• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋତେ ପାରୁଛ ଯେତେ ଗାଳି ଦିଅ , ପିଲାଙ୍କ ଭବିଷ୍ୟତ ସୁଧାରି ଦିଅ : ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
February 27, 2020
in Uncategorized, ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମୋତେ ପାରୁଛ ଯେତେ ଗାଳି ଦିଅ ,  ପିଲାଙ୍କ ଭବିଷ୍ୟତ ସୁଧାରି ଦିଅ : ଅରୁଣ
Share on FacebookShare on TwitterWhatsapp

ଯୁଗେ ଯୁଗେ ଗୁରୁମାନେ ହେଉଛନ୍ତି ଆଦର୍ଶ । ସେମାନେହିଁ ଛାତ୍ରଛାତ୍ରୀଙ୍କ ପାଇଁ ମାର୍ଗଦର୍ଶକ । କାରଣ ଶିକ୍ଷକତା ହେଉଛି ଏକ ମହତ ବୃତ୍ତି । ଶିକ୍ଷାକତାକୁ ବୃତ୍ତି ଭାବେ ଗ୍ରହଣ କରିଥିବା ଗୁରୁମାନେ ନିଜ ବୃତ୍ତିର ମହାନତାକୁ ହ୍ରୁଦବୋଧ କରିବା ଉଚିତ । ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ ସାହୁ କହିଛନ୍ତି ।

କେନ୍ଦ୍ରାପଡା (ଓଡିଶା ତାଜା ନ୍ୟୁଜ୍ ) କେନ୍ଦ୍ରାପଡା 27.2.2020 :- କେନ୍ଦ୍ରାପଡା ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ ସାହୁ । ଭବିଷ୍ୟତ ପିଢ଼ି ଗଢ଼ିବାର ଦାୟିତ୍ୱ ଶିକ୍ଷକମାନଙ୍କ ହାତରେ ରହିଛି । ତେଣୁ ସେମାନେ ନିଜର ବୃତ୍ତି ସହିତ ଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି । କଲେଜଗୁଡ଼ିକରେ ଶିକ୍ଷକମାନେ ସାତଘଣ୍ଟା ଉପସ୍ଥିତ ରହିବା ପାଇଁ ସରକାର ଯେଉଁ ନିୟମ କରିଛନ୍ତି ସେଥିପାଇଁ ଏବେ ଅନେକ ସ୍ଥାନରେ ମନ୍ତ୍ରୀଙ୍କୁ ଗାଳି କରୁଛନ୍ତି ।

ଯେତେ ଗାଳି କଲେ ବି ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଶିକ୍ଷକମାନେ କଲେଜରେ ସାତ ଘଣ୍ଟା ଉପସ୍ଥିତ ରହିବାକୁ ସେ କହିଛନ୍ତି । କେନ୍ଦ୍ରାପଡ଼ା କଲେଜର ବିକାଶ କ୍ଷେତ୍ରରେ ଅର୍ଥର ଅଭାବ ରହିବ ନାହିଁ ଓ ଭିତ୍ତିଭୂମି ବିକାଶ ଲାଗି ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ଡ. ସାହୁ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା, କଲେଜର ଅଧ୍ୟକ୍ଷ, ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version