• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହାଟ ଓ ବଜାରରେ ବିଏମ୍‌ସିର କଟକଣା, ସାମାଜିକ ଦୂରତା ଓ ମାସ୍କ ନିପିନ୍ଧିଲେ ଦୋକାନ୍‌ ହେବ ସିଲ୍‌

Proprietor Abhimanyu Maharana by Proprietor Abhimanyu Maharana
April 19, 2021
in ଓଡ଼ିଶା, କରୋନା, ଖୋର୍ଦ୍ଧା, ମହାନଗର, ହୋମ୍
0
ହାଟ ଓ ବଜାରରେ ବିଏମ୍‌ସିର କଟକଣା, ସାମାଜିକ ଦୂରତା ଓ ମାସ୍କ ନିପିନ୍ଧିଲେ ଦୋକାନ୍‌ ହେବ ସିଲ୍‌
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୯ ଏପ୍ରିଲ ସୋମବାର ) ଭୁବନେଶ୍ୱର :- ବଢୁଛି କରୋନା ସଂକ୍ରମଣ । ଯାହାକୁ ଦୃଷ୍ଟିରେ ରଖି କିଛି କଟକଣା ଜାରି କରିଛି ବିଏମ୍‌ସି । ସଂକ୍ରମଣ ରୋକିବାକୁ ପୂର୍ବବର୍ଷର ରଣକୌଶଳ ଆପଣାଇଛି ବିଏମ୍‌ସି । ଯଦି କେହି କଟକଣା ନମାନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଆଜିଠାରୁ ହାଟ ଓ ବଜାରରେ ବିକେନ୍ଦ୍ରୀକରଣ ଲାଗୁ ହେବ କଟକଣା । ଏହି ସବୁ ସ୍ଥାନରେ ମାନିବାକୁ ପଡିବ ସମାଜିକ ଦୂରତା । ମୁହଁରେ ମାସ୍କ ନଥିଲେ ସିଲ୍‌ ହେବ ଦୋକାନ । ଖାସ୍‌ କରି ଡୁମୁଡୁମା, ପଟିଆ, ଡମଣା, ୟୁନିଟ-୪, ୟୁନିଟ -୧, ୟୁନିଟ-୨ ସମେତ ବିଭିନ୍ନ ସ୍ଥାନରେ ଥିବା ମାର୍କେଟରେ କଡାକଡି କରାଯିବ କଟକଣା । ସମସ୍ତ ଜୋନାଲ ଡେପୁଟି କମିଶନରଙ୍କୁ ନିର୍ଦେଶ ଦେଲେ ବିଏମସି କମିଶନର ।

ସେହିପରି ଆଜିଠାରୁ ନୀଳାଚଳ ଓ ହାଇଟେକ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଥିବା ବେଳେ ବ୍ଲୁ ହ୍ୱିଲ୍‌ କୋଭିଡ଼ ହସ୍ପିଟାଲ ମଙ୍ଗଳବାର ଠାରୁ କାର୍ଯ୍ୟକ୍ଷମ ହେବ । ଏହାପରେ ଖୁବଶୀଘ୍ର ସ୍ପର୍ଶ ଓ କିମ୍‌ସ କୋଭିଡ଼ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ । କିମ୍‌ସ କୋଭିଡ଼ ହସ୍ପିଟାଲରେ ପ୍ରସ୍ତୁତ ହେବ ୫ଶହ ଶଯ୍ୟା ବିଶିଷ୍ଟ କୋଭିଡ଼ ହସ୍ପିଟାଲ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version