• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଆଜି ଆଉ ଏକ ଧକ୍କା ଲାଗିଛି

Proprietor Abhimanyu Maharana by Proprietor Abhimanyu Maharana
May 10, 2021
in ଓଡ଼ିଶା, ଦେଶ, ହୋମ୍
0
ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଆଜି ଆଉ ଏକ ଧକ୍କା ଲାଗିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ମେ ,ସୋମବାର ) କାଠମାଣ୍ଡୁ :- ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଆଜି ଆଉ ଏକ ଧକ୍କା ଲାଗିଛି । ନେପାଳ ସଂସଦର ପ୍ରତିନିଧିସଭାରେ ଅନୁଷ୍ଠିତ ଆସ୍ଥାଭୋଟରେ ସେ ପରାଜିତ ହୋଇଛନ୍ତି । ୨୭୫ ସଦସ୍ୟଭିତ୍ତିକ ପ୍ରତିନିଧିସଭାରେ ଆସ୍ଥାଭୋଟ ଜିତିବାକୁ ଅତିକମରେ ୧୩୬ଟି ଭୋଟ ଦରକାର ହେଉଥିବାବେଳେ ସେ ମାତ୍ର ୯୩ଟି ଭୋଟ ପାଇଥିଲେ । ତାଙ୍କ ବିରୋଧରେ ୧୨୪ଟି ଭୋଟ ପଡ଼ିଥିଲା ।

ଏପରିକି ଓଲିଙ୍କ ଦଳରେ କେତେକ ସଦସ୍ୟ ହ୍ବିପକୁ ଅବଜ୍ଞା କରି ଭୋଟଦାନରୁ ଅନୁପସ୍ଥିତ ରହିଥିଲେ । ଏହା ଫଳରେ ନେପାଳରେ ଗତ ୩୮ ମାସ ଧରି ଚାଲିଥିବା ଓଲି ସରକାରର ପତନ ହୋଇଯ଼ାଇଛି । ପୁଷ୍ପକମଲ ଦହଲ ପ୍ରଚଣ୍ଡଙ୍କ ନେତୃତ୍ବାଧୀନ କମ୍ୟୁନିଷ୍ଟ ପାର୍ଟି ଅଫ ନେପାଳ (ମାଓଇଷ୍ଟ ସେଣ୍ଟର) ସମର୍ଥନ ପ୍ରତ୍ୟାହାର କରିବା ପରେ ଓଲି ସରକାର ସଂଖ୍ୟାଲଘୁରେ ପରିଣତ ହୋଇଯ଼ାଇଥିଲା ।

ନେପାଳ କମ୍ୟୁନିଷ୍ଟ ପାର୍ଟିରେ କ୍ଷମତା କନ୍ଦଳ ଯ଼ୋଗୁଁ ନେପାଳରେ ଗତ ବର୍ଷଠାରୁ ରାଜନୈତିକ ସଂକଟ ଲାଗି ରହିଛି । ଗତ ଡିସେମ୍ବର ୨୦ରେ ନେପାଳର ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରି ସଂସଦକୁ ଭାଙ୍ଗିଦେବା ସହ ଏପ୍ରିଲ ୩୦ ଓ ମେ ୧୦ରେ ସାନି ନିର୍ବାଚନ ଘୋଷଣା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version