• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନାର କରୁଣ ଚିତ୍ର : ନିଆଳିରେ କାନ୍ଧ ଦେବାକୁ ଆସିଲେନି ସମ୍ପର୍କୀୟ; ସାମ୍ବାଦିକ କଲେ ସଂସ୍କାର

Proprietor Abhimanyu Maharana by Proprietor Abhimanyu Maharana
May 14, 2021
in ଓଡ଼ିଶା, କଟକ, କରୋନା, ହୋମ୍
0
କରୋନାର କରୁଣ ଚିତ୍ର : ନିଆଳିରେ କାନ୍ଧ ଦେବାକୁ ଆସିଲେନି ସମ୍ପର୍କୀୟ; ସାମ୍ବାଦିକ କଲେ ସଂସ୍କାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମେ ଶୁକ୍ରବାର ) କଟକ :- ସଂକ୍ରମଣ ଭୟରେ କେହି ଛୁଇଁଲେନି ମୃତଦେହ । ମହାମାରୀ କରୋନାକୁ ଭୟକରି କାନ୍ଧ ଦେବାରୁ ଦୂରେଇ ଗଲେ ଆତ୍ମୀୟ । କରୋନା କାଳରେ ଏପରି କରୁଣ ଚିତ୍ର ଆସିଛି କଟକ ଜିଲ୍ଲାର ନିଆଳି ଅଞ୍ଚଳରୁ । ଏପରି ସମୟରେ ଜୀବନକୁ ଖାତିର ନକରି ଆଗକୁ ଆସିଲେ କିଛି ଗଣମାଧ୍ୟମ ପ୍ରତିନିଧି, ସ୍ଥାନୀୟ ବୁଦ୍ଧିଜୀବୀ, ତହସିଲଦାର ଓ ସ୍ଥାନୀୟ ସରପଂଚ ।

ନିଆଳି ବ୍ଲକ କୃଷ୍ଣପ୍ରସାଦ ପଂଚାୟତର ସାରଣା ପାରିବସ୍ତ ଗାଁର ନରେନ୍ଦ୍ର ପ୍ରଧାନ ନାମକ ଜଣେ ୫୫ ବର୍ଷୀୟ ବୃଦ୍ଧ କିଛି ଦିନ ଧରି ଜରରେ ପୀଡିତ ଥିଲେ । ଗତକାଲି ତାଙ୍କ ଦେହ ଅସୁସ୍ଥ ହେବା ପରେ ସେ ଆଖି ବୁଜିଥିଲେ । ଶବ ଉଠାଇବାକୁ କେହି ଆସିନଥିଲେ ଆଗକୁ ।

ଘରେ ସେମିତି ପଡ଼ିରହିଥିଲା ଶବ । ଖବର ପାଇ ନିଆଳି ତହସିଲଦାର ପହଞ୍ଚି ସ୍ଥାନୀୟ ସରପଞ୍ଚଙ୍କ ସହାୟତାରେ ଶବଦାହ ବ୍ୟବସ୍ଥା କରିଥିଲେ । ଏଥିରେ ସହଯୋଗର ହାତ ବଢାଇଥିଲେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧି। ସମସ୍ତେ ପିପିଇ କିଟ୍ ପିନ୍ଧି ମୃତ ନରେନ୍ଦ୍ରଙ୍କ ଘର ଠାରୁ କିଛି ଦୂରରେ ଥିବା ତାଙ୍କ ଜମିରେ ଅନ୍ତିମ ସଂସ୍କାର କରିଥିଲେ । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version