No Result
View All Result

ଓଡ଼ିଶା ତାଜା ନ୍ୟୁଜ (୧୬ ଅପ୍ରେଲ ଶୁକ୍ରବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଭିରୁଡ଼ା ଗ୍ରାମ ର ଅଧିଷ୍ଠାତ୍ରୀ ଦେବୀ ମା ରାମଚଣ୍ଡୀ ଙ୍କ ଯଜ୍ଞ ମଣ୍ଡପ ଉଦ୍ଘାଟିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା ରାମଚଣ୍ଡୀ ଙ୍କୁ ଦର୍ଶନ କରିବା ସହ ଯଜ୍ଞ ମଣ୍ଡପ ଉଦଘାଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ ,ପ୍ରମୁଖ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମ କୁ ଭିରୁଡ଼ା ଗ୍ରାମବାସୀ ସହଯୋଗ କରିଥିଲେ। (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result