• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବ ପିଢିଙ୍କୁ ନିଷୁଳ୍କଟିକାକରଣ ନିଷ୍ପତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଯୁବଜନତା ଦଳ ପକ୍ଷରୁ କୃତଜ୍ଞତା 

Proprietor Abhimanyu Maharana by Proprietor Abhimanyu Maharana
April 29, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଯୁବ ପିଢିଙ୍କୁ ନିଷୁଳ୍କଟିକାକରଣ ନିଷ୍ପତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଯୁବଜନତା ଦଳ ପକ୍ଷରୁ କୃତଜ୍ଞତା 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଏପ୍ରିଲ ୨୦୨୧, ଗୁରୁବାର) ଭୁବନେଶ୍ୱର :- ଯୁବ ପିଢିଙ୍କୁ ନିଷୁଳ୍କଟିକାକରଣ ନିଷ୍ପତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଯୁବଜନତା ଦଳ ପକ୍ଷରୁ କୃତଜ୍ଞତା । ଯୁବ ପିଢିଙ୍କୁ ନିଶୁଳ୍କ ଟୀକାକରଣ ନିଷ୍ପତ୍ତିକୁ ସ୍ୱାଗତ ଜଣାଇ ବିଜୁ ଯୁବଜନତା ଦଳ ପକ୍ଷରୁ ୱେବିନାର୍‌ ମାଧ୍ୟମରେ କୃତଜ୍ଞତା ସଭା ଅନୁଷ୍ଠିତ ହୋଇଯାଇଅଛି । ବିଜୁ ଯୁବଜନତା ଦଳର ରାଜ୍ୟସଭାପତି ତଥା ମାନ୍ୟବର ବିଧାୟକଡଃ. ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କୃତଜ୍ଞତା ସଭାରେ ମୁଖ୍ୟ ଅତିଥି ରୁପେ ବିଜୁଜନତା ଦଳର ସାଙ୍ଗଠନିକ ସଂମ୍ପାଦକ ତଥା ବିଧାୟକଶ୍ରୀ ପ୍ରଣବ ପ୍ରକାଶ ଦାସ ରାଜ୍ୟର କୋଭିଡ୍‌ ସ୍ଥିତି ସମ୍ବଦ୍ଧରେ ଆଲୋଚନା କରି କହିଥିଲେ କି “ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶକ୍ରମେ ୩୫ଟି ସାଙ୍ଗଠନିକ ଜିଲ୍ଲାରେ

ଯୁବ ବିଜେଡି ପକ୍ଷରୁ କୋଭିଡ୍‌ ହେଲ୍ପଲାଇନ୍ ନଂମ୍ବର ଜାରି କରାଯିବ ଏବଂ ଏହି କୋଭିଡ୍‌ ହେଲ୍ପଲାଇନ୍ ନଂମ୍ବର ସହାୟତାରେ ସମସ୍ତ ଯୁବକ ମାନଙ୍କ ପାଇଁ କୋଭିଡ୍‌ ମହାମାରି ସମ୍ଭଦ୍ଧୀୟ  ସମସ୍ତ ସହାୟତା ପ୍ରଦାନ କରାଯିବା ସହ ଟିକାକରଣ ବ୍ୟବସ୍ତାରେ ମଧ୍ୟ ସହାୟତାର ହାତ ବଢାଇବାକୁ ଯୁବକମାନ ଙ୍କୁ ଆହ୍ୱାନ ଦେଇଥିଲେ । କୃତଜ୍ଞତା ସଭାରସଭାପତି ଡଃ. ବ୍ୟୋମକେଶ ରାୟ କହିଥିଲେ କି “ଯୁବ ପିଢିଙ୍କୁ ନିଶୁଳ୍କଟୀକା ପ୍ରଦାନ ନିଷ୍ପତିଏବଂ ଦେଶର ଅନ୍ୟ ରାଜ୍ୟକୁ ଅମ୍ଳଜାନ ସଂଙ୍କଟସମୟରେ ଅମ୍ଳଜାନ ଯୋଗାଇବା ଉଭୟଏତିହାସିକ ନିଷ୍ପତ୍ତି” ।

୧୮ ରୁ ୪୫ ବର୍ଷ ପର୍ଯ୍ୟନ୍ତ ଯୁବ ପିଢିମାନ ଙ୍କ ଟୀକାକରଣ ପାଇଁ ରାଜ୍ୟସରକାର ୨୦୦୦ କୋଟିର ଆର୍ଥକ ବୋଝବ୍ୟୟ ବରାଦ କରିଥିବାରୁ ବିଜୁ ଯୁବଜନତା ଦଳ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତାଜ୍ଞାପନ କରୁଛି । ସମ୍ମାନୀତ ଅତିଥି ରୁପେ ବିଜୁଜନତା ଦଳର ରାଜ୍ୟ ସାଧାରଣ ସଂମ୍ପାଦକ (ଯୁବବ୍ୟାପାର) ତଥା ମାନ୍ୟବର ବିଧାୟକଶ୍ରୀ ପ୍ରଣବ କୁମାର ବଳବନ୍ତରାୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଏତିହାସିକ ନିଷ୍ପତ୍ତି ପାଇଁଭୁୟସୀ ପ୍ରସଂଶା କରିବାସହ ଯୁବ ବିଜେଡିର ସମସ୍ତ କର୍ମ କର୍ତ୍ତାଙ୍କୁ କୋଭିଡ୍‌ ହେଲ୍ପଲାଇନ୍ ନମ୍ବର ଜାରୀ କରାଯିବା ସମ୍ବଦ୍ଧୀୟ ବିସ୍ତୃତ ଖସଡା ପ୍ରଦାନ କରିଥିଲେ ।

ଏହି କୃତଜ୍ଞତା ସଭାରେ ଆଇ.ଟିସଂଯୋଜକ ଶ୍ରୀ ସୁବ୍ରତ ଛାଟୋଇ ଏବଂ ଯୁବ ବିଜେଡିର ସମସ୍ତ ରାଜ୍ୟ କର୍ମକର୍ତ୍ତା, ୩୫ଟି ସାଙ୍ଗଠନିକ ଜିଲ୍ଲାର ଜିଲ୍ଲା ସଭାପତି ଙ୍କ ସମେସମସ୍ତ ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ଯୋଗ ଦେଇ ଥିଲେ ବୋଲି ବିଜୁ ଯୁବଜନତା ଦଳର ରାଜ୍ୟ ସାଧାରଣ ସଂମ୍ପାଦକ ଆଶିଷ ରଞ୍ଜନ ମିଶ୍ର ଏକ ପ୍ରେସ୍‌ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version