• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଦଳିବ ସରକାରୀ ଆଇଟିଆଇ ରୂପ : ଛାତ୍ରଛାତ୍ରୀଙ୍କୁ ମାଗଣା ୱାଇଫାଇ  

Proprietor Abhimanyu Maharana by Proprietor Abhimanyu Maharana
April 29, 2021
in ଓଡ଼ିଶା, ଦେଶ, ପୁରୀ, ମହାନଗର, ହୋମ୍
0
ବଦଳିବ ସରକାରୀ ଆଇଟିଆଇ ରୂପ : ଛାତ୍ରଛାତ୍ରୀଙ୍କୁ ମାଗଣା ୱାଇଫାଇ  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଏପ୍ରିଲ ୨୦୨୧, ଗୁରୁବାର) ଭୁବନେଶ୍ୱର :- ୪୯ଟି ସରକାରୀ ଆଇଟିଆଇରେ ଭିତ୍ତିଭୂମି ବିକାଶ ଦିଗରେ ରାଜ୍ୟ ସରକାର ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ।  ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ କ୍ୟାମ୍ପସରେ ମାଗଣା ୱାଇଫାଇ ଇଣ୍ଟରନେଟ୍‌ ସୁବିଧା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି ।  କରୋନା ଭଳି ମହାମାରୀ ସମୟରେ ଯେପରି ଅନ୍‌ଲାଇନ୍‌ କ୍ଲାସ ମାଧ୍ୟମରେ ପିଲାମାନେ ପଢ଼ିପାରିବେ ତାହାକୁ ନେଇ ପାଠ୍ୟକ୍ରମ ପ୍ରସ୍ତୁତ ହୋଇଛି । ପ୍ରଶିକ୍ଷକମାନଙ୍କ ଦ୍ବାରା ଡିଜିଟାଲ୍ ବିଷୟବସ୍ତୁର ସର୍ବୋଚ୍ଚ ଉପଯୋଗିତା ସମ୍ପର୍କରେ ସମସ୍ତ ଆଇଟିଆଇ ଅଧ୍ୟକ୍ଷ ନିଶ୍ଚିତ କରିବେ, ଯାହାକି ନିର୍ଦ୍ଦେଶାଳୟର ଡ୍ୟାସ୍‌ବୋର୍ଡରେ ଉପଲବ୍ଧ ରହିଛି । ପ୍ରଶିକ୍ଷକମାନେ ସମସ୍ତ ଅନଲାଇନ୍ କ୍ଲାସ୍ ନିଜ ନିଜ ଆଇଟିଆଇର ସ୍ମାର୍ଟ/ଲାଇଫ୍ ସ୍କିଲ୍ କ୍ଲାସ୍‌ରୁମରେ ଗ୍ରହଣ କରିବେ ।

ବର୍ତମାନ ସମୟରେ ରାଜ୍ୟର ୭ଟି ଆଇଟିଆଇ ଯଥା ବୈଦ୍ଧ, ଏମ୍‌ଆଇଟିଆଇ, ଯାଜପୁର, ଫୁଲବାଣୀ, ଭବାନୀପାଟଣା, ଖରିଆର ରୋଡ ଓ ଖରିଆର ଆଇଟିଆଇର ଅଗ୍ନି ନିରାପତ୍ତା ପ୍ରମାଣପତ୍ର ନାହିଁ ।  ତେଣୁ ଏହାର ଅଧ୍ୟକ୍ଷମାନେ ପଦ‌କ୍ଷେପ ଗ୍ରହଣ କରିବେ ।  ଭିତ୍ତିଭୂମି ବିକାଶ ଲାଗି ପ୍ରଦାନ କରାଯାଇଥିବା ୭ କୋଟି ୩୫ ଲକ୍ଷ ଟଙ୍କାର ବିନିଯୋଗ ପ୍ରମାଣପତ୍ର (ୟୁସି) ମେ’ ୩୧ ସୁଦ୍ଧା ଦାଖଲ କରିବେ ।  ସମସ୍ତ ପ୍ରଶିକ୍ଷାର୍ଥୀଙ୍କୁ ହଷ୍ଟେଲ, ଆବାସିକ କ୍ୟାମ୍ପସ, ଏକାଡେମିକ୍ ବ୍ଲକ, କର୍ମଶାଳା, ପ୍ରଶାସନିକ ବିଲ୍ଡିଂରେ ମାଗଣା ୱାଇଫାଇ ସେବା ଯୋଗାଇ ଦିଆଯିବ ।  କ୍ୟାମ୍ପସରେ ଇଣ୍ଟରନେଟ୍ କ୍ଷମତାକୁ ୫୦ ଏମ୍‌ବିପିଏସ୍‌ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଅଧ୍ୟକ୍ଷମାନେ ସୁନିଶ୍ଚିତ କରିବେ । ଏବାବଦରେ ଖର୍ଚ୍ଚ ଦେବାକୁ ଥିବା ୫ କୋଟି ୪୦ ଲକ୍ଷ ଟଙ୍କାର ୟୁସି ଜୁନ୍‌ ୩୦ ସୁଦ୍ଧା ଦାଖଲ କରିବେ । 

ମେ’ ୩୦ ସୁଦ୍ଧା ସମସ୍ତ ଅଧ୍ୟକ୍ଷମାନେ ସମସ୍ତ କ୍ରୟ ପ୍ରକ୍ରିୟା ଶେଷ କରିବେ ଏବଂ ୟୁସି ଦାଖଲ କରିବେ । ଆଇଟିଆଇ ଲାଇବ୍ରେରିଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ ହେବ । ୨୦୨୦-୨୧ରେ ଆଇଟିଆଇ ଫେଷ୍ଟ ହେଡ୍‌ରୁ ୩୮ ଲକ୍ଷ ଟଙ୍କା ବ୍ୟୟ ବରାଦରେ ଲାଇବ୍ରେରିକୁ ମଜବୁତ କରିପାରିବେ । ଏହାଦ୍ବାରା ପାଠ୍ୟପୁସ୍ତକ ବାହାରେ ତାଲିମପ୍ରାପ୍ତ ଛାତ୍ରଛାତ୍ରୀ ପଢ଼ିବା ଅଭ୍ୟାସକୁ ବଢ଼ାଇ ପାରିବେ ।  ଅଧ୍ୟକ୍ଷମାନେ ଏଦିଗରେ ପଦକ୍ଷେପ ନେବା ସହ ଏପ୍ରିଲ ୩୦ ମଧ୍ୟରେ କିଣାଯାଇଥିବା ପୁସ୍ତକ ତାଲିକା ସହ ୟୁସି ଦାଖଲ କରିବାକୁ ଅଧ୍ୟକ୍ଷମାନଙ୍କୁ କୁହାଯାଇଛି ।  ଯେତେଶୀଘ୍ର ସମ୍ଭବ ବାକି ରହିଥିବା ୫ଟି ଆଇଟିଆଇର ଅଧ୍ୟକ୍ଷମାନେ ଭୁବନେଶ୍ବର ଆଇଟିଆଇରୁ ଆଇଟିଆଇ ଫେଷ୍ଟ ୟୁନିଫର୍ମ ଗ୍ରହଣ କରିବେ । ୨୦୨୦-୨୧ ମଧ୍ୟରେ କ୍ରୀଡ଼ା ସାମଗ୍ରୀ କ୍ରୟ ପାଇଁ ଅନୁମୋଦିତ ୪୨ ଲକ୍ଷ ଟଙ୍କାର ଖର୍ଚ୍ଚ ତାଲିକା ସହ ୟୁସି ଆସନ୍ତା ୩୦ ତାରିଖ ସୁଦ୍ଧା ଦାଖଲ କରିବାକୁ ଅଧ୍ୟକ୍ଷମାନଙ୍କୁ କୁହାଯାଇଛି ।(ଲାଲା ଅନନ୍ତ କୁମାର ସିଂ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version