• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟୀକା ଯେପରି ଓଡ଼ିଶାର ଲୋକ ସୁବିଧା ରେ ପାଇ ପାରିବେ ସେଥିପାଇଁ ବିଶ୍ଵର ବିଭିନ୍ନ ଟୀକା କମ୍ପାନୀ ରୁ ଟୀକା ସଗ୍ରହ ପାଇଁ ପଦକ୍ଷେପ ନିଆଯିବ

Proprietor Abhimanyu Maharana by Proprietor Abhimanyu Maharana
May 11, 2021
in ଓଡ଼ିଶା, ମହାନଗର, ହୋମ୍
0
ଟୀକା ଯେପରି ଓଡ଼ିଶାର ଲୋକ ସୁବିଧା ରେ ପାଇ ପାରିବେ ସେଥିପାଇଁ ବିଶ୍ଵର ବିଭିନ୍ନ ଟୀକା କମ୍ପାନୀ ରୁ ଟୀକା ସଗ୍ରହ ପାଇଁ ପଦକ୍ଷେପ ନିଆଯିବ
Share on FacebookShare on TwitterWhatsapp

କୋଭିଡ଼ ଯୋଦ୍ଧା ଙ୍କ କାମର ଉଚ୍ଚ ପ୍ରଶଂସା । କୋଭିଡ଼ ନିୟମର କଡ଼ାକଡ଼ି ପାଳନ ପାଇଁ ଜନସାଧାରଣ ଙ୍କୁ ନିବେଦନ

ଓଡ଼ିଶା ତାଜା ନ୍ୟୁଜ୍ (୧୦ ମେ ,ସୋମବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ନିମ୍ନୋକ୍ତ ସକଳ୍ପ ଗୃହୀତ ହୋଇଛି । କୋଭିଡ଼19 ମହାମାରୀ ବିରୁଦ୍ଧରେ ଆମର ଲଢ଼େଇ ରେ ଆମର କୋଭିଡ଼ ଯୋଦ୍ଧା ମାନେ ଯେପରି ନିଷ୍ଠା ଓ ତ୍ୟାଗ ମନୋଭାବ ନେଇ କାମ ଜାରି ରଖିଛନ୍ତି ରାଜ୍ୟ କ୍ୟାବିନେଟ ତାର ଉଚ୍ଚ ପ୍ରଶଂସା କରୂଛି । କୋଭିଡ଼ ବିରୁଦ୍ଧରେ ଚାଲିଥିବା ଲଢ଼େଇ ରେ ରାଜ୍ୟ ସରକାର ନେଇ ଥିବା ବିଭିନ୍ନ ପଦକ୍ଷେପ ଯଥା testing tracing vaccination lockdown ଇତ୍ୟାଦି ରେ ଓଡ଼ିଶା ବାସୀ ଯେଭଳି ସହଯୋଗ ଯୋଗାଇ ଆସିଛନ୍ତି ସେଥିପାଇଁ ରାଜ୍ୟ କ୍ୟାବିନେଟ ରାଜ୍ୟ ବାସୀଙ୍କ ନିକଟରେ କୃତଜ୍ଞ ।  

ଭବିଷ୍ୟତ କୋଭିଡ଼ ସକ୍ରମଣରୁ ରାଜ୍ୟ ବାସୀଙ୍କୁ ସୁରକ୍ଷା ଦେବା ତଥା ଅମୂଲ୍ୟ ଜୀବନ ରଷା କରିବା ନିମନ୍ତେ ଟୀକାକରଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଇସ୍ରାଏଲ ପରି ଦେଶ ଯେଉଁ ମାନେ କି ତାଙ୍କ ଜନସଂଖ୍ୟା ର ବୃହତର ଭାଗର ଟୀକାକରଣ କରିସାରିଛନ୍ତି ,ସେମାନେ ଏବେ ସ୍ବାଭାବିକତା ଆଡ଼କୁ ଫେରୁଛନ୍ତି । ରୋଗର ଜଟିଳତା ହ୍ରାସ କରି ରୋଗୀର ଜୀବନ ରଷା ଦିଗରେ ଟୀକାକରଣ ବହୁତ ଫଳପ୍ରଦ ହେଉଥିବା ଜଣାପଡିଛି ।ବିପଦପୂର୍ଣ୍ଣ କାର୍ଯ୍ୟ ପରିବେଶ ସତ୍ବେ କୋଭିଡ଼ ଯୁଦ୍ଧ ରେ ନିୟୋଜିତ ଆମର ଆଗ ଧାଡ଼ି କର୍ମଚାରୀ ତଥା ସ୍ବାସ୍ଥ୍ୟ ସେବା ରେ ନିୟୋଜିତ କର୍ମଚାରୀ ମାନେ ଯେଉଁ ମାନଙ୍କର ସମ୍ପୂର୍ଣ୍ଣ ଟୀକାକରଣ ହୋଇ ଯାଇଛି । ଟୀକା ନେଇଥିବା ବ୍ୟକ୍ତି ମାନଙ୍କ ର ସକ୍ରମଣ ହେଲେ ବି ତାହା ବହୁତ କମ୍ ଲଷଣ ଯୁକ୍ତ ହେଉଥିବା ଦେଖାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାବାସୀଙ୍କ ପାଇଁ ଟୀକା ସଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟୀକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟ ବାସୀଙ୍କୁ ସୁରଷିତ ରଖିବା ଏବଂ ଶୀଘ୍ର ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସକଲ୍ପବଦ୍ଧ ।

ଏହି ଉଦ୍ଦେଶ୍ୟ ରେ ଓଡ଼ିଶା ବାସୀ ଯେପରି ସୁବିଧା ରେ ଟୀକା ପାଇ ପାରିବେ ସେଥିପାଇଁ ବିଶ୍ବର ବିଭିନ୍ନ ପ୍ରମୁଖ ଟାକା କମ୍ପାନୀରୁ ଟୀକା ସଗ୍ରହ ନିମନ୍ତେ ପଦକ୍ଷେପ ନିଆଯିବ ।ଏଥିପାଇଁଏକ global tender ଜାରି କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କରିଛନ୍ତି । ଆମର ବିପଦସକୁଳ ଜନସାଧାରଣ ଙ୍କ ର ଶୀଘ୍ର ଟୀକାକରଣ ଏବଂ ମୂଲ୍ୟ ବାନ ଜୀବନ ର ସୁରକ୍ଷା ସହିତ ଲୋକଙ୍କ ଜୀବନଜୀବିକା ର ପୁନସ୍ଥାପନରେ ଏହା ସହାୟକ ହେବ ।ଏଥିପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ ।ଏବଂ ଏହା ବିଶଦ ବ୍ୟବସ୍ଥା ଉପରେ ଧ୍ୟାନ ଦେବ । ଟୀକା ଉପରୁ ସମସ୍ତ ପ୍ରକାର ଟିକସ ଉଠାଇ ଦେବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି ।ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍ ଚାପ ପଡ଼ିବ ଏବଂ ସାର୍ବଜନୀନ ଟୀକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହା ବିଶେଷ ସହାୟକ ହେବ ।

କୋଭିଡ଼ ବିରୁଦ୍ଧରେ ଚାଲିଥିବା ଏ ଲଢ଼େଇ ଏକ ବହୁତ ଲମ୍ବା ଲଢ଼େଇ । ତେଣୁ କେନ୍ଦ୍ର ସରକାର ବିଭିନ୍ନ ସେସ୍ ଓ ସରଚାର୍ଯ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳ କୁ ରାଜ୍ୟ ମାନଙ୍କ ମଧ୍ୟ ରେ ଉପଯୁକ୍ତ ଭାବରେ ବଣ୍ଟନ କରାଯିବାର ଆବଶ୍ୟକତା ରହିଛି । ଏହି ଜଟିଳ ପରିସ୍ଥିତିରେ କୋଭିଡ଼ ଲଢ଼େଇ ରେ ରାଜ୍ୟ ମାନଙ୍କ ଅର୍ଥିକ ସ୍ଥିତିକୁ ମଜବୁତ କରିବାରେ ଏହା ଶକ୍ତି ଯୋଗାଇବ । ରାଜ୍ୟ ସରକାର ତାଙ୍କର ଉପଲବ୍ଧ ସମ୍ବଳର ବିନିଯୋଗ କରି କୋଭିଡ଼ ବିରୁଦ୍ଧରେ ଲଢ଼େଇ କୁ ଜୋରଦାର କରିବା ଏବଂ କୋଭିଡ଼ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇବା ପାଇଁ ତାଙ୍କର ଦୃଢ଼ ସକଳ୍ପର ପୁନଘୋଷଣା କରୁଛନ୍ତି । ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା ,ବାରମ୍ବାର ସାବୁନ ରେ ଭଲ ଭାବେ ହାତ ଧୋଇବା ,ସାମାଜିକ ଦୂରତା ରଷା କରିବା ,ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦି କୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ଜନସାଧାରଣ ଙ୍କୁ ବିନମ୍ର ଅନୁରୋଧ ଜଣାଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

April 28, 2026
ପୂଜ୍ୟପୂଜା କମିଟି ପକ୍ଷରୁ ମଧୁ ଜୟନ୍ତୀ ପାଳିତ

ପୂଜ୍ୟପୂଜା କମିଟି ପକ୍ଷରୁ ମଧୁ ଜୟନ୍ତୀ ପାଳିତ

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version