• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚୈତ୍ର ୪ର୍ଥ ମଙ୍ଗଳବାର : ପ୍ରଶାସନର କଟକଣାକୁ ଅବମାନନା

Proprietor Abhimanyu Maharana by Proprietor Abhimanyu Maharana
April 21, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଚୈତ୍ର ୪ର୍ଥ ମଙ୍ଗଳବାର : ପ୍ରଶାସନର କଟକଣାକୁ ଅବମାନନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୦ ଏପ୍ରିଲ , ମଙ୍ଗଳବାର ) ହିଞ୍ଜିଳିକାଟୁ :- ମହାମାରୀ କରେନା ଭୁତାଣୁ ସଂକ୍ରମଣର ଦ୍ୱିତୀୟ ଲହରୀ ଖୁବ୍ କ୍ଷିପ୍ର ଗତିରେ ବୃଦ୍ଧି ପାଉଥିବା ବେଳେ ଏହାକୁ ପ୍ରତିହିତ କରିବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯିବା ସହ ଜନ ସଚେତନତା ସୃଷ୍ଟି କରାଯାଉଛି । ତଥାପି କିଛି ଅମାନିଆଙ୍କ ପାଇଁ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଚୈତ୍ର ୪ର୍ଥ ପାଳି ମଙ୍ଗଳବାର ଯାତ୍ରା ବନ୍ଦ କରାଯିବା ସହ କେବଳ ନିତିକାନ୍ତି ମଧ୍ୟରେ ମନ୍ଦିର ଗୁଡ଼ିକରେ ପୂଜାର୍ଚ୍ଚନା କରିବା ପାଇଁ ଅନୁମତି ପ୍ରଦାନ କରାଯାଇଥିଲା । ପ୍ରଶାସନର କଟକଣାକୁ ଅବମାନନା କରି ହିଞ୍ଜିଳିକାଟୁ ବ୍ଳକ ବୁରୁପୋଡ଼ା ପଂଚାୟତ ସ୍ଥିତ ମା’ ଶ୍ୟାମଳାଇ ପୀଠ ଓ ଖରିଡ଼ା ପଂଚାୟତ ସ୍ଥିତ ମା’ କରେଇଶୁଣୀ ପୀଠରେ ଚୈତ୍ର ୪ର୍ଥ ପାଳି ମଙ୍ଗଳବାର ଯାତ୍ରାରେ ଜିଲ୍ଲା ପ୍ରଶାସନର କଟକଣାକୁ ଅବମାନନା କରାଯାଉଥିବାର ଦେଖିବାକୁ ମିଳିଥିଲା । ଚୈତ୍ର ମାସ ଚତୁର୍ଥ ପାଳି ମଙ୍ଗଳବାର ଉପଲକ୍ଷେ ହିଞ୍ଜିଳିକାଟୁ ବ୍ଳକ ନୂଆଁ ବୁରୁପଡ଼ା ନିକଟସ୍ଥ ଶକ୍ତିପୀଠ ମା ଶ୍ୟାମଳାଇ ପୀଠରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି ।

ମଙ୍ଗଳବାର ଭୋରରୁ ମା’ଙ୍କ ମାର୍ଜଣା, ମଙ୍ଗଳଆଳତୀ, ସୂର୍ଯ୍ୟପୂଜା, ମଇଲମ ଓ ସମସ୍ତ ଦେବୀନୀତି ସମାପନ ପରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ମନ୍ଦିର ଦ୍ୱାର ଖୋଲା ଯାଇଥିଲା । ବହୁ ଦୁର ଦୂରାନ୍ତରରୁ ଭକ୍ତ ମାନେ ଆସି ମନ୍ଦିର ପରିସରରେ ଭିଡ଼ ଜମାଇଥିଲେ । ମହାମାରୀ କରୋନା ଭୁତାରୁ ସଂକ୍ରମଣର ଦ୍ୱିତୀୟ ଲହରୀ ଆତଙ୍କ ସୃଷ୍ଟି କରୁଥିବା ବେଳେ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ନୁତନ ଏସଓପି ଜାରି କରାଯାଇଛି । ମଙ୍ଗଳବାର ସ୍ଥାନୀୟ ଅଂଚଳରେ ଜିଲ୍ଲା ପ୍ରଶାସନର କଟକଣାକୁ ବହୁ ଶ୍ରଦ୍ଧାଳୁ ଅମାନ୍ୟ କରିଥିବାର ଦେଖିବାକୁ ମିଳିଥିଲା । ଦୂରଦୁରାନ୍ତରରୁ ଭକ୍ତ ମାନେ ମାନସିକ ଧାରୀ ମାନେ ନିଜ ନିଜ ଶିଶୁ ମାନଙ୍କୁ ମୁଣ୍ଡନ କରାଉଥିବାର ଦେଖିବାକୁ ମିଳିଥିଲା । ଏପରିକି ମନ୍ଦିର ପରିସରରେ ଭକ୍ତ ମାନଙ୍କ ଭିଡ଼ ପରିଲିକ୍ଷିତ ହୋଇଥିଲା । ଖବର ପାଇ ବୁରୁପୋଡ଼ା ରାଜସ୍ୱ ନିରୀକ୍ଷକ ସୁଧାଂଶୁ ଶେଖର ପାଣିଗ୍ରାହୀ ମନ୍ଦିର ପରିସରରେ ପଂହଚି ମନ୍ଦିର ପରିସରରୁ ଭକ୍ତ ମାନଙ୍କୁ ହଟାଇବା ସହ ମନ୍ଦିର ମୁୁଖ୍ୟ ଦ୍ୱାରରେ ତାଲା ପକାଇଥିବା ଦେଖିବାକୁ ମିଳିଥିଲା ।  ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version