• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହାଇକୋର୍ଟଙ୍କ ଆଦେଶ- କୌଣସି ସଦସ୍ୟଙ୍କ ଅଶ୍ଳୀଳ ପୋଷ୍ଟ ପାଇଁ ହ୍ଵାଟ୍ସଆପ୍ ଗ୍ରୁପର ଆଡମିନ୍‌ ଦାୟୀ ନୁହନ୍ତି

Proprietor Abhimanyu Maharana by Proprietor Abhimanyu Maharana
April 27, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ହାଇକୋର୍ଟଙ୍କ ଆଦେଶ- କୌଣସି ସଦସ୍ୟଙ୍କ ଅଶ୍ଳୀଳ ପୋଷ୍ଟ ପାଇଁ ହ୍ଵାଟ୍ସଆପ୍ ଗ୍ରୁପର ଆଡମିନ୍‌ ଦାୟୀ ନୁହନ୍ତି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୨୬ ଏପ୍ରିଲ , ସୋମବାର ) ମୁମ୍ବାଇ :- ସାଙ୍ଗ ସାଥୀଙ୍କଠୁ ନେଇ ଅଫିସ୍‌ ପର୍ଯ୍ୟନ୍ତ ସେ ସରକାରୀ ହେଉ କି ଘରୋଇ ଅଫିସ୍‌ ହେଉ, କାର୍ଯ୍ୟରେ ଉତ୍ତମ ସମନ୍ଵୟ ପାଇଁ ହ୍ଵାଟ୍ସଆପ୍‌ ଗ୍ରୁପର ବହୁଳ ବ୍ୟବହାର ବଢିବାରେ ଲାଗିଛି । କିନ୍ତୁ ବେଳେ ବେଳେ ଗ୍ରୁପରେ ଆପତ୍ତିଜନକ ପୋଷ୍ଟ ହେଉଥିବା ଘଟଣା ସାମ୍ନାକୁ ଆସିଛି । ଏହି ପରିପ୍ରେକ୍ଷୀରେ ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ହ୍ଵାଟ୍ସଗ୍ରୁପକୁ ନେଇ ବଡ ନିଷ୍ପତ୍ତି ଆସିଛି । ବମ୍ବେ ହାଇକୋର୍ଟଙ୍କ ନାଗପୁର ପୀଠ କହିଛନ୍ତି, ହ୍ଵାଟ୍ସଆପ୍‌ରେ ଅନ୍ୟ ସଦସ୍ୟ ପକ୍ଷରୁ ଆପତ୍ତିଜନକ ପୋଷ୍ଟ କରାଗଲେ ସେଥିପାଇଁ ଆଡମିନ୍ ଦାୟୀ ରହିବେ ନାହିଁ । ଏଥିସହ ଅଦାଲତ ୩୩ ବର୍ଷୀୟ ବ୍ୟକ୍ତିଙ୍କ ବିରୋଧରେ ରୁଜୁ ଯୌନ ଉତ୍ପୀଡନ ମାମଲା ମଧ୍ୟ ଖାରଜ କରିଛନ୍ତି ।

ବିଚାରପତି ଜେଡଏ ହକ୍‌ ଓ ବିଚାରପତି ଏବି ବୋରକରଙ୍କ ପୀଠ କହିଛନ୍ତି, ହ୍ଵାଟ୍ସଆପ୍‌ର ଆଡମିନ୍ ପାଖରେ କେବଳ ଗ୍ରୁପର ସଦସ୍ୟଙ୍କୁ ଯୋଡିବା ଏବଂ ହଟାଇବାର ଅଧିକାର ରହିଥାଏ । ଗ୍ରୁପରେ ଦିଆଯାଉଥିବା ଅନ୍ୟ କୌଣସି ପୋଷ୍ଟ, କେଉଁ ପ୍ରକାରର ବିଷୟବସ୍ତୁ ପୋଷ୍ଟ ହେବ ଏହାକୁ ନିୟନ୍ତ୍ରଣ କରିବା ଏବଂ ରୋକିବାର କ୍ଷମତା ଆଡମିନ୍ ପାଖରେ ନାହିଁ ।

ଅଦାଲତ ଜଣେ ହ୍ଵାଟ୍ସଆପ୍ ଆଡମିନ୍‌ଙ୍କ ଆବେଦନ ଉପରେ ଶୁଣାଣି ସମୟରେ ଏହି ରାୟ ଦେଇଛନ୍ତି । ଆବେଦନକାରୀ ହେଉଛନ୍ତି କିଶୋର ତରୋନେ । ତରୋନେ ଗୋନ୍ଦିଆ ଜିଲ୍ଲାରେ ନିଜ ବିରୋଧରେ ବିଭିନ୍ନ ଧାରାରେ ରୁଜୁ ମାମଲାକୁ ଖାରଜ କରିବାକୁ ଅନୁରୋଧ କରିଥିଲେ ।

ସୂଚନା ଅନୁଯାୟୀ, ତରୋନେ ନିଜ ହ୍ଵାଟ୍ସଆପ୍‌ ଗ୍ରୁପରେ ଜଣେ ମହିଳା ସଦସ୍ୟଙ୍କ ବିରୋଧରେ ଅଶ୍ଳୀଳ ଏବଂ ମର୍ଯ୍ୟାଦାହୀନ ଟିପ୍ପଣୀ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ପାରିନଥିଲେ । ପୀଠ ନିଜ ଶୁଣାଣିରେ କହିଛନ୍ତି, ମାମଲାର ସାର ମର୍ମ ଏହା ଯେ, କୌଣସି ହ୍ଵାଟ୍ସଆପ୍‌ ଗ୍ରୁପରେ ଅନ୍ୟ ସଦସ୍ୟ ଦ୍ଵାରା ହେଉଥିବା ଆପତ୍ତିଜନକ ପୋଷ୍ଟ ପାଇଁ ଆଡମିନ୍‌ ବିରୋଧରେ ଅପରାଧିକ ମାମଲା ରୁଜୁ ହେବା ଉଚିତ୍ କି ନୁହେଁ..? କୋର୍ଟ ମାମଲାର ଶୁଣାଣି କରି ତରୋନେଙ୍କ ବିରୋଧରେ ରୁଜୁ ଏଫଆଇଆର ଖାରଜ କରିଛନ୍ତି ।     (ରିପୋର୍ଟ ଲାଲା ଅନନ୍ତ କୁମାର ସିଂହ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version