• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ବିମାନବନ୍ଦରରେ ଟିକା ପହଞ୍ଚିବା ପରେ; ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ  : ବଂଟନ ନେଇ ତତ୍ପରତା ପ୍ରକାଶ ପାଇଛି

Proprietor Abhimanyu Maharana by Proprietor Abhimanyu Maharana
May 15, 2021
in ଓଡ଼ିଶା, ମହାନଗର, ହୋମ୍
0
ଭୁବନେଶ୍ୱର ବିମାନବନ୍ଦରରେ ଟିକା ପହଞ୍ଚିବା ପରେ; ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ  : ବଂଟନ ନେଇ ତତ୍ପରତା ପ୍ରକାଶ ପାଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମଇ ଶନିବାର ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ଘୋଷଣା କ୍ରମେ ୧୮ରୁ ୪୪ବର୍ଷ ବୟସ୍କଙ୍କୁ ମେ’ ପହିଲାରୁ ମାଗଣା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି । ଏହି କ୍ରମରେ ‘ସେରମ୍‍ ଇନ଼ଷ୍ଟିଚ୍ୟୁଟ’ ପକ୍ଷରୁ ଓଡ଼ିଶାକୁ ୨.୪ଲକ୍ଷ ‘କୋଭିସିଲ୍ଡ’ ଟିକା ମିଳିଛି । ଭୁବନେଶ୍ୱର ବିମାନବନ୍ଦରରେ ଏହି ଟିକା ପହଞ୍ଚିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ବଂଟନ ନେଇ ତତ୍ପରତା ପ୍ରକାଶ ପାଇଛି । ଉକ୍ତ ଟିକାକୁ ରାଜ୍ୟର ପ୍ରମୁଖ ୪ ମହାନଗର ନିଗମ କଟକ, ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁର ମଧ୍ୟରେ ବଣ୍ଟାଯିବ ବୋଲି ରାଜ୍ୟ ପରିବାର କଲ୍ୟାଣ ନିର୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି ।

ଶ୍ରୀ ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ ପୂର୍ବରୁ ସେରମ୍‍ ଇନଷ୍ଟିଚ୍ୟୁଟ ପକ୍ଷରୁ ରାଜ୍ୟକୁ ୧ ଲକ୍ଷ ‘କୋଭିସିଲଡ’ ଟିକା ଆସିଥିଲା। ଗତକାଲି ୨.୪ ଲକ୍ଷ ଟିକା ମିଳିଛି । ଏହିସବୁ ଟିକାକୁ ପ୍ରଥମେ ୪ ମହାନଗର ନିଗମରେ ଥିବା ୧୮ରୁ ୪୪ବର୍ଷ ବୟସ୍କ ଯୁବକମାନଙ୍କୁ ପ୍ରଦାନ କରାଯିବ । ଯେଉଁମାନେ ‘କୋ-ୱିନ୍‍’ ପୋର୍ଟାଲରେ ବୁକିଂ କରିଛନ୍ତି ସେମାନଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ପ୍ରଦାନ କରାଯିବ। ତେବେ ଟିକାର ଅଭାବ ପାଇଁ ଆଜି ରାଜ୍ୟର ୧୦ଟି ଜିଲାରେ ଟିକାକରଣ ହେବ ନାହିଁ। ସେଥିମଧ୍ୟରେ ଅନୁଗୋଳ, ବାଲେଶ୍ୱର, ବରଗଡ଼, ଜଗତସିଂହପୁର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନୟାଗଡ, ରାୟଗଡା, ସୁବର୍ଣ୍ଣପୁର ଜିଲା ରହିଛି ।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version