• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫେରୁଛନ୍ତି ପ୍ରବାସୀ : ଅଂଚଳବାସୀ ଭୟଭୀତ

Proprietor Abhimanyu Maharana by Proprietor Abhimanyu Maharana
April 17, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଫେରୁଛନ୍ତି ପ୍ରବାସୀ : ଅଂଚଳବାସୀ ଭୟଭୀତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୬ ଏପ୍ରିଲ ଶୁକ୍ରବାର ) ହିଞ୍ଜିଳିକାଟୁ :- ଗତ କିଛି ଦିନ ହେଲା କରୋନାର ଦ୍ୱିତୀୟ ଲହରୀ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବିଦେଶରୁ ଆସି ପୂର୍ବ ଭାଇରସ ଠାରୁ ଅଧିକ ଶକ୍ତିଶାଳୀ ଏବଂ ମାରାତ୍ମକ ଭାଇରସ ଆମ ଦେଶରେ ପ୍ରବେଶ କରିସାରିଛି । ମହାରାଷ୍ଟ୍ର, ପଞ୍ଜାବ, କେରଳରେ ଏହି ଭାଇରସ ତାହାର ପ୍ରଭାବ ଦେଖାଇବା ପରେ ଦେଶର ପ୍ରାୟ ସମସ୍ତ ରାଜ୍ୟ ନିଜ ନିଜ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ଼ ଗାଇଡ଼ ଲାଇନ ପ୍ରସ୍ତୁତ କରି ଏହାକୁ କଡ଼ାକଡ଼ି ଭାବେ ପାଳନ କରୁଥିବାର ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାର ବହୁ ପ୍ରବାସୀ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବାରୁ କରୋନାର ଦ୍ୱିତୀୟ ଲହରୀ ଗଞ୍ଜାମ ଜିଲ୍ଲା ସକାଶେ ବାଧକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଗତବର୍ଷ ଗଞ୍ଜାମ ଜିଲ୍ଲା ଏକଦା ଗ୍ରୀନ ଜୋନ ରହିଥିବା ବେଳେ ପ୍ରବସେୀଙ୍କ ଫେରନ୍ତା ପରେ ରେଡ଼ଜୋନରେ ପରିଣତ ହୋଇଥିଲା । ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ପିଏସଓ ଜାରି କରାଯିବା ସହ କଡ଼ାକଡ଼ି ଭାବେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଉଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁୂ ଡ଼ାକବାଜି ଯନ୍ତ୍ର ସହାୟତାରେ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି । କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱର ଜନସାଧାରଣ ଚିନ୍ତିତ । ଭାରତ ସମେତ ଏହାର ଅନେକ ରାଜ୍ୟରେ ଏହି ଭାଇରସ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି ।

ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳରେ ଏହାର ଭୟାବହତାକୁ ଦେଖି ଅଂଚଳବାସୀ ଭୟଭୀତ ଅଛନ୍ତି । ହିଂଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳରେ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କୁ ନେଇ ଅଂଚଳବାସୀ ଛାନିଆ ହେବାରେ ଲାଗିଛନ୍ତି । ହିଂଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ସହସ୍ରାଧିକ ବ୍ୟକ୍ତି ଦାଦନ ଖଟିବା ସକାଶେ କେରଳ, ତାମିଲନାଡ଼ୁ, ଗୁଜୁରାଟ ଓ ମହାରାଷ୍ଟ୍ର ରାଜ୍ୟକୁ ଯାଉଛନ୍ତି । ବର୍ଷକରେ ଥରେ ପ୍ରାୟତଃ ଚୈତ୍ର ମାସରେ ଦାଦନ ଖଟିବାକୁ ଯାଇଥିବା ବ୍ୟକ୍ତି ମାନେ ଗାଁ କୁ ଫେରିଥାନ୍ତି । କାହିଁକି ନା ଚୈତ୍ର ମାସରେ ଗଂଜାମ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଥାଏ । ମାନସିକ ଧାରୀ ଦଣ୍ଡଭୁକ୍ତା ମାନେ ଦଣ୍ଡଯାତ୍ରାରେ ନିଜକୁ ସାମିଲ କରିବା ସକାଶେ ଏହି ମାସରେ ରାଜ୍ୟ ବାହାରୁ ଗାଁ କୁ ଫେରିଥାନ୍ତି । ବର୍ତମାନ ସାରା ଦେଶ କରୋନାରେ ପ୍ରଭାବିତ । ଏହାର ଭୟରେ ମଧ୍ୟ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବ୍ୟକ୍ତି ଗାଁ ମୁହାଁ ହେବାରେ ଲାଗିଛନ୍ତି । ଅଧିକରୁ ଅଧିକ କେରଳ, ତାମିଲନାଡ଼ୁ ଓ ଗୁଜୁରାଟରେ କାମ କରୁଥିବାବେଳେ ବର୍ତମାନ ଘର ବାହୁଡ଼ା । ବର୍ତମାନ ଏହି ଭାଇରସ୍ ଅଧିକ କେରଳ ଓ ମହାରାଷ୍ଟ୍ରରୁ ମିଳୁଥିବା ବେଳେ ଏମାନଙ୍କ ଘର ବାହୁଡ଼ା ଦେଖି ସମସ୍ତେ ଛାନିଆ ହୋଇ ପଡ଼ିଛନ୍ତି । ଶୁକ୍ରବାର ଭୋରରୁ ସୁରତରୁ ଆସି ବ୍ରହ୍ମପୁରରେ ପଂହଚିବା ପରେ ପ୍ରାୟ ୩୦ରୁ ଅଧିକ ପ୍ରବାସୀ ୫ଟି ଯାତ୍ରୀବାହୀ ଅଟୋ ଯୋଗେ ନିଜ ଭିଟାମାଟିକୁ ଫେରୁଥିଲେ । ହିଞ୍ଜିଳିକାଟୁ ବିଜୁ ପଟ୍ଟନାୟକ ଛକରେ ଓହ୍ଲାଇ ରାସ୍ତା କଡ଼ରେ ବ୍ରସ କରିବା ସହ ଚାହା ଜଳଖିଆ କରିଥିଲେ । ଏହାକୁ ଦେଖି ଅଂଚଳବାସୀ ଭୟଭୀତ ହେବା ସହ କରୋନା ସଂକ୍ରମଣ ବାହାକ ଫେରି ଆସିଲେ ବୋଲି କିଛି ଲୋକେ ଟାହିଟାପରା କରିଥିଲେ । ଖବର ପାଇ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ ଓ ପୌର କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଘଟଣା ସ୍ଥଳରେ ପଂହଚି ପ୍ରବାସୀଙ୍କ ଠିକଣା ଓ କେଉଁ ଅଂଚଳରୁ ଆସିଲେ ପଚାରି ବୁଝିବା ସହ ନିଜ ନିଜ ଭିଟାମାଟିକୁ ଫେରିବା ବ୍ରବସ୍ଥା କରିଥିଲେ । ପରେ ସଂପୃକ୍ତ ଅଂଚଳକୁ ପୌର ପ୍ରଶାସନ ପକ୍ଷରୁ ସାନିଟାଇଜ କରାଯିବା ସହ ନିକଟସ୍ଥ ଅଂଚଳର ବ୍ୟବସାୟୀ ମାନଙ୍କୁ ସଚେତନ କରାଯାଇଥିଲା ।  ( ଋିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version