• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ବିରୋଧିଦଳ ର ପରାଜିତ ନେତା ଚୁପ୍ ରହୁଥିବା ନେଇ ସୋସିଆଲ ମିଡିଆରେ ଭାଇରାଲ

Proprietor Abhimanyu Maharana by Proprietor Abhimanyu Maharana
May 12, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ବିରୋଧିଦଳ ର ପରାଜିତ ନେତା ଚୁପ୍ ରହୁଥିବା ନେଇ ସୋସିଆଲ ମିଡିଆରେ ଭାଇରାଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ମଇ ବୁଧବାର )ପାଟଣାଗଡ଼ :- ବର୍ତ୍ତମାନ କରୋନା ବିପତ୍ତି ସମୟରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ଜନସାଧାରଣ , ଗରିବ ଅସହାୟ ନିଦ ମଜୁରିଆ ପରିବାର ଦୂର୍ଦ୍ଧିନ ଭାବରେ ଜୀବନ ଅତିବାହିତ କରୁଛନ୍ତି । ଏହି କରୋନା ମହାମାରୀ ବିପତ୍ତି କାଳରେ ପାଟଣାଗଡ଼ ରେ ଏତେ ସବୁ ଭ୍ରଷ୍ଟାଚାର ଚାଳିଛି । ହେଲେ ପାଟଣାଗଡ଼ ଉପଖଣ୍ଡ ଜନସାଧାରଣ ଙ୍କ ପାଇଁ କିଛି ନକରି ଚୁପ୍ ରହୁଥିବା ଜାତୀୟ ବିରୋଧିଦଳ ପରାଜିତ ନେତା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଜାତୀୟ କଂଗ୍ରେସ ଦଳର ପରାଜିତ ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ପୁରୋହିତ ।

ହେଲେ ଏଠି କେତେ ଜଣ ଛାତ୍ର ନେତା ଜଗଜୀବନ ଭୋଇ ଓ ସମାଜସେବୀ ଆଗଧାଡିର ଆଦିବାସୀ ନେତା ଗିରିଧାରୀ ଭୋଇ ପ୍ରଶ୍ନ ଉଠାଇଛନ୍ତି ବର୍ତ୍ତମାନ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ରେ କିଏ ବିରୋଧୀ ଦଳ ର ଭୂମିକା ନିର୍ବାହ କରୁଛନ୍ତି । ଏ ମହାମାରୀ ବିପତ୍ତି ସମୟରେ ପାଟଣାଗଡ଼ ରେ ଏତେ ସବୁ ଭ୍ରଷ୍ଟାଚାର ହେଉଛି । ହେଲେ ଶାସକଦଳ ର ଦଳ ର ନେତାଙ୍କୁ ପ୍ରଶ୍ନ କରୁନାହାନ୍ତି କାହିଁକି ବୋଲି ପ୍ରଶ୍ନ ଉଠାଇଛନ୍ତି । ନିର୍ବାଚନ ସମୟରେ ବିରୋଧିଦଳ ପ୍ରାର୍ଥି ଭାବେ କେବଳ ନିର୍ବାଚନ ଲଢ଼ିବେ କି? ବର୍ତମାନ କରୋନା ମହାମାରୀ ସମୟରେ ପାଟଣାଗଡ଼ ଉପଖଣ୍ଡର ଗ୍ରାମାଞ୍ଚଳରେ ଗରିବ ଓ ପାଟଣାଗଡ଼ ସହର ରେ ଥିବା ଅସହାୟ ଗରିବ ବୃଦ୍ଧ ବୃଦ୍ଧା ମହିଳା ଲୋକଙ୍କୁ ,ମାସ୍କ ସାନିଟାଇଜର ଗ୍ଲୋଭ , ଶୁଖିଲା ଖାଦ୍ୟ, ରନ୍ଧା ଖାଦ୍ୟ , ନିତ୍ୟବ୍ୟବହାର୍ଯ୍ୟ ଆଦି ଜିନିଷ ନିଜସ୍ବ ଖର୍ଚ୍ଚ ରେ ସ୍ଥାନୀୟ ସାମାସେବୀ , ଅନେକ ସଂଗଠନ,ଓ ବିଭିନ୍ନ ସଂଘ ରେ ପଦପଦବୀରେ ରହିଥିବା ବ୍ୟକ୍ତି ବିଶେଷ ମାନେ ବଣ୍ଟନ କରୁଥିବା ଦେଖିବାକୁ ମିଳିଛି ।

ହେଲେ ପାଟଣାଗଡ଼ ଉପଖଣ୍ଡ ରେ ଅନେକ ସମସ୍ୟା ଦେଖାଦେଇଥିବା ବେଳେ ପରାଜିତ ବିରୋଧୀ ଦଳର ନେତାମାନେ ଚୁପ୍ ରହୁଥିବା ନେଇ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ପୋଷ୍ଟ ଦେଖିବାକୁ ମିଳିଛି । କେବଳ ନିର୍ବାଚନ ଲଢ଼ିବା ଜଣେ ସମାଜସେବୀ ବାରମ୍ବାର ପ୍ରଶ୍ନ କରିଛନ୍ତି କଣ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ପରାଜିତ ବିରୋଧୀ ଦଳ ନେତା ମାନଙ୍କ ଚୁପ୍ ରହି ବା ଲଜ୍ୟା ଜନକ କଥା ନୁହେଁ କି ବୋଲି ପ୍ରଶ୍ନ କରିଛନ୍ତି । ସମାଜ ସେବୀ ଙ୍କ ସୋସିଆଲ ମିଡିଆରେ ଭାଇରାଲ ପୋଷ୍ଟ ଅନୁସାରେ ପରାଜିତ ବିରୋଧୀ ଦଳର ନେତାମାନେ ପୁରାପୁରି ଚୁପଚାପ୍ ରହିଥିବା ହେତୁ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ବିରୋଧିଦଳ ରେ ଥାଇ ସୁଦ୍ଧା ଏଡେ ବଡ ମହାମାରୀ ବିପତ୍ତି ସମୟରେ ମଧ୍ୟ କିଛି କରୁନାହାନ୍ତି ।

ଶାସକ ଦଳ ର ବିଧାୟକ ଙ୍କୁ ମଧ୍ୟ କିଛି ପ୍ରଶ୍ନ କରୁନାହାନ୍ତି ବୋଲି ସୋସିଆଲ ମିଡିଆରେ ଏକ ପୋଷ୍ଟ ଘୁରି ବୁଲୁଥିବା ଦେଖିବାକୁ ମିଳିଛି । ଅନ୍ୟ ଦିଗରେ କରୋନା ମହାମାରୀ ସମୟରେ ଗରିବ ଅସହାୟ ଲୋକଙ୍କୁ ସହାୟତା ର ହାତ ବଢ଼ାଇଥିବା ଉପରୋକ୍ତ ବ୍ୟକ୍ତି ବିଶେଷ , ଅନୁଷ୍ଠାନ , ସମାଜସେବୀ ପାଟଣାଗଡ଼ ଉପଖଣ୍ଡ ରେ ବସବାସ କରୁଥିବା ଅସହାୟ ଗରିବ ଲୋକଙ୍କ ମଧ୍ୟରେ ତଥା ଜନସାଧାରଣ ଙ୍କ ପାଇଁ ଉଦାହରଣ ପାଲଟିଛନ୍ତି । (ପାଟଣାଗଡ଼/ଗୋରେଖନାଥ ବରିହା)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version