• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏସ୍‌ବିଆଇ ଲାଇଫ୍ ଇନ୍‌ସ୍ୟୁରାନ୍ସ ର ୨୦,୬୨୪ କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ୍ ସଂଗ୍ରହ

Proprietor Abhimanyu Maharana by Proprietor Abhimanyu Maharana
May 5, 2021
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ଏସ୍‌ବିଆଇ ଲାଇଫ୍ ଇନ୍‌ସ୍ୟୁରାନ୍ସ ର ୨୦,୬୨୪ କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ୍ ସଂଗ୍ରହ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୦୪ ମେ , ମଙ୍ଗଳବାର ) ଭୁବନେଶ୍ୱର  :– ଦେଶର ଅଗ୍ରଣୀ ଜୀବନ ବୀମା ସେବା ପ୍ରଦାନକାରୀ ଏସ୍‌ବିଆଇ ଲାଇଫ୍ ଇନ୍‌ସ୍ୟୁରାନ୍ସ ପକ୍ଷରୁ ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ଆର୍ଥିକ ବର୍ଷରେ ୨୦,୨୬୪ କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ୍ ସଂଗ୍ରହ କରାଯାଇଛି । ପୂର୍ବବର୍ଷ ଏହି ସମୟରେ କଂପାନି ସଂଗ୍ରହ କରିଥିବା ୧୬,୫୯୨ କୋଟି ଟଙ୍କା ତୁଳନାରେ ଏହା ୫୨% ଅଧିକ । ପ୍ରୋଟେକ୍ସନ୍ ପ୍ଲାନ୍ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେଇ ଏସ୍‌ବିଆଇ ଲାଇଫ୍‌ର ନୂଆ ବ୍ୟବସାୟ ପ୍ରିମିୟମ୍ ଏହି କ୍ଷେତ୍ରରେ ୨୪୫୯ କୋଟି ଟଙ୍କା ହୋଇଛି । ଏକ୍ଷେତ୍ରରେ କଂପାନି ୧୮% ବୃଦ୍ଧି ହାସଲ୍ କରିଛି । ସୁରକ୍ଷା ବ୍ୟକ୍ତିଗତ ନୂଆ ବ୍ୟବସାୟ ପ୍ରିମିୟମ୍‌ରେ ୪୦% ବୃଦ୍ଧି ଘଟି ୭୪୨ କୋଟି ଟଙ୍କା ହୋଇଛି ।

ବ୍ୟକ୍ତିଗତ ନୂଆ ବ୍ୟବସାୟ ପ୍ରିମିୟମ୍ ୧୧% ବୃଦ୍ଧି ପାଇ ୧୨,୪୪୯ କୋଟି ଟଙ୍କା ହୋଇଛି । ଏସ୍‌ବିଆଇ ଲାଇଫ୍‌ର ଟିକସ ପରବର୍ତୀ ଲାଭ ୧୪୫୬ କୋଟି ଟଙ୍କା ହୋଇଛି । ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା କଂପାନିର ସଲ୍‌ଭେନ୍ସି ରେସିଓ ୨.୧୫ ରହିଛି ଯାହା ବୈଧାନିକ ଆବଶ୍ୟକତା ୧.୫୦ ଠାରୁ ଅଧିକ । ଏସ୍‌ବିଆଇ ଲାଇଫ୍‌ର ଏୟୁଏମ୍ ୩୮% ବୃ୍‌ଦ୍ଧି ପାଇ ୨,୨୦,୮୭୧ କୋଟି ଟଙ୍କା ହୋଇଛି ଯାହା ୨୦୨୦ ମାର୍ଚ୍ଚ ୩୧ ବେଳକୁ ୧,୬୦,୩୬୩ କୋଟି ଟଙ୍କା ଥିଲା । କଂପାନିର ଡେବ୍‌ଟ୍ ଟୁ ଇକ୍ୱିଟି ଅନୁପାତ ୭୩:୨୭ ରହିଛି ଓ ଡେବ୍‌ଟ୍‌ର ୯୦% ଉପକରଣ ଏଏଏ ରେଟିଂରେ ରହିଛି । କଂପାନିର ନବୀକରଣ ପ୍ରିମିୟମ୍ ୨୩% ବୃଦ୍ଧି ପାଇ ୨୯,୬୩୦ କୋଟି ଟଙ୍କା ହୋଇଛି । ଗ୍ର୍‌ସ୍ ରିଟେନ୍ ପ୍ରିମିୟମ୍ ୫୦,୦୦୦ କୋଟି ଟଙ୍କା ସ୍ତରକୁ ଅତିକ୍ରମ କରିଛି । ବ୍ୟକ୍ତିଗତ ରେଟେଡ୍ ପ୍ରିମିୟମ୍‌ରେ କଂପାନିର ବଜାର ଅଂଶ ୨୨.୬% ଭଳି ଅଗ୍ରଣୀ ସ୍ତରରେ ରହିଛି । କଂପାନିର ଏକ ଦୃଢ଼ ବିତରଣ ନେଟ୍‌ୱର୍କ ରହିଥିବା ବେଳେ ଏହାର ୨,୨୫,୩୮୧ ତାଲିମ୍‌ପ୍ରାପ୍ତ ବୀମା ପ୍ରଫେସନାଲ୍ ରହିଛନ୍ତି ଏବଂ ସାରା ଦେଶରେ ଏହାର ୯୪୭ କାର୍ଯ୍ୟାଳୟ ରହିଛି । ଏହାର ଦୃଢ଼ ବ୍ୟାଙ୍କାସ୍ୟୁରାନ୍ସ ଚ୍ୟାନେଲ୍‌, ଏଜେନ୍ସି ଚ୍ୟାନେଲ୍‌, କର୍ପୋରେଟ୍ ଏଜେଂଟ୍‌, ବ୍ରୋକର୍‌, ମାଇକ୍ରୋ ଏଜେଂଟ୍‌, ଜନ ସେବା କେନ୍ଦ୍ର, ବୀମା ମାର୍କେଟିଂ ସଂସ୍ଥା, ୱେବ୍ ଏଗ୍ରିଗେଟର୍ ଓ ଡାଇରେକ୍ଟ ବିଜ୍‌ନେସ୍ ଚ୍ୟାନେଲ୍ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version