• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଶ୍ଚିମବଙ୍ଗରେ ମୋଦି-ଅମିତ ଶାହ ଫେଲ : ଦିଦିଙ୍କୁ ପାରିଲେନି ଦାଦା – ମମତା ଗଢିବେ ସରକାର

Proprietor Abhimanyu Maharana by Proprietor Abhimanyu Maharana
May 2, 2021
in ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ପଶ୍ଚିମବଙ୍ଗରେ ମୋଦି-ଅମିତ ଶାହ ଫେଲ : ଦିଦିଙ୍କୁ ପାରିଲେନି ଦାଦା – ମମତା ଗଢିବେ ସରକାର
Share on FacebookShare on TwitterWhatsapp

ଦିଦିଙ୍କୁ ପାରିଲେନି ଦାଦା-ମମତା ଗଢିବେ ସରକାର

ଓଡ଼ିଶା ତାଜା ନ୍ୟୁଜ୍ (୦୨ ମଇ ରବିବାର ) କୋଲକାତା :- ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ କ୍ଷମତା ହାସଲ ପାଇଁ ଯୋଜନା କରିଥିଲା ବିଜେପି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ଜୋରଦାର କରିଥିଲେ ପ୍ରଚାର । କିନ୍ତୁ ଦିଦିଙ୍କୁ କ୍ଷମତାରୁ ହଟାଇବା ସମ୍ଭବ ହେଲାନି । ନିର୍ବାଚନ ଫଳାଫଳ ମମତାଙ୍କ ସପକ୍ଷରେ ଯାଉଛି । ନିର୍ବାଚନ ହୋଇଥିବା ୨୯୨ ଆସନର ଭୋଟଗଣତିରୁ ଅପରାହ୍ନ ସାଢ଼େ ୧୨ଟା ସୁଦ୍ଧା ତୃଣମୂଳ କଂଗ୍ରେସ ୨୦୨ ଆସନରେ ଆଗୁଆ ଥିବା ବେଳେ ବିଜେପି ୮୭ ଆସନରେ ଆଗୁଆ ଅଛନ୍ତି । ନନ୍ଦିଗ୍ରାମ୍ ରେ ମମତା ବାନାର୍ଜୀ ଏବଂ ଶୁଭେନ୍ଦୁ ଅଧିକାରୀଙ୍କ ମଧ୍ୟରେ କଡ଼ା ଟକ୍କର ଚାଲିଛି ।

ତାମିଲନାଡୁରେ ୨୩୪ ଆସନରୁ ଡିଏମକେ ୧୩୭ ଟି ଆସନରେ ଆଗୁଆ ଥିବା ବେଳେ ଏଆଇଏଡିଏମକେ ୯୬ ଆସନରେ ଆଗୁଆ ଅଛନ୍ତି । ଆସାମରେ ୧୨୬ ଆସନରୁ ବିଜେପି ମେଣ୍ଟ ୮୧ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ମେଣ୍ଟ ୪୫ ଆସନରେ ଆଗୁଆ ଅଛନ୍ତି । କେରଳରେ ୧୪୦ ଆସନରୁ ଏଲଡିଏଫ୍ ୮୯ ଏବଂ ୟୁଡିଏଫ୍ ୪୬ ଆସନରେ ଆଗୁଆ ଅଛନ୍ତି । ବିଜେପି ୩ଟି ଆସନରେ ଆଗୁଆ ଅଛନ୍ତି । ପୁଡୁଚେରୀରେ ୩୦ ଆସନରୁ ବିଜେପି ମେଣ୍ଟ ୯ ଏବଂ କଂଗ୍ରେସ ମେଣ୍ଟ ୪ ଆସନରେ ଆଗୁଆ ଅଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପେଟ୍ରୋଲ ମିଳୁନି, ସାବିତ୍ରୀ ବ୍ରତ ପାଇଁ ଚିନ୍ତାରେ ସତ୍ଯବାନ

ପେଟ୍ରୋଲ ମିଳୁନି, ସାବିତ୍ରୀ ବ୍ରତ ପାଇଁ ଚିନ୍ତାରେ ସତ୍ଯବାନ

May 16, 2026
ତିନିରଥ ୧୪ ନାହାକା ଚଉପଟ କାର୍ଯ୍ୟ ଜାରି

ତିନିରଥ ୧୪ ନାହାକା ଚଉପଟ କାର୍ଯ୍ୟ ଜାରି

May 16, 2026
ଦୁଇ ଚୋରି ଯାଇଥିବା ଟ୍ରାକ୍ଟର ଉଦ୍ଧାର, ଜଣେ ଗିରଫ

ଦୁଇ ଚୋରି ଯାଇଥିବା ଟ୍ରାକ୍ଟର ଉଦ୍ଧାର, ଜଣେ ଗିରଫ

May 16, 2026
ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

May 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପେଟ୍ରୋଲ ମିଳୁନି, ସାବିତ୍ରୀ ବ୍ରତ ପାଇଁ ଚିନ୍ତାରେ ସତ୍ଯବାନ

ପେଟ୍ରୋଲ ମିଳୁନି, ସାବିତ୍ରୀ ବ୍ରତ ପାଇଁ ଚିନ୍ତାରେ ସତ୍ଯବାନ

May 16, 2026
ତିନିରଥ ୧୪ ନାହାକା ଚଉପଟ କାର୍ଯ୍ୟ ଜାରି

ତିନିରଥ ୧୪ ନାହାକା ଚଉପଟ କାର୍ଯ୍ୟ ଜାରି

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version