• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୁଦ୍ଧି ଶିଖାଇଲେ ୧୫ ଟି ୱାର୍ଡ଼ମେମ୍ବର , ଅନାସ୍ଥାରେ ହାରିଲେ – ସୈାମ୍ୟ ରଞ୍ଜନ

Proprietor Abhimanyu Maharana by Proprietor Abhimanyu Maharana
April 20, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବୁଦ୍ଧି ଶିଖାଇଲେ ୧୫ ଟି ୱାର୍ଡ଼ମେମ୍ବର , ଅନାସ୍ଥାରେ ହାରିଲେ – ସୈାମ୍ୟ ରଞ୍ଜନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୦ ଏପ୍ରିଲ , ମଙ୍ଗଳବାର ) ନୟାଗଡ଼ :- ଆଜି ଅନାସ୍ଥା ପ୍ରସ୍ତାବ ଉପରେ ଗ୍ରାମ ପଞ୍ଚାୟତ ଆଇନ ୧୯୬୪ର ଧାରା ୨୪ ଅନୁସାରେ ବୈଠକ ବସିବା ସହିତ ଭୋଟିଂ ହୋଇଥିଲା । ଶେଷରେ ପଂଚାୟତ ବାସୀଙ୍କର ଜୟ ହେଲା । ନୟାଗଡ଼ ଜିଲ୍ଲା ସଦରବ୍ଲକ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୈାମ୍ୟ ରଞ୍ଜନ ପ୍ରଧାନ ଆଜି ଅନାସ୍ଥା ପ୍ରସ୍ତାବରେ ହାରିଛନ୍ତି । ପଂଚାୟତ ରେ ମୋଟ ୧୫ ଟି ୱାର୍ଡ଼ ଥିବାବେଳେ ଅନାସ୍ଥା ରେ ୧୫ ଜଣ ୱାର୍ଡ଼ ସଭ୍ୟ ତାଙ୍କ ବିରୁଦ୍ଧରେ ଭୋଟ ଦେଇଥିଲେ ।

ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ବିରୋଧରେ ପଞ୍ଚାୟତର ଏକ ତୃତୀୟାଂଶରୁ ଅଧିକ ସଭ୍ୟ ଓ ସଭ୍ୟା ଅନାସ୍ଥା ପ୍ରସ୍ତାବ ଦେଇଥିଲେ । ଅନାସ୍ଥା ପ୍ରସ୍ତାବ ନେଇ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ଏକ ତୃତୀୟାଂଶରୁ ଅଧିକ ସଭ୍ୟ ଓ ସଭ୍ୟାଙ୍କ ସ୍ବାକ୍ଷରିତ ବରଦି ପତ୍ର ନୟାଗଡ଼ ଉପଜିଲ୍ଲାପାଳଙ୍କ ହସ୍ତଗତ କରାଯାଇଥିଲା । ଆଜି ଅନାସ୍ଥା ପ୍ରସ୍ତାବ ଉପରେ ଗ୍ରାମ ପଞ୍ଚାୟତ ଆଇନ ୧୯୬୪ର ଧାରା ୨୪ ଅନୁସାରେ ବୈଠକ ବସିବା ସହିତ ଭୋଟିଂ ହୋଇଥିଲା ।

ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅଫିସରେ ଏହି ବୈଠକ ଓ ଭୋଟିଂ ହୋଇଥିଲା । ୪ ବର୍ଷ ହେବ ୱାର୍ଡ଼ ସଭ୍ୟଙ୍କୁ ଅତିଷ୍ଠ କରି ରଖିଥିବା ସରପଞ୍ଚଙ୍କୁ ୱାର୍ଡ଼ ସଭ୍ୟମାନେ ଆଜି ବୁଦ୍ଧି ଶିଖାଇଛନ୍ତି । ସବୁକୁ ଏକା ଏକା ଖାଇ ଚାଲିଥିବା ସରପଞ୍ଚଙ୍କୁ ଅସଲ ମୁଖା ଖୋଲି ସାରିଥିବା ବେଳେ ଶେଷରେ ଆଜି ପଦରୁ ବିଦା ହୋଇଛନ୍ତି । ଦୀର୍ଘଦିନ ଧରି ସାଧୁତାର ଖୋଳାପା ପିନ୍ଧା ଏହି ସରପଞ୍ଚ ପଞ୍ଚାୟତରେ ରାସନଠାରୁ ଆରମ୍ଭ କରି ଉନ୍ନୟନ ପର୍ଯ୍ୟନ୍ତ ଅନେକ କାମରେ ଅନିୟମିତତା କରିଥିବା ଜଣାଯାଇଛି ।

ବର୍ଷ ବର୍ଷ ଧରି ପଞ୍ଚାୟତରେ କାମ କରୁଥିବା ପାନୀୟ ଜଳ ଯୋଗାଣ କର୍ମଚାରୀ ଦରମା ପାଇବାରେ ମଧ୍ୟ ସେ ବାଧକ ସାଜିଥିବା ଜଣାଯାଇଛି । ଯାହାର ବହୁ ମୁଲ୍ୟ ଆଜି ତାଙ୍କୁ ଦେବାକୁ ପଡିଛି । ବିଗତ ଦିନରେ ସରପଞ୍ଚ ଙ୍କ କାରଜ୍ୟକଳାପ ରେ ଗ୍ରାମବାସୀ ଅତିଷ୍ଠ ହୋଇପଡିଥିଲେ । (ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

August 8, 2026
ଟାଙ୍ଗିସାହି ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ

ଟାଙ୍ଗିସାହି ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ

August 8, 2026
ଓଡ଼ିଶାରେ ୧.୬ କୋଟି ମହିଳା ଓ ଶିଶୁଙ୍କୁ କୃମିନାଶକ ଔଷଧ ପ୍ରଦାନ କରାଯିବ ୧୦ ଅଗଷ୍ଟରେ ପ୍ରଥମ ପର୍ଯ୍ୟାୟ କୃମିନାଶକ ଏବଂ ଭିଟାମିନ୍ – ଏ ଅଭିଯାନ

1.6 Crore women and children to get deworming dose in Odisha

August 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version