• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅମାନିଆଙ୍କୁ ସାବାଡ଼ କରିବାକୁ ଆଜିଠୁ ଆରମ୍ଭ ହେଲା ଜିରୋ ଟଲରାନସ୍‌ କୋଭିଡ଼ କଟକଣା ଅବମାନନା : ୨ ଦୋକାନ ସିଲ୍‌

Proprietor Abhimanyu Maharana by Proprietor Abhimanyu Maharana
April 24, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଅମାନିଆଙ୍କୁ ସାବାଡ଼ କରିବାକୁ ଆଜିଠୁ ଆରମ୍ଭ ହେଲା ଜିରୋ ଟଲରାନସ୍‌ କୋଭିଡ଼ କଟକଣା ଅବମାନନା : ୨ ଦୋକାନ ସିଲ୍‌
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୩ ଏପ୍ରିଲ , ଶୁକ୍ରବାର ) ହିଞ୍ଜିଳିକାଟୁ :- ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସହରରେ ଅମାନିଆଙ୍କୁ ସାବାଡ଼ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଶୁକ୍ରବାର ଠାରୁ ଜିରୋ ଟଲରେନସ୍‌ ଆରମ୍ଭ କରାଯାଇଛି । ସ୍‌ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆଶାତୀତ ଭାବେ ବୃଦ୍ଧି ପାଉଥିବାରୁ ସ୍ଥାନୀୟ ଅଂଚଳର ଅମାନିଆଙ୍କୁ ସାବାଡ଼ କରିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରଶାସନ ନିଜର ଆଭାମୁଖ୍ୟ କଡ଼ା କରିବା ସହିତ ସାମାଜିକ ଦୂରତ୍ୱ ରକ୍ଷା କରୁନଥିବା, ମାସ୍କ ବ୍ୟବହାର ନକରି ବାହାରେ ବୁଲାବୁଲି କରୁଥିବା ଏବଂ ବିନା କାରଣରେ ବାଇକ ନେଇ ଘୁରି ବୁଲୁଥିବା ଲୋକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ଥାନୀୟ ସହର ବୁଲି ଲୋକଙ୍କୁ କୋଭାଡ଼ କଟକଣାକୁ ପାଳନ କରିବା ପାଇଁ ସଚେତନ କରିବା ସହ ପରାମର୍ଶ ଦେଇଥିଲେ ।

ପରେ ଡ଼ାକବାଜି ଯନ୍ତ୍ର ସହାୟତାରେ ଲୋକଙ୍କୁ ସଚେତନ କରାଯାଇଥିଲା । ଓଡ଼ିଶାରେ କରୋନା ଭୁତାଣୁର କ୍ରମବଦ୍ଧିଷ୍ଣୁ ସଂକ୍ରମଣ ଏବଂ ସ୍ଥାନୀୟ ଅଂଚଳବାସୀଙ୍କୁ ଏଥିରୁ ସୁରକ୍ଷା ଦେବା ପାଇଁ ସ୍ଥାନୀୟ ପୌର, ପୁଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ସଚେତନ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହ ପ୍ରଶାସନିକ ସ୍ତରରେ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି । ତଥାପି ପନିପରିବା, ରାସନ, ଚାହା ଓ ପାନ ଦୋକାନ ଗୁଡ଼ିକରେ ଗ୍ରାହକ ମାନେ ଜିନିଷ କିଣିବା ବେଳେ ଜନସାଧାରଣ ଏହାକୁ ଗୁରୁତ୍ୱର ସହିତ ଗ୍ରହଣ କରୁନଥିବା ପରିଲିକ୍ଷିତ ହେଉଛି । ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପୌର ପ୍ରଶଶସନ ଓ ପୁଲିସ ପ୍ରଶାସନ ଏଦିଗରେ ଅଧିକ କଠୋର ପଦକ୍ଷେପ ଗ୍ରହଣ କରିଥିବାର ଦେଖିବାକୁ ମିଳିଛି । ଗୁରୁବାର ସନ୍ଧ୍ୟାରେ ପୁଲିସ ଓ ପୌର ପ୍ରଶାସନର ମିଳିତ ଏନଫୋର୍ସମେଂଟ ଟିମ ସ୍ଥାନୀୟ ସହର ପରିଦର୍ଶନ କରୁଥିବା ବେଳେ ସ୍ଥାନୀୟ ପୌରାଂଚଳ ବିଜୁୁ ପଟ୍ଟନାୟକ ଛକ ନିକଟସ୍ଥ ଏକ ମିଠା ଦୋକାନ ଓ ଏକ ଲେଡ଼ିସ୍ କର୍ଣ୍ଣର କୋଭିଡ଼ କଟକଣା ଅବମାନନା କରୁଥିବାରୁ ସଂପୃକ୍ତ ୨ ଦୋକାନକୁ ସିଲ୍ କରାଯାଇଛି । ପରିବା କିମ୍ବା ରାସନ କିଣିବା ବେଳେ ଏକ ମିଟର ସାମାଜିକ ଦୂରତା ମାନିବା ବାଧ୍ୟତାମୂଳକ କରାଯାଇଛି ।

ସମସ୍ତେ ମାସ୍କ ପିନ୍ଧିବା ଜରୁରୀ, ସମସ୍ତ ଦୋକାନୀ ଗ୍ରାହକଙ୍କୁ ସାମାଜିକ ଦୁରତା ମାନିବା ପ୍ରତି ଧ୍ୟାନ ଦେବେ । ନଚେତ ସଂପୃକ୍ତ ବ୍ୟବସାୟିକ ପ୍ରତିଷ୍ଠାନକୁ ପ୍ରଶାସନ ପକ୍ଷରୁ ସିଲ କରାଯିବା ସହ ଥାନାରେ ମାମଲା ରୁଜୁ କରାଯିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସାମାଜିକ ଦୂରତ୍ୱ ରଖିବାରେ ବିଫଳ ହେଉଥିବା ଗ୍ରାହକଙ୍କୁ ସାମଗ୍ରୀ କ୍ରୟର ସୁଯୋଗ ନଦେବା ସହିତ ଦୋକାନୀଙ୍କ ବ୍ୟବସାୟକୁ ମଧ୍ୟ ସାମୟିତ ଭାବେ ବନ୍ଦ କରାଯିବ ବୋଲି ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଛି । ଆବଶ୍ୟକ ସ୍ଥଳେ କ୍ରେତା ଓ ବିକ୍ରେତା ଉଭୟଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲାକୁ ନାଇଟକର୍ଫ୍ୟୁ ସ୍ଥିତିରୁ ଲକଡ଼ାଉନ, ସଟଡ଼ାଉନ ସ୍ଥିତିକୁ ଆଣିବାକୁ ଦିଅନ୍ତୁ ନାହିଁ ।ଏବଂ ଅଯଥା ଗୁଜବରୁ ଦୂରେଇ ରୁହନ୍ତୁ । ନିଜେ ଓ ନିଜ ପରିବାରର ଏବଂ ନିଜ ଅଂଚଳର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ବୋଲି ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, ବିଡ଼ିଓ ସୁବ୍ରତ କୁମାର ଜେନା, ଅତିରିକ୍ତ ତହସିଲଦାର ସୁନିଲ କୁମାର ପ୍ରଧାନ ଓ ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ।   ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version