• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ବଣିକ ସଂଘର କାର୍ଯ୍ୟକାରୀ ସଦସ୍ୟଙ୍କ ଜରୁରୀ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 26, 2021
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ବଣିକ ସଂଘର କାର୍ଯ୍ୟକାରୀ ସଦସ୍ୟଙ୍କ ଜରୁରୀ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅପ୍ରେଲ ରବିବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାମୋହନା ବ୍ଲକର ସଦର ମହକୁମା ମୋହନା ବଜାରର ବ୍ୟବସାୟୀ ମାନଙ୍କୁ ନେଇ ଗଠିତ ହୋଇଥିବା ଶ୍ରୀ ନୀଳକଣ୍ଠେଶ୍ଵର ବଣିଜ ସଂଘର ଏକ ଜରୁରୀ ବୈଠକ ରବିବାର ଦିନ ଶିବ ମନ୍ଦିର ପରିସରରେ କୋଭିଡ-୧୯ର ନିୟମ ପ୍ରକାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଂଘର କାର୍ଯ୍ୟକାରୀ ସଦସ୍ୟମାନେ ଉପସ୍ଥିତ ଥିଲେ । ବୈଠକରେ ସଂଘର ଅଧପନ୍ତରିଆ ଭାବେ ରହି ଯାଇଥିବା କାର୍ଯ୍ୟାଳୟ ଗୃହ, ପ୍ରତ୍ୟେକ ମାସର ଶେଷ ରବିବାର ଦିନ ଦୋକାନବଜାର ବନ୍ଦ ରଖିବା, ସଂଘର ସଭ୍ୟ ହେବାପାଇଁ ଚୁକ୍ତିନାମା ପତ୍ରରେ ସ୍ଵାକ୍ଷର କରିବା, ସମସ୍ତ ସଭ୍ୟଙ୍କୁ ଚୁକ୍ତିନାମା ପତ୍ର ବଣ୍ଟନ କରିବା, ସଂଘର ନିତୀ, ଆଦର୍ଶ ଓ

ନିୟମକୁ ମାନି ସମସ୍ତେ ଚଳିବା, ସଂଘର ଉନ୍ନତିମୂଳକ କାମରେ ସମସ୍ତେ ସହଯୋଗ କରିବା,କରୋନା ସମ୍ପର୍କରେ ନିଜେ ସଚେତନ ରହି ଦୋକାନ ଖୋଲିବା, ମାସ୍କ ପରିଧାନ କରିବା, ସାମାଜିକ ଦୂରତା ରଖିବା, ସାନିଟାଇଜର ବ୍ୟବହାର କରିବା ସହ ଗ୍ରାହକଙ୍କୁ ମଧ୍ୟ ଏ ସମ୍ପର୍କରେ ସଚେତନ କରାଇବା ଆଦି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ଏହି ଜରୁରୀ ବୈଠକରେ ସଂଘର କାର୍ଯ୍ୟକାରୀ ସଭାପତି ମନ୍ମଥ ମିଶ୍ର,ସମ୍ପାଦକ ହନି ବିଷୋୟୀ, ଉପସଭାପତି ପ୍ରକାଶ ଚନ୍ଦ୍ର ସାହୁ, ସହ ସମ୍ପାଦକ ରବି ସାମନ୍ତରା, କୋଷାଧ୍ଯକ୍ଷ ସୁଶାନ୍ତ ଚୌଧୁରୀ, ଉପଦେଷ୍ଟା ସନ୍ତୋଷ କୁମାର ସାହୁ, ଶରତ ଚନ୍ଦ୍ର ସାବତ,ସୀମାଞ୍ଚଳ ସାହୁ, ବାବୁ ଡାକୁଆ ପ୍ରମୁଖ ସଦସ୍ୟ ଉପସ୍ଥିତ ଥିଲେ ।   (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

September 29, 2026
ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି

ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି

September 29, 2026
ସହିଦ ଭଗତ ସିଂଙ୍କ ଜନ୍ମଦିବସ ପାଳିତ

ସହିଦ ଭଗତ ସିଂଙ୍କ ଜନ୍ମଦିବସ ପାଳିତ

September 29, 2026
ଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ : ଜିଲ୍ଲାପାଳ

ଗୀତାପାଠ ହିଁ ମନୁଷ୍ୟର ମନକୁ ଶୁଦ୍ଧ ଓ ଶାନ୍ତ କରିଥାଏ : ଜିଲ୍ଲାପାଳ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

ସିୟୁଟିଏମ ପରିସରରେ ପ୍ରଫେସର ଏମ.ଏସ. ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

September 29, 2026
ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି

ସଂସ୍କାର ଭାରତୀ, ଉତ୍କଳ ପୂର୍ଵ ପ୍ରାନ୍ତ ତରଫରୁ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version