• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଆସାମ ଓ ପୁଡୁଚେରୀ ବିଧାନସଭା ନିର୍ବାଚନର ଚୂଡ଼ାନ୍ତ ଫଳାଫଳ ସାମ୍ନାକୁ ଆସିଛି

Proprietor Abhimanyu Maharana by Proprietor Abhimanyu Maharana
May 3, 2021
in ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଆସାମ ଓ ପୁଡୁଚେରୀ ବିଧାନସଭା ନିର୍ବାଚନର ଚୂଡ଼ାନ୍ତ ଫଳାଫଳ ସାମ୍ନାକୁ ଆସିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ଖବର (୦୩ ମଇ ସୋମବାର ) ନୂଆଦିଲ୍ଲୀ :- ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଆସାମ ଓ ପୁଡୁଚେରୀ ବିଧାନସଭା ନିର୍ବାଚନର ଚୂଡ଼ାନ୍ତ ଫଳାଫଳ ସାମ୍ନାକୁ ଆସିଛି । ରବିବାର ସକାଳୁ ଏହି ୪ ରାଜ୍ୟ ଓ ପୁଡୁଚେରୀରେ ଭୋଟ ଗଣତି ଆରମ୍ଭ ହୋଇ ବିଳମ୍ବିତ ରାତି ଯାଏ ଚାଲିଥିଲା । ଗତକାଲି ଠାରୁ ଭୋଟ ଗଣତି ଚାଲିଥିବା ବେଳେ କେଉଁ ଦଳ କେଉଁଠି ସରକାର ଗଠନ କରିବ, ତାହା ଏକ ପ୍ରକାରର ସ୍ପଷ୍ଟ ହୋଇଯାଇଥିଲା । ତେବେ ବିଳମ୍ବିତ ରାତିରେ ଚୂଡ଼ାନ୍ତ ଫଳାଫଳ ସାମ୍ନାକୁ ଆସିଛି  ।

ପଶ୍ଚିମବଙ୍ଗ :-

ଏଠାରେ ଶାସକ ଟିଏମସି ହ୍ୟାଟ୍ରିକ ବିଜୟ ହାସଲ କରିଛି । ୨୯୪ଟି ବିଧାନସଭା ଆସନରୁ ୨୯୨ଟିରେ ଭୋଟ ଗଣତି ହୋଇଥିଲା। ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଟିଏମସି ୨୧୩ଟି ଆସନରେ ଜିତିଥିବା ବେଳେ ବିଜେପି ୭୭ ଓ ଅନ୍ୟାନ୍ୟ ଦଳ ୨ଟି ଆସନରେ ବାଜିମାତ କରିଛନ୍ତି । ଏଠାରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୧୪୭ ।

ଆସାମ :-

ଏଠାରେ ବିଜେପି ଓ କଂଗ୍ରେସ ମେଣ୍ଟ ମଧ୍ୟରେ ଜୋରଦାର ଲଢ଼େଇ ହୋଇଥିଲା । କିନ୍ତୁ ଶେଷରେ ବିଜେପି ପୁଣିଥରେ ଆସାମରେ କ୍ଷମତା ଦଖଲ କରିବାକୁ ସକ୍ଷମ ହୋଇଛି । ୧୨୬ଟି ବିଧାନସଭା ଆସନରୁ ବିଜେପି ୭୬ଟି ଆସନରେ ଜିତିଥିବା ବେଳେ କଂଗ୍ରେସ ମେଣ୍ଟ ୪୯ଟିରେ ସୀମିତ ରହିଛି। ଅନ୍ୟାନ୍ୟ ଦଳ ଖାତାକୁ ଗୋଟିଏ ଆସନ ଯାଇଛି। ଆସାମରେ ସରକାର ଗଠନ ପାଇଁ ମ୍ୟାଜି ନମ୍ବର ହେଉଛି ୬୪ । ତେଣୁ ବିଜେପି ଏଠାରେ ବେଶ ଆରାମରେ ସରକାର ଗଠନ କରିବାକୁ ଯାଉଛି ।

କେରଳ :-

ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନଙ୍କ ଏଲଡିଏଫ ଏଠାରେ ଇତିହାସ ସୃଷ୍ଟି କରିଛି । ଦୀର୍ଘ ୪୦ ବର୍ଷ ଧରି ରାଜ୍ୟରେ ଜାରି ରହିଥିବା ପରମ୍ପରାକୁ ଏଲଡିଏଫ ଭାଙ୍ଗି ଦେଇଛି । କ୍ରମାଗତ ଦ୍ୱିତୀୟ ଥର ପାଇଁ ଏଲଡିଏଫ କ୍ଷମତାକୁ ଫେରି ରେକର୍ଡ ସୃଷ୍ଟି କରିଛି । ଏଲଡିଏଫ କେରଳର ୧୪୦ଟି ବିଧାନସଭା ଆସନରୁ ୯୭ଟିରେ ଜିତିଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ ୪୧ଟିରେ ବାଜିମାତ କରିଛି । ବିଜେପି ଏଠାରେ ମୂଳପୋଛ ହୋଇଯାଇଛି। ଅନ୍ୟାନ୍ୟ ଦଳ ୨ଟି ଆସନ ଜିତିଛନ୍ତି ।

ତାମିଲନାଡୁ :-

ଶାସକ ଏଆଇଏଡିଏମକେ ମେଣ୍ଟକୁ ତାମିଲନାଡୁରେ ଶକ୍ତ ଝଟକା ଲାଗିଛି । ଦଳ ଏଥର କ୍ରମାଗତ ତୃତୀୟ ଥର କ୍ଷମତା ଦଖଲ କରିବାକୁ ଲକ୍ଷ୍ୟ ରଖିଥିଲା । ଏପରି କି ବିଜେପି ସହ ମେଣ୍ଟ ମଧ୍ୟ କରିଥିଲା । ହେଲେ ଏଆଇଏଡିଏମକେର ସବୁ ଯୋଜନାରେ ଏମକେ ଷ୍ଟାଲିନଙ୍କ ଡିଏମକେ ପାଣି ପକାଇ ଦେଇଛି ।

ଡିଏମକେ ୨୩୪ ବିଧାନସଭା ଆସନରୁ ୧୫୬ଟିରେ ଜିତିଥିବା ବେଳେ ଏଆଇଏଡିଏମକେ ମେଣ୍ଟ ୭୬ରେ ସୀମିତ ରହିଛି । ଅନ୍ୟାନ୍ୟ ଦଳ ଖାତାକୁ ୨ଟି ଆସନ ଯାଇଛି । ଏଠାରେ ସାଉଥ ଷ୍ଟାର କମଲ ହାସନ ନିର୍ବାଚନ ଲଢ଼ୁଥିଲେ । ସେ ଦକ୍ଷିଣ କୋଏମ୍ବାଟୁରରୁ ପ୍ରାର୍ଥୀ ହୋଇଥିଲେ । କିନ୍ତୁ ତାଙ୍କୁ ତାମିଲନାଡୁବାସୀ ଗ୍ରହଣ କରିନାହାନ୍ତି । ତାମିଲନାଡୁରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୧୧୮ ।

ପୁଡୁଚେରୀ :-

ଏହି କେନ୍ଦ୍ର ଶାସିତ ଅଞ୍ଚଳରେ ଏନଡିଏ ସରକାର ଗଠନ କରିବାକୁ ଯାଉଛି। ଠିକ୍‌ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସରକାର ବିଧାୟକଙ୍କ ବିଦ୍ରୋହ ଯୋଗୁ ଭୁଶୁଡ଼ି ପଡ଼ିଥିଲା। ଏବେ ପୁଡୁଚେରୀରେ ଏନଡିଏ ବାଜିମାତ କରିଛି। ୩୦ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଏନଡିଏ ୧୬ଟିରେ ଜିତିଥିବା ବେଳେ କଂଗ୍ରେସ ୮ଟି ଆସନରେ ସୀମିତ ରହିଛି। ଅନ୍ୟାନ୍ୟ ଦଳ ଖାତାକୁ ୬ଟି ଆସନ ଯାଇଛି। ଏଠାରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୧୬।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version