• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ; ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୫୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
May 6, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ; ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୫୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୬ ମଇ ଗୁରବାର ) ଭୁବନେଶ୍ୱର :- ପୁଣି କରୋନା ବିସ୍ଫୋରଣ । ଟ୍ରେଣ୍ଡ୍‌ ଖସିବା ବଦଳରେ ଦିନକୁ ଦିନ ଭୟଙ୍କର ହେଉଛି । ସଂକ୍ରମଣ ଯେତିକି ଭୟାନକ ହେଉଛି ମୃତ୍ୟୁ ହାରବି ସେତିକି ଡରାଇବା ଭଳି ଆଗକୁ ମାଡ଼ିଚାଲିଛି । ଅନ୍ୟପଟେ ଆନ୍ଧ୍ର ଷ୍ଟ୍ରେନ୍‌ ସୀମାନ୍ତ ଜିଲ୍ଲା ଗୁଡିକ ପାଇଁ ଚିନ୍ତା  ବଢ଼ାଇଛି । ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୫୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ୫୯୪୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୫୭୬ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୧୬୨ ଜଣ କୁ ଛୁଇଁଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି ।

ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଭଳି ଜିଲ୍ଲାରେ ସବୁଠୁ ଭୟାନକ ସ୍ଥିତି ରହିଛି । ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୪୭୭ ଜଣ, ସୁନ୍ଦରଗଡ଼ରୁ ୧୧୮୬ ଜଣ, କଟକରୁ ୯୬୩ ଜଣ,କଳାହାଣ୍ଡିରୁ ୫୭୧ ଜଣ,ବରଗଡ଼ରୁ ୫୪୩ ଜଣ, ସମ୍ବଲପୁରରୁ ୪୬୦ ଜଣ, ନବରଙ୍ଗପୁରରୁ ୪୦୪ ଜଣ, ଅନୁଗୁଳରୁ ୩୮୮ ଜଣ, ଯାଜପୁରରୁ ୩୭୩ ଜଣ,ପୁରୀରୁ ୩୧୯ ଜଣ, ଝାରସୁଗୁଡ଼ାରୁ ୩୧୪ ଜଣ, ନୂଆପଡ଼ାରୁ ୩୦୪ ଜଣ, ମୟୂରଭଞ୍ଜରୁ ୨୮୮ ଜଣ, ନୟାଗଡ଼ରୁ ୨୨୪ ଜଣ,ବୌଦ୍ଧରୁ ୨୫୦ ଜଣ, କେନ୍ଦୁଝରରୁ ୧୯୪ ଜଣ, ଜଗତସିଂହପୁରରୁ ୨୧୭ ଜଣ, କୋରାପୁଟରୁ ୧୮୨ ଜଣ, ଗଞ୍ଜାମରୁ ୧୬୯ ଜଣ, ଭଦ୍ରକରୁ ୧୫୮ ଜଣ, ରାୟଗଡ଼ାରୁ ୧୪୦ ଜଣ, ଗଜପତିରୁ ୧୩୩ ଜଣ,କେନ୍ଦ୍ରାପଡ଼ାରୁ ୧୨୧ ଜଣ, ସୋନପୁରରୁ ୧୧୨ ଜଣ, ଭଦ୍ରକରୁ ୯୭ ଜଣ,ଦେବଗଡ଼ ଓ ଢ଼େଙ୍କାନାଳରୁ ୮୮ ଜଣ ଲେଖାଏଁ, ମାଲକାନଗିିରିରୁ ୮୩ ଜଣ,କନ୍ଧମାଳରୁ ୭୨ ଜଣ ଏବଂ ଷ୍ଟେଟ୍ ପୋଲ୍‌ରୁ ୨୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ଲକ୍ଷ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧ ହଜାର ୫୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୧୦୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୩୬୭୪୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version