• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମଦ୍ୟପଙ୍କ ଠେଙ୍ଗା ମାଡ଼ରେ ଦମ୍ପତି ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
April 21, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ମଦ୍ୟପଙ୍କ ଠେଙ୍ଗା ମାଡ଼ରେ ଦମ୍ପତି ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୦ ଏପ୍ରିଲ , ମଙ୍ଗଳବାର ) ହିଞ୍ଜିଳିକାଟୁ :- ହିଞ୍ଜିଳି ଥାନା କଂଚୁରୁ ଗ୍ରାମରେ ଏକ ଅଭାବନୀୟ ଘଟଣଶ ଘଟିଛି । ମଦ ନିଶାରେ ଚୂର ହୋଇ ଜୈନିକ ମଦ୍ୟପର ଠେଙ୍ଗା ମାଡ଼ରେ ସ୍ୱାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହେଲେ ଗୋବିନ୍ଦ ସେଠି (୫୮) ଓ ତାଙ୍କ ସ୍ତ୍ରୀ ପାର୍ବତି ସେଠି (୫୦) । ଏ ନେଇ ହିଞ୍ଜିଳି ଥାନାରେ ୧୭୯/୨୧ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି । ପ୍ରକାଶ ଯେ, ସୋମବାର ସକାଳେ ହିଞ୍ଜିଳି ଥାନା କଂଚୁରୁ ଗ୍ରାମର ମହିଳା ଜଣକ ଘର ବାରଣ୍ଡାରେ ଠିଆ ହୋଇଥିବା ବେଳେ ସେହି ଗ୍ରାମର ବସନ୍ତ ନାୟକ ମଦ୍ୟପାନ କରି ମହିଳାଙ୍କୁ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଥିଲା । ମହିଳା ଜଣକ ପ୍ରତିବାଦ କରିବାରୁ ଯୁବକ ଜଣକ ଉତ୍ୟକ୍ତ ହୋଇ ଧରିଥିବା ଏକ ଠେଙ୍ଗା ସାହାର୍ଯ୍ୟରେ ମହିଳାଙ୍କୁ ଆକ୍ରମଣ କରିଥିଲେ । ମହିଳା ଜଣକଙ୍କ ଚିତ୍କାର ଶୁଣି ଘରେ ଥିବା ମହିଳାଙ୍କ ସ୍ୱାମୀ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲା । ଆକ୍ରମଣରେ ସ୍ୱାମୀ-ସ୍ତ୍ରୀ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ସକାଶେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଥିଲେ । ଘଟଣା ନେଇ ଗୋବିନ୍ଦ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ ।

ଘଟଣା ପରେ ଆକ୍ରମଣକାରୀ ଯୁବକ ଫେରାର ହୋଇ ଯାଇଥିଲେ । ପିକ୍‌ଅପ ଭ୍ୟାନ୍ ସହ ବାଇକ ମୁହାଁମୁହିଁ : ଜଣେ ମୃତ, ୨ ଗୁରୁତର ହିଞ୍ଜିଳିକାଟୁ, ୨୦ା୪ (ଓଡ଼ିଶା ତାଜା ନ୍ୟୁଜ, ଶୁସାନ୍ତ ପ୍ରଧାନ): ମଙ୍ଗଳବାର ଅପରାହ୍ନରେ ହିଞ୍ଜିଳି ଥାନା ନିମିଗାଁ ଛକ ନିକଟରେ ଏକ ପିକଅପ୍ ଭ୍ୟାନ ସହ ମୋଟର ସାଇକେଲର ମୁହାଁମୁହିଁ ଧକ୍କା ଘଟିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ମୃତକ ଜଣକ ହିଞ୍ଜିଳି ଥାନା ରାଳବ ଗ୍ରାମର ଶିବରାମ ପାଣ୍ଡି (୧୭) ଓ ଆହତ ମାନେ ସେହି ଗ୍ରାମର ମନୋଜ କୁମାର ପ୍ରଧାନ (୨୦) ଓ ଜିତୁ ପୃଷ୍ଟି (୨୩) । ପ୍ରକାଶ ଯେ, ରାଳବ ଗ୍ରାମର ୩ ବନ୍ଧୁ କୌଣସି କାମରେ ବାଇକ ଯୋଗେ ନିମିଗାଁ ଅଭିମୂଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ୍ ଭ୍ୟାନ ସହ ମୁହାଁମୁହିଁ ଧକ୍କା ଘଟିଥିଲା । ଦୂର୍ଘଟଣାରେ ୩ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଗ୍ରାମବାସୀ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ସକାଶେ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତି କରିଥିଲେ । ସେଠାରେ ଶିବରାମଙ୍କୁ, ଡ଼ାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ୨ଜଣ ଗୁରୁତର ଆହତ ଖବର ଲେଖା ହେବା ସୁଦ୍ଧା ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଦୂର୍ଘଟଣା ପରେ ଭ୍ୟାନ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯିବାରେ ସକ୍ଷମ ହୋଇଛି । ଖବର ଲେଖା ହେବା ସୁଦ୍ଧା ଏ ନେଇ ହିଞ୍ଜିଳି ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।    ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version