• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଯୁବ ଜନତା ଦଳର କୋଭିଡ୍‌ ସମୀକ୍ଷା ବୈଠକ ସମ୍ବନ୍ଧୀୟ ୱେବିନାର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 12, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ବିଜୁ ଯୁବ ଜନତା ଦଳର କୋଭିଡ୍‌ ସମୀକ୍ଷା ବୈଠକ ସମ୍ବନ୍ଧୀୟ ୱେବିନାର ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ମଇ ବୁଧବାର ) ଭୁବନେଶ୍ୱର :- ଜିଲ୍ଲା ଏବଂ ବ୍ଲକ ସ୍ତରରେ ଜୀବନ ବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ । ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତାକୁ ସଦାସର୍ବଦା ପ୍ରାଥମିକତା ଦେଇ ଆସିଛି ବିଜୁ ଯୁବଜନତା ଦଳ । ଏହି ପରିପ୍ରେକ୍ଷୀରେ ୱେବିନାର ମାଧ୍ୟମରେ ଯୁବ ବିଜେଡି ପକ୍ଷରୁ କୋଭିଡ୍‌ ସହାୟତା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବଜନତା ଦଳର ରାଜ୍ୟ ସଭାପତି ତଥା ମାନ୍ୟବାର ବିଧାୟକ ଡଃ ବ୍ୟୋମକେଶରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ୱେବିନାରରେ ମୁଖ୍ୟ ଅତିଥି ଭାବେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ମାନ୍ୟବର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇ କହିଥିଲେ ଯେ ‘ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ମାଧ୍ୟମରେ ଆଜି ଓଡିଶା ସମଗ୍ର ବିଶ୍ୱରେ କରୋନା ମୁକାବିଲା କରିବା କ୍ଷେତ୍ରରେ ପ୍ରଶଂସିତ ହେଉଛି ଏବଂ କୋଭିଡ୍‌ ଟିକା ପାଇଁ ଗ୍ଲୋବାଲ ଟେଣ୍ଡର କରି ଅନ୍ୟ ରାଜ୍ୟ ପାଇଁ ଉଦାହରଣ ସୃଷ୍ଟି କରିପାରିଛି ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ । ସେଥିପାଇଁ ଜୀବନ ବିନ୍ଦୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିବା ସହ ଜନସାଧାରଣଙ୍କୁ କୋଭିଡ୍‌ ସହାୟତା ଯୋଗାଇ ଦେବା ପାଇଁ ଯୁବ ବିଜେଡିର ପ୍ରତ୍ୟେକ କର୍ମକର୍ତାଙ୍କୁ ଆହ୍ୱନ ଦେଇଥିଲେ ।’ ଡଃରାୟ କହିଥିଲେ ବିଜୁ ଯୁବ ଜନତା ଦଳର ପ୍ରତ୍ୟେକ କର୍ମକର୍ତା ସାମାଜିକ ପ୍ରତିବଦ୍ଧତା ପାଇଁ ସଂକଳ୍ପ ବଦ୍ଧ ।ଟିକାକରଣ ପୂର୍ବରୁ କୋଭିଡ୍ ନିୟମକୁ ପାଳନ କରି ପ୍ରତ୍ୟେକଜିଲ୍ଲା ଏବଂ ବ୍ଲକ ସ୍ତରରେ ଯୁବ ବିଜେଡି ଜୀବନ ବିନ୍ଦୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରିବଏବଂକୋଭିଡ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଜାରି ରଖିବ ।

ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ (ଯୁବବ୍ୟାପାର) ତଥା ମାନ୍ୟବର ବିଧାୟକଶ୍ରୀ ପ୍ରଣବ କୁମାର ବଳବନ୍ତରାୟ ବିଜେଡିର ପ୍ରତ୍ୟେକଟି ସାମାଜିକ ପ୍ରତିବଦ୍ଧତାକୁ ଯୁବ ବିଜେଡି ସଫଳ କରୁଥିବାରୁ ପ୍ରତ୍ୟେକ ଯୁବ କର୍ମକର୍ତାଙ୍କୁ ଧନ୍ୟବାଦ ଏବଂ ଜୀବନ ବିନ୍ଦୁ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ସମସ୍ତଙ୍କୁ କହିଥିଲେ ।ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କରୋନା ସାଙ୍ଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲା ଗସ୍ତ କରି କୋଭିଡ୍‌ ସମୀକ୍ଷା ଏବଂ କୋଭିଡ୍‌ ସ୍ଥିତର ସୁପରିଚାଳନା କରିଥିବାରୁ ବିଜୁ ଯୁବ ଜନତା ଦଳ ଶ୍ରୀ ଦାସଙ୍କ ଏହି ଉଦ୍ୟମ କୁ ଭୁୟସୀ ପ୍ରଶଂସା କରାଯାଇଥିଲା ।

ଏହି ବିଜେଡି ସହାୟତା ସମୀକ୍ଷା ବୈଠକରେ ବିଜେଡି ଆଇ.ଟି ସଂଯୋଜକ ଶ୍ରୀ ସୁବ୍ରତ ଛାଟୋଇଙ୍କ ସମେତ ବିଜୁ ଯୁବ ଜନତା ଦଳର ସମସ୍ତ ରାଜ୍ୟ ବରିଷ୍ଠ ଉପସଭାପତି, ଜୋନ୍‌ ସଭାପତି, ଉପସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକ, ଯୁଗ୍ମ ସମ୍ପାଦକ, ଜିଲ୍ଲା ସଭାପତି ଏବଂ ସମସ୍ତ ଡିଜିଟାଲ ସମ୍ପାଦକ ମାନେ ଯୋଗଦେଇ ନିଜର ମତାମତ ଉପସ୍ଥାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 19, 2026
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 19, 2026
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version