• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରତିହିଂସା – ୧୮ ଦିନ ଯୁଦ୍ଧରେ ଦ୍ରୌପଦୀଙ୍କ ବୟସ ଯେମିତି ୮0 ବର୍ଷ ଭଳି ଲାଗୁଥିଲା

Proprietor Abhimanyu Maharana by Proprietor Abhimanyu Maharana
May 9, 2021
in ଓଡ଼ିଶା, ମନୋରଞ୍ଜନ, ହୋମ୍
0
ପ୍ରତିହିଂସା – ୧୮ ଦିନ ଯୁଦ୍ଧରେ ଦ୍ରୌପଦୀଙ୍କ ବୟସ ଯେମିତି ୮0 ବର୍ଷ ଭଳି ଲାଗୁଥିଲା
Share on FacebookShare on TwitterWhatsapp

୧୮ ଦିନ ଯୁଦ୍ଧରେ ଦ୍ରୌପଦୀଙ୍କ ବୟସ ଯେମିତି ୮0 ବର୍ଷ ଭଳି ଲାଗୁଥିଲା, ଶାରୀରିକ ରୂପରେ ଓ ମାନସିକ ରୂପରେ ବି ।

ଓଡ଼ିଶା ତାଜା ନ୍ୟୁଜ୍ (୦୮ ମଇ ଶନିବାର ) ଭୁବନେଶ୍ୱର :- ହସ୍ତିନାପୁର ର ଚାରିଆଡେ ବିଧବା ମାନଙ୍କର କ୍ରନ୍ଦନସ୍ୱର ସାଙ୍ଗକୁ ଶ୍ବାନଶୃଗାଳ ମାନଙ୍କର ବିକଟାଳ ରଡି ଦ୍ରୌପଦୀ ଙ୍କୁ ସ୍ଥାଣୁ କରି ଦେଇଥିଲା । ନଗର ର ଚାରିଆଡେ ପୁରୁଷଶୂନ୍ୟ । ଅନାଥ ପିଲାମାନେ ଯାହା ବୁଲାବୁଲି କରିବାର ଦେଖା ଯାଉଥିଲା । ଦ୍ରୌପଦୀ ନୀରବ, ନିଶ୍ଚଳ ରେ ବସି ଯାହା ଖାଲି ଶୂନ୍ୟ କୁ ଅନାଇଥାନ୍ତି ।

ଠିକ୍ ସେହି ସମୟରେ……..

କୃଷ୍ଣ ଆସି ଦ୍ରୌପଦୀ ଙ୍କ ଉଆସ ରେ ପହଂଚି ଗଲେ ।  କୃଷ୍ଣ ଙ୍କୁ ଦେଖିଦେଇ ଦ୍ରୌପଦୀ କୁଣ୍ଡାଇ ପକେଇ କାନ୍ଦିବାକୁ ଲାଗିଲେ…….

ଦ୍ରୌପଦୀ :—- ଇଏ କ’ଣ ହେଲା ସଖା ? ମୁଁ ତ ଏପରି ହେବ ବୋଲି କେବେ ଚିନ୍ତା କରି ନଥିଲି।

କୃଷ୍ଣ :— ନିୟତି ବହୁତ କ୍ରୁର ପାଂଚାଳି….ସେ ଆମେ ଯାହା ଚିନ୍ତା କରିବା ତାହାର ଅନୁରୂପରେ ଚାଲେ ନାହିଁ । ସେ ଆମର କର୍ମ କୁ ପରିଣାମ ରେ ବଦଳାଇ ଦିଏ।
ତମେ ପ୍ରତିଶୋଧ ନେବାକୁ ଚାହୁଁଥିଲ ଓ ସେଥିରେ ତମେ ସଫଳ ହେଲ। ତୁମର ପ୍ରତିଶୋଧ ପୁରା ହେଲା। ଖାଲି ଦୁର୍ୟୋଧନ ଓ ଦୁଃଶାସନ ନୁହଁନ୍ତି, ପୁରା କୌରବ ବଂଶ ସମାପ୍ତ ହୋଇ ଗଲା। ତମେ ତ ପ୍ରସନ୍ନ ହେବା କଥା ଦ୍ରୌପଦୀ ।

ଦ୍ରୌପଦୀ :– ସଖା ତମେ ମୋ ଘା ରେ ମଲମ ଲାଗେଇବାକୁ ଆସିଛ ନା…ଲୁଣ ଛିଞ୍ଚିବାକୁ ଆସିଛ !..?

କୃଷ୍ଣ :– ନା ଦ୍ରୌପଦୀ, ମୁଁ ତ ତୁମକୁ ବାସ୍ତବକତା କୁ ଅବଗତ କରେଇବାକୁ ଆସିଛି । ଆମର କର୍ମର ପରିଣାମ ଆମକୁ ବହୁଦୂର ପର୍ଯ୍ୟନ୍ତ ଦେଖା ଯାଏ ନାହିଁ,, ଆଉ ଯେତେବେଳେ ଆମକୁ ଦେଖା ଦିଏ ସେତେବେଳେ ଆମ ହାତରେ ଆଉ କିଛି ରହି ନଥାଏ ।

ଦ୍ରୌପଦୀ:— ତା’ହେଲେ କ’ଣ ଏ ଯୁଦ୍ଧ ପାଇଁ ମୁଁ ସମ୍ପୂର୍ଣ୍ଣ ରୂପେ ଦାୟୀ କୃଷ୍ଣ ??

କୃଷ୍ଣ :– ନା ଦ୍ରୌପଦୀ ।  ତମେ ନିଜକୁ ଏତେ ମହତ୍ତ୍ୱପୁର୍ଣ ଭାବନି ।
କିନ୍ତୁ…..
ତମେ ତୁମ କର୍ମରେ ସାମାନ୍ୟ ଅଳ୍ପ ଦୁରଦର୍ଶିତା ଦେଖାଇଥିଲେ, ଆଜି ତମେ ଏତେ କଷ୍ଟ ପାଉ ନ ଥାନ୍ତ ପାଂଚାଳି ।

ଦ୍ରୌପଦୀ :— ମୁଁ କଅଣ କରିପାରି ଥାନ୍ତି ବାସୁଦେବ ???

କୃଷ୍ଣ :– ତମେ ବହୁତ କିଛି କରି ପାରି ଥାନ୍ତ ଦ୍ରୌପଦୀ।

;; ଯେବେ ତୁମର ସ୍ୱୟଂବର ହେଲା….. ସେହି ସମୟରେ ତୁମେ କର୍ଣ୍ଣ ଙ୍କୁ ଅପମାନିତ କରି ନଥିଲେ ଏବଂ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଅନୁମତି ଦେଇଥିଲେ,, ବୋଧହୁଏ ପରିଣାମ ଆଉ କିଛି ହୋଇ ଥା’ନ୍ତା ।

ତା’ପରେ

;; ଯେବେ କୁନ୍ତୀ ତୁମକୁ ପାଞ୍ଚ ପତି ଙ୍କର ପତ୍ନୀ ହେବା ପାଇଁ ଆଦେଶ ଦେଲେ, ସେତେବେଳେ ତୁମେ ଯଦି ସେ ଆଦେଶ କୁ ସ୍ୱୀକାର କରି ନ ଥାନ୍ତ,,, ପରିଣାମ ଆଉ କିଛି ହୋଇ ଥାଆନ୍ତା ।

ଏବଂ..

ତା’ପରେ..

ତମେ ତୁମ ମହଲରେ ଦୁର୍ଯୋଧନ ଙ୍କୁ ଅପମାନିତ କଲ… କି ଅନ୍ଧ ର ପୁତ୍ର ଅନ୍ଧ ବୋଲି କହିଲ। ସେ କଥା କହି ନଥିଲେ ତୁମର ବସ୍ତ୍ର ହରଣ ହୋଇ ନଥାନ୍ତା। ତେବେ ବୋଧହୁଏ ପରିସ୍ଥିତି ଆଉ କିଛି ହୋଇଥାନ୍ତା ।

ଆଉ ହଁ, ଆମର ଶବ୍ଦ ଆମର କର୍ମ ହୋଇଥାଏ ଦ୍ରୌପଦୀ । ଆଉ ଆମକୁ ପ୍ରତି ଶବ୍ଦ କହିବା ପୂର୍ବରୁ ଭାବି ଚିନ୍ତି କହିବାକୁ ହୋଇ ଥାଏ। ଅନ୍ୟଥା ତାହାର ଦୁଷ୍ପରିଣାମ। କେବଳ ନିଜକୁ ନୁହେଁ, ପୁରା ପରିବେଶ କୁ ଦୁଃଖୀ କରି ଦେଇ ଥାଏ ।

ସଂସାରରେ ମନୁଷ୍ୟ ଏକ ମାତ୍ର ପ୍ରାଣୀ, ଯାହାର ବିଷ ତାହାର ଦାନ୍ତ ରେ ନୁହେଁ…. ଶବ୍ଦ ରେ ଥାଏ ।

ଏଥିପାଇଁ ଶବ୍ଦର ପ୍ରୟୋଗ ଭାବି ଚିନ୍ତି କରିବା ଉଚିତ୍। ଏପରି ଶବ୍ଦ ପ୍ରୟୋଗ କର, ଯାହା କାହାର ଭାବନା କୁ କୁଠାର ଘାତ ନ କରୁ। କେହି ପ୍ରତିହିଂସା ପରାୟଣ ନହେଉ, କାହିଁକି ନା ମହାଭାରତ ଆମ ଭିତରେ ଲୁଚି କି ଅଛି । କେବଳ ଶବ୍ଦର ଅପେକ୍ଷା । ଜୟ ଶ୍ରୀକୃଷ୍ଣ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version