• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ କଟକଣାକୁ ଅବମାନନା : ପରିବା ଦୋକାନ ସିଲ୍

Proprietor Abhimanyu Maharana by Proprietor Abhimanyu Maharana
April 21, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
କୋଭିଡ କଟକଣାକୁ ଅବମାନନା : ପରିବା ଦୋକାନ ସିଲ୍
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଅପ୍ରେଲ ବୁଧବାର ) ହିଞ୍ଜିଳିକାଟୁ :- ଗତ କିଛି ଦିନ ହେଲା କରୋନାର ଦ୍ୱିତୀୟ ଲହରୀ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବିଦେଶରୁ ଆସି ପୂର୍ବ ଭାଇରସ ଠାରୁ ଅଧିକ ଶକ୍ତିଶାଳୀ ଏବଂ ମାରାତ୍ମକ ଭାଇରସ ଆମ ଦେଶରେ ପ୍ରବେଶ କରିସାରିଛି । ମହାରାଷ୍ଟ୍ର, ପଞ୍ଜାବ, କେରଳରେ ଏହି ଭାଇରସ ତାହାର ପ୍ରଭାବ ଦେଖାଇବା ପରେ ଦେଶର ପ୍ରାୟ ସମସ୍ତ ରାଜ୍ୟ ନିଜ ନିଜ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ଼ ଗାଇଡ଼ ଲାଇନ ପ୍ରସ୍ତୁତ କରି ଏହାକୁ କଡ଼ାକଡ଼ି ଭାବେ ପାଳନ କରୁଥିବାର ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାର ବହୁ ପ୍ରବାସୀ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବାରୁ କରୋନାର ଦ୍ୱିତୀୟ ଲହରୀ ଗଞ୍ଜାମ ଜିଲ୍ଲା ସକାଶେ ବାଧକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯିବା ସହ କଡ଼ାକଡ଼ି ଭାବେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଉଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁୂ ଡ଼ାକବାଜି ଯନ୍ତ୍ର ସହାୟତାରେ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି । ତଥାପି କିଛି ଅମାନିଆଙ୍କ ଯୋଗୁଁ ସ୍ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।

ମଙ୍ଗଳବାର ଗଞ୍ଜାମ ଜିଲ୍ଲାରେ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ହିଞ୍ଜିଳିକାଟୁ ବ୍ଳକ ଓ ପୌରାଞ୍ଚଳରେ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭିନ୍ନ ଭିନ୍ନ ଉପାୟରେ ସଚେତନ କରିବା ସହିତ କେତେବେଳେ ଆକ୍ସନ ମୁଡ୍ ତ କେତେବେଳେ ହାତଯୋଡି ନେହୁରା ହେଉଛନ୍ତି । ତଥାପି କିଛି ଅମାନିଆ ନିଜ ଜିଦରେ ଅଟଳ ରହିବା ସହିତ ପ୍ରଶାସନର କୋଭିଡ କଟକଣାକୁ ଉଲଘଂନ କରୁଥିବା ଦେଖିବାକୁ ମିଳିଛି । ବୁଧବାର ସକାଳେ ହିଞ୍ଜିଳି ପୁଲିସ ଓ ପୈାର ପ୍ରଶାସନର ମିଳିତ ସହଯୋଗରେ ଏନଫୋର୍ସମେଣ୍ଟ ଟିମ୍ ସହର ପରିକ୍ରମା କରିବା ସହ ଜନ ସଚେତନତା ସୃଷ୍ଟି କରିଥିଲା । ସ୍ଥାନୀୟ ପୌରାଞ୍ଚଳ ପରିବା ବଜାର ଏକ ପରିବା ଦୋକାନୀ କୋଭିଡ କଟକଣାକୁ ଉଲଘଂନ କରୁଥିବାରୁ ସଂପୃକ୍ତ ଦୋକାନକୁ ସିଲ୍ କରାଯାଇଛି । ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ତତ୍ବାବଧାନରେ ପୈାରୁ କନିଷ୍ଠ ଯନ୍ତ୍ରୀ ଦିଲ୍ଲିପ କୁମାର ମିଶ୍ର, ମାନସ ରଞ୍ଜନ ଦାଶ, ଏ ମୋହନ ରାଓ ଆଚାରୀ, ବିବେକାନନ୍ଦ ମହାପାତ୍ର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।    ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version