• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଟକ ଚାଉଳିଆଗଞ୍ଜ ପୋଲିସ ପକ୍ଷରୁ ୧୮ଟି ଚୋରି ବାଇକ୍ ଜବତ, ତିନି ଯୁବକ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
April 29, 2021
in ଅପରାଧ, ଓଡ଼ିଶା, କଟକ, ହୋମ୍
0
କଟକ ଚାଉଳିଆଗଞ୍ଜ ପୋଲିସ ପକ୍ଷରୁ ୧୮ଟି ଚୋରି ବାଇକ୍ ଜବତ, ତିନି ଯୁବକ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଏପ୍ରିଲ ୨୦୨୧, ଗୁରୁବାର) କଟକ :- କମିଶନରେଟ କଟକ ଚାଉଳିଆଗଞ୍ଜ ପୋଲିସ ଗୁରୁବାର ଦିନ ବିଭିନ୍ନ ସ୍ଥାନରୁ, ୧୮ ଟି ଚୋରି ବାଇକ୍ ଜବତ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ତିନି ଯୁବକ ହେଲେ କେନ୍ଦ୍ରାପଡା ଟାଉନ ଥାନା ଗୁଳଙ୍ଗର ଗ୍ରାମର ପିଣ୍ଟୁ ଆଲିଆସ୍ ଅଭୟ ବାହାଦୁର ୨୬ ବର୍ଷ , ପିଣ୍ଟୁ କେନ୍ଦ୍ରାପଡାରୁ ଆସି କଟକ ଜଗତପୁର ଥାନା ଅନ୍ତର୍ଗତ ବୈକୁଣ୍ଠ ନଗର ଅଞ୍ଚଳରେ ଭଡ଼ାଘର ନେଇ ରହୁଥିଲା । ଅନ୍ୟ ଦୁଇ ଅଭିଯୁକ୍ତ ହେଲେ ଭୁବନେଶ୍ୱର ନନ୍ଦନକାନନ ଥାନା କଲ୍ୟାଣପୁର ଗ୍ରାମର ଦିପୁନା ଆଲିଆସ୍ ଦିପକ ନାଏକ ୨୨ବର୍ଷ ଏବଂ କଟକ ଗୁରୁଡିଝାଟିଆ ଥାନା କୁମାପୁର ଗ୍ରାମର ମୁନା ଆଲିଆସ ମନୋଜ ମଲ୍କିକ ।

ଏମାନେ କଟକ -ଭୁବନେଶ୍ୱର ଅଞ୍ଚଳର, କଟକ ବଡ଼ ଡାକ୍ତରଖାନ ପରିସର ,ପାହାଳ, ବିଡାନାସୀ ଅଞ୍ଚଳରୁ ସୁଯୋଗ ଦେଖି ବାଇକ୍ ଚୋରୀ କରୁଥିଲେ । ବିଶେଷ କରି ହିରୋହୁଣ୍ଡା ଗ୍ଲାମର ବାଇକକୁ ଟାର୍ଗେଟ କରନ୍ତି ବୋଲି ପୋଲିସ ଜେରା ସମୟରେ ପ୍ରକାଶ କରିଥିଲେ । ଚାଉଳିଆଗଞ୍ଜ ପୋଲିସ ବୁଧବାର ରାତି ୭ଟା ସମୟରେ, ଓଏମପି ଛକରେ ଗାଡ଼ି ଚେକିଂ କରୁଥିଲାବେଳେ, ଦୁଇ ଜଣ ଯୁବକ ଏକ ନମ୍ବର ବିହନ ଗ୍ଲାମର ବାଇକରେ ଯାଉଥିବା ଦେଖି, ପୋଲିସ ସେମାନଙ୍କୁ ଅଟକାଇଥିଲା । ଧରାପଡିଥିବା ଦୁଇ ଯୁବକଙ୍କୁ ପୋଲିସ ବାଇକ୍ ର, କାଗଜପତ୍ର ମାଗବାରୁ, ସେମାନେ ପୋଲିସ କୁ ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିଲେ ।

ଏନେଇ ପୋଲିସ ର ସନ୍ଦେହ ହେବା ରୁ ସେମାନଙ୍କୁ ଥାନାକୁ ନେଇ ପଚରାଉଚରା କରିବାରୁ ଏହା ଚୋରୀ ବାଇକ୍ ବୋଲି ପୋଲିସ ନିକଟରେ ମାନିଥିଲେ । ପୋଲିସ ଘଟଣାର ତଦନ୍ତ କରି ପିଣ୍ଟୁ ଆଲିଆସ ଅଭୟ ବାହାଦୁର ରହୂଥିବା ଜଗତପୁର ବୈକୁଣ୍ଠ ନଗର ଭଡ଼ା ଘରୁ ୮ ଟି ଚୋରୀ ବାଇକ୍ ଜବତ କରିଥିଲା ବେଳେ, ନନ୍ଦନକାନନ ଥାନା କଲ୍ୟାଣପୁର ଗ୍ରାମର ଦିପୁନା ଓରଫ ଦିପକ ନାଏକ ଘରୁ ୫ଟି ବାଇକ୍ ଏବଂ ମୁନା ଆଲିଆସ୍ ମନୋଜ ମଲ୍କିକର ରୁଡିଝାଟିଆ କୁମାପୁର ଘରୁ ୪ଟି ଚୋରୀ ବାଇକ୍ ଜବତକରି ଚାଉଳିଆଗଞ୍ଜ ଥାନା କୁ ଆଣି ଥିଲା । ଗିରଫ ତିନି ବାଇକ୍ ଚୋରଙ୍କୁ କୋର୍ଟ ଚାଲାଣ କରାଯାଇଛି । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version