• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲାର କୋଭିଡ ପର୍ଯ୍ୟବେକ୍ଷକ ତଥା ଆରଡିସି ଅନିଲ ସାମଲ ଜିଲ୍ଲା ପ୍ରଶାସନ ସହ କୋଭିଡ ସ୍ଥିତି ନେଇ ଡିଜିଟାଲ ପ୍ଲାଟଫର୍ମରେ ସମୀକ୍ଷା କରି ସନ୍ତୋଷ ବ୍ୟକ୍ତ କଲେ

Proprietor Abhimanyu Maharana by Proprietor Abhimanyu Maharana
May 13, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲାର କୋଭିଡ ପର୍ଯ୍ୟବେକ୍ଷକ ତଥା ଆରଡିସି ଅନିଲ ସାମଲ ଜିଲ୍ଲା ପ୍ରଶାସନ ସହ କୋଭିଡ ସ୍ଥିତି ନେଇ ଡିଜିଟାଲ ପ୍ଲାଟଫର୍ମରେ ସମୀକ୍ଷା କରି ସନ୍ତୋଷ ବ୍ୟକ୍ତ କଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ମଇ ଗୁରୁବାର )ନୟାଗଡ଼ :- ଆଜି ଭରଚୁଆଲ ମାଧ୍ୟମରେ କେନ୍ଦ୍ରାଞ୍ଚଳ ଆର ଡି ସି ତଥା କୋଭିଡ ଅବଜର୍ଭର ଶ୍ରୀଯୁକ୍ତ ଅନୀଲ କୁମାର ସାମଲ IAS ଜିଲ୍ଲା ର କୋଭିଡ ପରିସ୍ଥିତି ଉପରେ ସମିକ୍ଷ୍ୟା କରିଛନ୍ତି । ଜିଲ୍ଲାପାଳ ଡ଼ ପୋମା ଟୁଡୁ IAS , CDMO , PD DRDA , Sub collector ଙ୍କୁ ଜିଲ୍ଲା ର ପରିସ୍ଥିତି ଉପରେ ପଚାରି ବୁଝିଛନ୍ତି । ମୋଟାମୋଟି ଜିଲ୍ଲା ର ପରିସ୍ଥିତି ବର୍ତମାନ ସୁଦ୍ଧା ଭଲ ଅଛି । ଦରକାର ଅନୁସାରେ oxgen cylinder ଅଛି ଏବଂ ଟୀକା ପରିମାଣ ଉପଲବ୍ଧ ଅନୁଯାୟୀ ଟୀକାକରଣ ଉପରେ ଗୁରୁତ୍ୱ ଦିଆ ଯାଉଛି ।

ଯେଉଁମାନେ ପ୍ରଥମ ଟୀକା ନେଇ ସାରିଛନ୍ତି , ସେମାନେ କିପରି ଦ୍ୱିତୀୟ ଟୀକା ନେଇ ପାରିବେ ସେଥିପାଇଁ ପ୍ରାଧାନ୍ୟ ଦିଆ ଯାଉଛି । ଜିଲ୍ଲାପାଳ ପ୍ରତି ମୁହୂର୍ତ୍ତ ରେ ପରିସ୍ଥିତି ଉପରେ ନଜର ରଖିଛନ୍ତି ଆଉ ବ୍ଲକ ଏବଂ ଜିପି wise ପରିସ୍ଥିତି ପରଖୁଛନ୍ତି । ଜିଲ୍ଲା ରେ କୋଭିଡ monitoing cell , RRT ଟିମ , enforcement ଆଦି କଡାକଡି କରାଯାଇଛି । ପ୍ରତେକ home isolation case କୁ କଡାକଡି follow up କରା ଯାଉଛି । ଜିଲ୍ଲା ରେ ଅଧିକ ସଂଖ୍ୟା ରେ testing କରିବା ଉପରେ ଗୁରୁତ୍ୱ ଦିଆ ଯାଉଛି ।

ଛୋଟ ଛୋଟ area କୁ ନେଇ micro containtmemt କରାଯାଇ କୋଭିଡ ନ ବ୍ୟାପିବା ପାଇଁ ଗୁରୁତ୍ୱ ଦିଆ ଯାଉଛି ଆଉ ଯେଉଁମାନେ ବାହାରୁ ରାଜ୍ୟ ରୁ ଆସିବେ ସେମାନଙ୍କ ପାଇଁ କ୍ଲଷ୍ଟର TMC ର ବ୍ୟବସ୍ତା କରାଯାଇଛି । ବ୍ଲକ ପ୍ରଶାସନ, ପଂଚାୟତ ପ୍ରତିନିଥି ମାନଙ୍କ ମିଳିତ ସହଯୋଗ ରେ ପରିସ୍ଥିତି କୁ ନିୟନ୍ତ୍ରଣ କରାଯାଇପାରିବ । ଲୋକ ମାନଙ୍କ ସତେଚନେତା ଉପରେ ମଧ୍ୟ ବହୁତ ଗୁରୁତ୍ୱ ଦିଆଯାଇଛି । (ରିପୋର୍ଟ-ରାମକୃଷ୍ଣ ରଥ, ନୟାଗଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version