• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଆହ୍ୱନକ୍ରମେ ବିଜୁ ଯୁବ ଜନତା ଦଳ ତରଫରୁ କୋଭିଡ଼ ହେଲ୍‌ପ ଲାଇନ୍‌ ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
May 1, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଆହ୍ୱନକ୍ରମେ ବିଜୁ ଯୁବ ଜନତା ଦଳ ତରଫରୁ କୋଭିଡ଼ ହେଲ୍‌ପ ଲାଇନ୍‌ ଉଦ୍‌ଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ମଇ ଶନିବାର ) ଭୁବନେଶ୍ୱର :- ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ କୋଭିଡ଼ ମହାମାରୀରୁ ସାଧାରଣ ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବା ପାଇଁ ବିଜୁ ଯୁବ ଜନତା ଦଳ ଓଡ଼ିଶା ତରଫରୁ କୋଭିଡ଼ ହେଲ୍‌ପ ଲାଇନ୍‌ ସେଣ୍ଟର ବିଜୁ ଯୁବ ବ୍ୟାପାର ମୁଖ୍ୟ ପ୍ରଣବ ବଳବନ୍ତ ରାୟ, ବିଜୁ ଯୁବଜନତା ଦଳର ରାଜ୍ୟ ସଭାପତି ବ୍ୟୋମକେଶ ରାୟ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ପାର୍ଥସାରଥୀ ମୁଦୁଲିଙ୍କ ଉପସ୍ଥିତିରେ ଉଦ୍‌ଘାଟିତ ହୋଇଯାଇଛି ।

ମହାମାରୀ କରୋନା ସମ୍ପର୍କରେ ସାଧାରଣ ଲୋକଙ୍କୁ ସଚେତନ କରିବା, ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ ତଥା ବେସରକାରୀ ଚିକିତ୍ସାଳୟ ଗୁଡ଼ିକୁ ଚିକିତ୍ସା ପାଇଁ ଆସୁଥିବା ସାଧାରଣ ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବା, ଟୀକା ନେବା ପାଇଁ ସାଧାରଣ ଲୋକଙ୍କୁ ପଞ୍ଜିକୃତ କରିବା ପ୍ରମୁଖ କାର୍ଯ୍ୟଗୁଡ଼ିକ ଏହି କୋଭିଡ଼୍ ହେଲ୍‌ପ ଲାଇନ୍ ମାଧ୍ୟରେ କରାଯିବ ।  ସାଧାରଣ ଜନତା ଅଧିକ ବିବରଣୀ ଜାଣିବା ପାଇଁ ୯୮୫୩୨୦୧୫୪୧, ୯୪୩୭୧୦୮୨୦୨, ୯୪୩୮୧୬୬୯୦୯, ୯୪୩୯୭୯୬୫୫୨, ୯୪୩୭୭୧୦୭୭୭, ୯୩୩୮୧୭୧୪୦୮ ନମ୍ବରରେ ଯୋଗାଯୋଗ କରିପାରିବେ ।

ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱରର ସମାଜସେବୀ ଶିଖର ଜେନା, ଦିଲୁ ଜେନା, ବିମଳ ସାହୁ, ଓଡ଼ିଶା ବିଜୁ ଜନତା ଦଳର ଡ଼ିଜିଟାଲ ୱିଙ୍ଗର ମୁଖ୍ୟ ସୁବ୍ରତ କୁମାର ଛାଟୋଇ, ବିଜୁ ଯୁବ ଜନତା ଦଳର ବରିଷ୍ଠ ଉପସଭାପତି ଧୃତିରଞ୍ଜନ ମାର୍ଥା, ବିଜୁ ଯୁବ ଜନତା ଦଳର ରାଜ୍ୟ ସମ୍ପାଦକ ତାରିଣୀ ପ୍ରସାଦ ନାୟକ, ସମ୍ପାଦକ ପ୍ରିନ୍ସ ରାକେଶ ନାୟକ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ସ୍ମୃତି ରଞ୍ଜନ ସିଂ, ରମ୍ୟରଞ୍ଜନ ପାଲ, ସମ୍ବିତ ସ୍ୱାଇଁ, ସୁନିଲ ମହାପାତ୍ର, ଶିଶିର କୁମାର ସାହୁ, ଆଲୋକ ଅବିନାଶଙ୍କ ସମେତ ବିଜୁ ଯୁବ ଜନତା ଦଳର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version