• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୧୮୦୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
May 15, 2021
in ଓଡ଼ିଶା, କରୋନା, ଖୋର୍ଦ୍ଧା, ମହାନଗର, ହୋମ୍
0
ରଣପୁର,ସୁନଖଳା ରେ ଗୁରୁବାର ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିହ୍ନଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମଇ ଶନିବାର ) ଭୁବନେଶ୍ୱର :- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୧୮୦୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୧୪ ଜଣ ଥିବା ଜଣାଯାଇଛି। ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରୁ ୬୬୧୧ ଏବଂ ସ୍ଥାନୀୟ ସଂକ୍ରମିତ ୫୧୯୪ ଜଣ ରହିଛନ୍ତି । ଗୋଟିଏ ଦିନରେ ଅନୁଗୁଳରୁ ୬୬୮ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୩୦୩, ବରଗଡ ୪୨୧, ଭଦ୍ରକ ୩୦୦, ବଲାଙ୍ଗୀର ୩୫୮, ବଉଦ ୨୪୬, କଟକ ୧୧୯୭, ଦେବଗଡ ୧୦୯, ଢେଙ୍କାନାଳ ୨୮୦, ଗଜପତିରୁ ୧୧୫ ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଗଞ୍ଜାମରୁ ୩୩୧, ଜଗତସିଂହପୁର ୨୭୪, ଯାଜପୁର ୩୯୨, ଝାରସୁଗୁଡା ୩୨୭, କଳାହାଣ୍ଡି ୩୭୭, କନ୍ଧମାଳ ୮୩, କେନ୍ଦ୍ରାପଡା ୧୪୭, କେନ୍ଦ୍‍ୁଝର ୧୮୮, କୋରାପୁଟ ୧୯୬, ମାଲକାନଗିରି ୯୪, ମୟୁରଭଞ୍ଜ ୩୭୪, ନବରଙ୍ଗପୁର ୨୮୦, ନୟାଗଡ ୨୮୦, ନୂଆପଡା ୩୦୭, ପୁରୀ ୩୮୮, ରାୟଗଡା ୧୩୭, ସମ୍ବଲପୁର ୫୫୩, ସୋନପୁର ୨୧୪, ସୁନ୍ଦରଗଡ ୧୨୦୯ ଏବଂ ଷ୍ଟେଟପୁଲରୁ ୨୮୪ ଜଣଙ୍କୁ ଚିହ୍ନଟ କରାଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣରୁ ଆଉ ୯୩୨୯ ଜଣ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧୦୮୨୫୯୧୪ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୬୦୦୪୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛି। ସଂକ୍ରମିତଙ୍କ ମଧ୍ୟରୁ ୪୯୧୬୭୪ ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ରାଜ୍ୟରେ ସଂପ୍ରତି ୧୦୬୪୭୧ ଜଣ ଆକ୍ରାନ୍ତ ରହିଛନ୍ତି।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026

Recent News

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version