• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳି ତହସିଲ ପକ୍ଷରୁ “ରାଜସ୍ବ ରଥ”ର ଶୁଭାରମ୍ଭ ; ପ୍ରଥମ ଦିବସରେ ୩୦ ହିତାଧିକାରୀ ପାଇଲେ ଜମିପଟ୍ଟା

Proprietor Abhimanyu Maharana by Proprietor Abhimanyu Maharana
May 14, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳି ତହସିଲ ପକ୍ଷରୁ “ରାଜସ୍ବ ରଥ”ର ଶୁଭାରମ୍ଭ ; ପ୍ରଥମ ଦିବସରେ ୩୦ ହିତାଧିକାରୀ ପାଇଲେ ଜମିପଟ୍ଟା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମେ ଶୁକ୍ରବାର )ହିଞ୍ଜିଳିକାଟୁ :- ମହାମାରୀ କରୋନା ସମୟରେ ହିତାଧିକାରୀଙ୍କ ହାତ ପାହାନ୍ତାରେ ରାଜସ୍ୱ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି “ରାଜସ୍ୱ ରଥ”।ଗାଁ ଗାଁ ରେ ବୁଲୁଛି ରଥ ଏବଂ ସାଧାରଣ ଲୋକେ ଆଉ ରାଜସ୍ବ ନିରୀକ୍ଷକଙ୍କ କିମ୍ବା ତହସିଲ କାର୍ଯ୍ୟାଳୟକୁ ଆଉ ଦୌଡ଼ିବାକୁ ପଡିବ ନାହିଁ । ଗତ ବର୍ଷ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଥିଲା” ମୋ ଗାଁ ରେ ତହସିଲ” କାର୍ଯ୍ୟକ୍ରମ । ରାଜ୍ୟର ପ୍ରଥମ ଜିଲ୍ଲା ଗଞ୍ଜାମ ପରୀକ୍ଷା ମୂଳକ ଭାବେ ଏହାକୁ ଆରମ୍ଭ କରି ବେଶ ସଫଳତା ହାସଲ କରିଥିଲା । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଏହି ସୁଦୂର ପ୍ରସାରୀ ପଦକ୍ଷେପ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀଙ୍କ ନିଷ୍ଠା ଓ କର୍ତ୍ତବ୍ୟ ବୋଧ ଯୋଗୁଁ ବେଶ ଲୋକପ୍ରିୟ ହୋଇ ପାରିଛି।ରାଜ୍ୟ ସରକାରଙ୍କ ୫ ଟି ଓ “ମୋ ସରକାର” କାର୍ଯ୍ୟ ଯୋଜନାରେ ସାମିଲ ହୋଇଛି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ । ବିଭାଗୀୟ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ୨ଟି ଜିଲ୍ଲାରେ ସଫଳତା ମିଳିବା ପରେ ଅବଶିଷ୍ଟ ୨୭ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜସ୍ୱ ରଥ ଚଳାଇବାକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ପ୍ରତି ରାଜ୍ୟରେ ଦେଖାଦେଇଛି ମହାମାରୀ କରୋନାର ଭୟାବହତା।ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ ତଥା ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ଜାରୀ ହୋଇଥିବା ମାର୍ଗଦର୍ଶିକା ଅନୁଯାୟୀ ରାଜସ୍ୱ କାର୍ଯ୍ୟାଳୟରେ ଜନ ସାଧାରଣଙ୍କ ପ୍ରବେଶକୁ ବନ୍ଦ କରାଯାଇଛି।ଘରେ କୌଣସି ଇଣ୍ଟରନେଟ ସୁବିଧା ନ ଥିବା କିମ୍ବା ଡିଜିଟାଲ ସାକ୍ଷରତା ଅଭାବ ଥିବା ବ୍ୟକ୍ତିମାନେ ସହାୟତା ପାଇଁ ରାଜସ୍ୱ କାର୍ଯ୍ୟାଳୟ କିମ୍ବା ମୋ ସେବା କେନ୍ଦ୍ର ସହ ପ୍ରତ୍ୟକ୍ଷ ଭାବେ ଜଡ଼ିତ ଥାନ୍ତି। ବର୍ତ୍ତମାନ ରାଜ୍ୟରେ କରୋନା ର ଦ୍ଵିତୀୟ ଲହର ଘାତକ ସାବ୍ୟସ୍ତ ହେବା ଫଳରେ ହିଞ୍ଜିଳି ତହସିଲ ଅଞ୍ଚଳରେ ଶୁକ୍ରବାର ଗଡ଼ିଛି “ରାଜସ୍ବ ରଥ”।ଏହି ପରିପ୍ରେକ୍ଷୀରେ ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡା ଙ୍କ ସୌଜନ୍ୟରେ ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷ ଏନ ରଘୁନାଥ,ବିଡ଼ିଓ ସୁବ୍ରତ କୁମାର ଜେନା,ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ ଓ ଭାରପ୍ରାପ୍ତ ଥାନା ଅଧିକାରୀ ଅଭିମନ୍ୟୁ ଦାସ ପ୍ରମୁଖ ଯୋଗ ଦେଇଥିଲେ।ବ୍ଳକ ଅଧ୍ୟକ୍ଷ ଏନ ରଘୁନାଥ ଓ ବିଡ଼ିଓ ଶ୍ରୀ ଜେନା ଆନୁଷ୍ଠାନିକ ଭାବେ ପୂଜାର୍ଚ୍ଚନା କରିଥିଲେ । ବିଡ଼ିଓ ଶ୍ରୀ ଜେନାଙ୍କୁ ତହସିଲଦାର ଶ୍ରୀ ପରିଡା ପ୍ରଥମେ ଘରପଟ୍ଟା ପ୍ରଦାନ କରିଥିଲେ।ପରେ ଅତିଥିମାନେ ସବୁଜ ରଙ୍ଗର ପତାକା ଦେଖାଇ ସୁସଜ୍ଜିତ ରାଜସ୍ୱ ରଥ ଗଡାଇ ଥିଲେ।

ପରେ ରଥ ବୁରୁପଡା ରାଜସ୍ୱ ଗ୍ରାମରେ ପହଞ୍ଚି ଅବଶିଷ୍ଟ ୨୯ ହିତାଧିକାରୀଙ୍କୁ ଘରପଟ୍ଟା ଓ ଅନ୍ୟାନ୍ୟ ରାଜସ୍ୱ ସେବା ପ୍ରଦାନ କରିଛି।କୋଭିଡ ମହାମାରୀ ପ୍ରଭାବ ଥିବା ଯାଏଁ ଜାତିଗତ ପ୍ରମାଣ ପତ୍ର, ମ୍ୟୁଟେସନ କାଗଜପତ୍ର ଆଦି ରାଜସ୍ୱସେବା ଅବ୍ୟାହତ ରହିବା ସହିତ ଆଗାମୀ ଦିନରେ ହିଞ୍ଜିଳି ତହସିଲର ସମସ୍ତ ରାଜସ୍ୱ ଗ୍ରାମରେ ଏଭଳି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ହାତ ପାହାନ୍ତାର ସେବା ଯୋଗାଇ ଦିଆଯିବ ବୋଲି ତହସିଲଦାର ଶ୍ରୀ ପରିଡା ସୂଚନା ଦେଇଛନ୍ତି।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ତହସିଲଦାର ସୁନିଲ କୁମାର ପ୍ରଧାନ,ମୁଖ୍ୟ କିରାଣୀ କାଳୁ ସାହୁ, ବୁରୁପୋଡା ରାଜସ୍ୱ ନିରୀକ୍ଷକ ସୁଧାଂଶୁ ଶେଖର ପାଣିଗ୍ରାହୀ, ହିଞ୍ଜିଳି ଆରଆଇ ଅରବିନ୍ଦ ଦାସ, ନନ୍ଦିକ ଆରଆଇ କୃଷ୍ଣଚନ୍ଦ୍ର ଯାନୀ,ହେମା ଯାନୀ, ଲଳିତ ବେହେରା,ସୁଶାନ୍ତ କୁମାର ପାତ୍ର,ନିରଞ୍ଜନ ବେହେରା,ଗୋବିନ୍ଦ ଚନ୍ଦ୍ର ବ୍ରହ୍ମା,ଏନ କୃଷ୍ଣ ମୂର୍ତ୍ତି,ରବୀନ୍ଦ୍ର ମହାନ୍ତି, ଭିକାରୀ ପ୍ରଧାନ, ଚନ୍ଦ୍ର ବେହେରା ଓ ପି.ଜୟ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ହିଞ୍ଜିଳିକାଟୁ ତହସିଲ କର୍ମଚାରୀ ମାନେ ସହଯୋଗ କରିଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version