• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ବିନା ଭକ୍ତରେ ହେବ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
May 15, 2021
in ଓଡ଼ିଶା, ଦେଶ, ପୁରୀ, ହୋମ୍
0
କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ବିନା ଭକ୍ତରେ ହେବ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମଇ ଶନିବାର ) ପୁରୀ :- କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ବିନା ଭକ୍ତରେ ହେବ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା । ତାହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପୂର୍ବରୁ ସବୁ ସେବାୟତଙ୍କୁ ଦିଆଯିବ କରୋନା ପ୍ରତିଷେଧକ ଟିକା । ରଥଯାତ୍ରା ସହ ସଂପୃକ୍ତ ସେବାୟତଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ । ଆବଶ୍ୟକ ପଡିଲେ ସେମାନଙ୍କୁ ଶ୍ରୀମନ୍ଦିର ଭକ୍ତନିବାସରେ ସଙ୍ଗରୋଧରେ ରଖାଯିବ । ୧୮ବର୍ଷ ବୟସରୁ ଊର୍ଦ୍ଧ୍ବ ସବୁ ସେବାୟତଙ୍କୁ କରୋନା ଟିକା ଦିଆଯିବା ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ରଥଯାତ୍ରା ସହ ସଂପୃକ୍ତ ସେବାୟତଙ୍କୁ ୧୬ ତାରିଖଠାରୁ ପ୍ରତିହାରୀ ନିଯୋଗ ବୈଠକ ଘର ଏବଂ ବୈକୁଣ୍ଠଧାମ ଲଜିଂରେ ଟିକା ଦିଆଯିବ । ରଥ ଟାଣିବାକୁ ଆଗ୍ରହୀ ସେବାୟତଙ୍କ ତାଲିକା ପ୍ରସ୍ତୁତି ଆରମ୍ଭ ହୋଇଛି । କରୋନାରେ ସଂକ୍ରମିତ ହୋଇନଥିବା ସେବାୟତଙ୍କୁ ରଥଯାତ୍ରାରେ ସାମିଲ କରାଯିବ ।

ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଏବଂ ରଥଯାତ୍ରାରେ ପାଳିଆ ସେବାୟତଙ୍କ ସମେତ ଅଳ୍ପ ସଂଖ୍ୟକ ଅଧିକାରୀ ଏବଂ ପୁଲିସ କର୍ମଚାରୀ ଅଂଶଗ୍ରହଣ କରିବେ । କରୋନା କଟକଣା ସହ ଶ୍ରୀଜୀଉଙ୍କ ଶ୍ରୀଗୁଣ୍ଡିଚା, ବାହୁଡା, ସୁନାବେଶ ଏବଂ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ। ଦାରୁବ୍ରହ୍ମ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିବା ବେଳେ କୌଣସି ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ଦିଆଯିବ ନାହିଁ । ଏ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନଥିଲେ ମଧ୍ୟ ପ୍ରଶାସନିକ ସ୍ତରରେ ବିନାଭକ୍ତରେ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ୨ଶହରୁ ଊର୍ଦ୍ଧ୍ବ ମହାରଣା, ଭୋଇ, ଚିତ୍ରକାର, ରୂପକାର, ଦରଜି ଏବଂ ଓଝା ସେବକଙ୍କୁ କରୋନା ଟିକା ଦିଆଯାଇଛି । ରଥଖଳା ଚତୁଃପାର୍ଶ୍ବରେ କନାବାଡ କରାଯିବା ସହ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରିଛି ମନ୍ଦିର ପ୍ରଶାସନ ।  କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା କରି ବିନାଭକ୍ତରେ ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ଗତବର୍ଷ ସର୍ବୋଚ୍ଚ ନ୍ୟାୟାଳୟ ଅନୁମତି ଦେଇଥିଲେ ।  ଚଳିତବର୍ଷ ସେହିପରି ଶ୍ରୀଜୀଉଙ୍କ ରଥଯାତ୍ରା କରାଯିବା ଯଥେଷ୍ଟ ସମ୍ଭାବନା ରହିଛି। ପୁରୀ ରଥଯାତ୍ରା ସହ ବିଶ୍ବର କୋଟି କୋଟି ଲୋକଙ୍କ ଭାବାବେଗ ଜଡ଼ିତ ଥିବାରୁ ଦୂରଦର୍ଶନରେ ତାହାର ସିଧା ପ୍ରସାରଣ କରାଯିବ ।

ଅକ୍ଷୟ ତୃତୀୟା ତିଥିରେ ଶନିବାର ଶ୍ରୀଜୀଉଙ୍କ ରଥ ନିର୍ମାଣ ଅନୁକୂଳ ଏବଂ ଚନ୍ଦନଯାତ୍ରା ବିନାଭକ୍ତରେ କରାଯିବ । ଏଥିପାଇଁ ପୁରୀ ବଡ଼ଦାଣ୍ଡ ସମେତ ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ବରେ ୧୪୪ ଧାରା ଜାରି କରାଯାଇଛି । ରଥନିର୍ମାଣ ଏବଂ ଚନ୍ଦନଯାତ୍ରା ସହ ସଂପୃକ୍ତ ସେବାୟତଙ୍କୁ ଅନୁମତିପତ୍ର ପ୍ରଦାନ କରାଯାଇଛି ।  ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ୨୧ଦିନ ଧରି ଜଳକ୍ରୀଡା କରିବେ ।  ଲୋକଙ୍କ ସମାଗମ ରୋକିବା ପାଇଁ ଅପରାହ୍ଣ ୩ଟାରୁ ରାତି ୯ଟା ପର୍ଯ୍ୟନ୍ତ ପୁରୀ ବଡ଼ଦାଣ୍ଡ ସମେତ ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ବରେ ଜାରି କରାଯାଇଛି ୧୪୪ଧାରା ।  ଏହି କଟକଣା ଅକ୍ଷୟ ତୃତୀୟା ସମେତ ଜୁନ୍‌ ୪ତାରିଖ ଭଉଁରିଯାତ୍ରା ଦିନ କଡାକଡି କାର୍ଯ୍ୟକାରୀ କରାଯିବ। ଜିଲାପାଳ ସମର୍ଥ ବର୍ମା ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।   (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

August 19, 2026
ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

August 19, 2026
ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ

ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ

August 18, 2026
ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ପ୍ରସଙ୍ଗ ବଲାଙ୍ଗିରରେ ଶିକ୍ଷା ବଞ୍ଚାଅ ଆନେ୍ଦାଳନରେ ବିଜେଡିର ରଣ ହୁଙ୍କାର

ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ପ୍ରସଙ୍ଗ ବଲାଙ୍ଗିରରେ ଶିକ୍ଷା ବଞ୍ଚାଅ ଆନେ୍ଦାଳନରେ ବିଜେଡିର ରଣ ହୁଙ୍କାର

August 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

ନୟାଗଡ ଜିଲ୍ଲାପାଳଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହର ଲହରୀ

August 19, 2026
ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

ଯୁବ ସ୍ଵାଭିମାନ ଦିବସରେ ରକ୍ତଦାନ ଶିବିର ରୁ ୭୪ ୟୁନିଟ୍ ରକ୍ତ ସଂଗ୍ରହ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version