୍ଷେପ ନିଆଯାଉଅଛି । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version