• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଏମକେସିଜି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଉଦ୍ୟମ ଓ ସମ୍ପାଦକଙ୍କ କଳାକାରନାମା ପଦାରେ ପଡ଼ିଲା

Proprietor Abhimanyu Maharana by Proprietor Abhimanyu Maharana
April 20, 2021
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଏମକେସିଜି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଉଦ୍ୟମ ଓ ସମ୍ପାଦକଙ୍କ କଳାକାରନାମା ପଦାରେ ପଡ଼ିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୦ ଏପ୍ରିଲ , ମଙ୍ଗଳବାର ) ପାରଳାଖେମୁଣ୍ଡି :-  ସ୍ଥାନୀୟ ଜନସାଧାରଣଙ୍କ ଉଦ୍ୟମରେ ୧୯୯୩ ମସିହାରେ  ମୋହନା ଠାରେ ପ୍ରତିଷ୍ଠିତ ଗଜପତି ଜିଲ୍ଲାର ଏକମାତ୍ର ଦିବ୍ୟାଙ୍ଗ ବିଦ୍ୟାଳୟ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୀର୍ଘ ବର୍ଷ ଧରି  କାର୍ଯ୍ୟରତ ଥିବା ୧୦ ଜଣ କର୍ମଚାରୀଙ୍କୁ କରୋନା ସମୟରେ ପ୍ରାୟ ଦୁଇ ବର୍ଷର ପାଉଣା ନ ଦେଇ ବିଦ୍ୟାଳୟର ସମ୍ପାଦକ ଦଣ୍ଡାସି ସାହୁ ଅନ୍ୟାୟ ଓ ସ୍ଵେଚ୍ଛାଚାରୀ ଭାବେ କାର୍ଯ୍ୟରୁ ବହିଷ୍କୃତ କରିଥିବାରୁ ଉକ୍ତ କର୍ମଚାରୀମାନେ ସମସ୍ୟାକୁ ସମାଧାନ କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ସୁବାସ ମଣ୍ଡଳଙ୍କ ଦ୍ଵାରସ୍ଥ ହୋଇଥିଲେ । ବହିଷ୍କୃତ କର୍ମଚାରୀଙ୍କ ଫେରାଦ ଅନୁସାରେ ଶ୍ରମ ଅଧିକାରୀ ସଂପାଦକଙ୍କୁ ଦୁଇଟି ଚିଠି କରିଥିଲେ । ଏହା ସତ୍ତ୍ଵେ ସଂପାଦକ ସାହୁ ଶ୍ରମ ଅଧିକାରୀଙ୍କ ଚିଠିକୁ ହେୟ ମନେକରି କାର୍ଯ୍ୟାଳୟରେ ଉପସ୍ଥିତ ହୋଇ ନଥିଲେ ।

ଯାହାଫଳରେ ଶ୍ରମ ଅଧିକାରୀ ବାଧ୍ଯ ହୋଇ ସଂପାଦକଙ୍କୁ ତୃତୀୟ ଚିଠି ପ୍ରେରଣ କରିଥିଲେ । ଚିଠି ଅନୁସାରେ ୧୯ /୦୪/୨୦୨୧ ଦିବା ୧୧ ଘଣ୍ଟ ସମୟରେ ସଂପାଦକ ଓ ବହିଷ୍କୃତ କର୍ମଚାରୀ ମାନେ ଶ୍ରମ ଅଧିକାରୀଙ୍କ ନିକଟରେ ଉପସ୍ଥିତ ହୋଇଥିଲେ ଅଧିକାରୀ ଶ୍ରୀ ମଣ୍ଡଳ ଉଭୟ ପକ୍ଷଙ୍କୁ ତଦନ୍ତଭୁକ୍ତ କରି ଜାଣିବାକୁ ପାଇଥିଲେ ଦୀର୍ଘ ମାସ ଧରି କର୍ମଚାରୀମାନେ ବକେୟା ପାଉଣା ପାଇ ନ ଥିବା ଅଭିଯୋଗ ସତ୍ୟ ଅଟେ । ସମ୍ପାଦକ ସାଥିରେ ଆଣିଥିବା ଉପସ୍ଥାନ ବହି/କିଛି କମିଟିବୁନ୍ଦଙ୍କ ନକଲି ଦସ୍ତଖତ ସମ୍ବଳୀତ ଚିଠି ଓ ଆକ୍ୟୁଟେନସ୍‌ ଖାତାକୁ ଶ୍ରମ ଅଧିକାରୀ ଯାଞ୍ଚ କରି ସେଥିରେ କର୍ମଚାରୀ ଓ  କମିଟି ସଭ୍ୟଙ୍କ ନକଲି ଦସ୍ତଖତ କରାଯାଇଥିବାର ପ୍ରମାଣ ପାଇଥିଲେ । ଯାହାଫଳରେ ଘଟଣାର ସତ୍ୟତା ପ୍ରକାଶିତ ହୋଇଥିବାରୁ ସମ୍ପାଦକ ସାହୁ ଲଜ୍ଜିତ ଅନୁଭବ କରି ଦେହ ଅସୁସ୍ଥ ହୋଇଥିବାର ବାହାନା ଦେଖାଇ କାର୍ଯ୍ୟାଳୟରୁ ଉଠି ଚାଲିଯାଇଥିଲେ । ଏଭଳି ପରିସ୍ଥିତିରେ ସମସ୍ୟା ସମାଧାନର ରାସ୍ତା ବାହାରିପାରି ନ ଥିବାରୁ  କର୍ମଚାରୀମାନେ ଅସନ୍ତୋଷ ବ୍ୟକ୍ତ କରିଥଲେ l  ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version