• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା ; ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ନିକଟରୁ ପାଇଲେ ୨ଟି କଏନ ଭର୍ତ୍ତି ବସ୍ତା – ପୋଲିସର ଜିମା ଦେଲେ

Proprietor Abhimanyu Maharana by Proprietor Abhimanyu Maharana
May 14, 2021
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା ;  ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ନିକଟରୁ ପାଇଲେ ୨ଟି କଏନ ଭର୍ତ୍ତି ବସ୍ତା –  ପୋଲିସର ଜିମା ଦେଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମେ ଶୁକ୍ରବାର ) ଜଳେଶ୍ବର : – ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା । ରୋଗୀ ଛାଡି ବାଲେଶ୍ଵରରୁ ଫେରୁଥିବା ବେଳେ ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ନିକଟରୁ ଦୁଇଟି କଏନ ଭର୍ତ୍ତି ବସ୍ତା ପାଇ ଜଳେଶ୍ଵର ଥାନାରେ ଜିମା ଦେଲେ । ଡ୍ରାଇଭର ବିମଳ ଦାସ, ହେଲ୍ପର ବିକାଶ ମାହନ୍ତ ଓ ଫାର୍ମାସିଷ୍ଟ ବାପି ମାହନ୍ତଙ୍କ ଏପରି କାର୍ଯ୍ୟ ପାଇଁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି । ତେବେ ବସ୍ତା ଭିତରେ ପାଖାପାଖି ୩୫ କିଲୋରୁ ଅଧିକ ୨ ଟଙ୍କିଆ କଏନ ଅଛି ବୋଲି ଆକଳନ କରାଯାଉଛି ।

ଗୁରୁବାର ରାତିରେ ବାଲେଶ୍ଵର ଜିଲ୍ଲା କମର୍ଦ୍ଦାରେ ରହୁଥିବା ୧୦୮ ଆମ୍ବୁଲାନ୍ସ ସ୍ଥାନୀୟ ହସ୍ପିଟାଲରୁ ରୋଗୀ ନେଇ ବାଲେଶ୍ଵର ମୁଖ୍ୟ ହସ୍ପିଟାଲରେ ପହଞ୍ଚାଇ ପୂର୍ବ ସ୍ଥାନକୁ ଫେରୁଥିଲା । ସେହି ସମୟରେ ୬୦ନଂବର ଜାତୀୟ ରାଜପଥର ହଳଦୀପଦା ନିକଟରେ ରାସ୍ତା ଉପରୁ ଦୁଇଟି ଟଙ୍କା ଭର୍ତ୍ତି ଥିବା ବସ୍ତା ପାଇଥିଲେ । ଏଥିରେ କଏନ ଥିବା ଜାଣି ସ୍ଥାନୀୟ ଜଳେଶ୍ଵର ପୋଲିସକୁ ହସ୍ତାନ୍ତର କରିଛନ୍ତି ।

କଏନଗୁଡିକ ବସ୍ତାରେ କୌଣସି ବ୍ୟାଙ୍କରୁ ଯାଉଥିବା ବେଳେ ରାସ୍ତାରେ କୌଣସି ପ୍ରକାରେ ଖସି ପଡ଼ିଥିବା ଅନୁମାନ କରଯାଉଛି । ପୋଲିସର ତଦନ୍ତ ପରେ ଏ ସଂପର୍କରେ ସ୍ପଷ୍ଟ ସୂଚନା ମିଳିବ । ଆମ୍ବୁଲାନ୍ସ କର୍ମଚାରୀମାନଙ୍କର ଏଭଳି କାମକୁ ଜୀବନ ସାଥି ସ୍ୱେଚ୍ଛାସେବୀ ସଂଗଠନ ରାଜଘାଟ, ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ଅଟଳ ଯୁବଶକ୍ତି ସଂଗଠନ ଓ ବିଭିନ୍ନ ବୁଦ୍ଧିଜୀବୀ ମହଲରୁ ପ୍ରଶଂସା କରାଯାଇଛି । (ଦୀପ୍ତିମାନ ପତି, ବାଲେଶ୍ୱର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version