• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଶିକ୍ଷାଦାନ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଅଧ୍ୟାପକ ମାନେ ତତ୍ପର ହୁଅନ୍ତୁ : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
March 7, 2020
in Uncategorized, ଓଡ଼ିଶା, ଦେଶ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଶିକ୍ଷାଦାନ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଅଧ୍ୟାପକ ମାନେ ତତ୍ପର ହୁଅନ୍ତୁ : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର ତା-6.3.2020 :- ଉଚ୍ଚଶିକ୍ଷା କ୍ଷେତ୍ରରେ ଅନେକଗୁଡ଼ିଏ ପରିବର୍ତ୍ତନକାରୀ ପଦକ୍ଷେପ ନିଆଯାଇଥିବା ପରିେ ପ୍ରକ୍ଷୀରେ ଏଗୁଡ଼ିକ ନିଷ୍ଠାର ସହିତ ରୂପାୟନ କରି ଛାତ୍ରଛାତ୍ରୀଙ୍କୁ ଏହାର ଲାଭ ପହଞ୍ଚାଇବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ପୂର୍ବାହ୍ନରେ ଆନନ୍ଦ ପୁର ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏକ ବୈଠକରେ ଅଧ୍ୟକ୍ଷତା କରି ମହାବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନର ଅଗ୍ରଗତି ସଂପର୍କରେ ବିଶଦ ଭାବରେ ସମୀକ୍ଷା କରି ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ପଦକ୍ଷେପ ଗୁଡ଼ିକୁ କଡ଼ାକଡ଼ି ଭାବରେ ଅନୁପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କ୍ଲାସରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଅନୁ୍ୟନ ୭୫ ପ୍ରତିଶତକୁ କଡ଼ାକଡ଼ି ଭାବେ ଲାଗୁ କରାଯାଉଛି ।

ଏହି ପରିପ୍ରକ୍ଷୀରେ ଛାତ୍ରଛାତ୍ରୀ ମାନେ ଯେ ପରି ନିୟମିତ କ୍ଲାସକୁ ଆସିବେ ସେଥି ନିମନ୍ତେ ଅଧ୍ୟାପକ ମାନେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ମାନଙ୍କ ସହିତ ନିୟମିତ ସଂପର୍କରେ ରହିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ବିଭାଗ ପକ୍ଷରୁ ପ୍ରୋକେଫାରିଆଲ୍‌ ଓ ମେଣ୍ଟରିଂ ବ୍ୟବସ୍ଥାକୁ ସମସ୍ତ ମହାବିଦ୍ୟାଳୟରେ କାର୍ଯ୍ୟକାରୀ କରାଯିବା ସଂପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ । ମହାବିଦ୍ୟାଳୟଗୁଡ଼ିକରେ ପାଠ୍ୟକ୍ରମଗୁଡ଼ିକର ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରି ପରୀକ୍ଷା କରିବା ଓ ଠିକ୍‌ ସମୟରେ ପରୀକ୍ଷା ଫଳ ପ୍ରକାଶନ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଏଥି ସହିତ ସ୍ପୋକେନ୍‌ ଟୁ୍ୟଟୋରିଆଲ୍‌, ସ୍ମାର୍ଟ କ୍ଲାସ୍‌ରୁମ୍‌ ଓ ଲାଇବ୍ରେରୀକୁ ସୁଦୃଢ଼ କରିବା ସହିତ ମହାବିଦ୍ୟାଳୟ ଗୁଡ଼ିକ ଯେ ପରି ନାକ୍‌ ମାନ୍ୟତା ହାସଲ କରି ପାରିବେ ସେଥି ନିମନ୍ତେ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ୫‘ଟି’ ସୂତ୍ର ଅନୁଯାୟୀ ଟିମ୍‌ ଓ୍ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍ସ ପାରେନ୍ସି, ଟାଇମ୍‌ ଓ ଟ୍ରାନ୍ସଫର୍‌ମେସନ୍‌ ଆଧାରରେ ଉଚ୍ଚଶିକ୍ଷା ବିଭାଗକୁ ଅଧିକ କ୍ରିୟାଶୀଳ ଓ ଫଳପ୍ରସୂ କରିବା ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱ ଦେଇଥିଲେ । ଏଥି ସହିତ ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମହାବିଦ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରାଯିବା ସହ ବୃତ୍ତିଗତ ଏବଂ ସେବା ମନୋଭାବ ନେଇ ସେମାନଙ୍କର ସମସ୍ୟାର ସମାଧାନ ନିମନ୍ତେ ସମସ୍ତେ ତତ୍ପର ହେବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ମନ୍ତ୍ରୀ ଡ. ସାହୁ ଜିଲ୍ଲାରେ କୃଷି, ଉଦ୍ୟାନ କୃଷି, ମୃର୍ତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରିଥିଲେ । ସ୍ଥାନୀୟ ମୃତ୍ତିକା, ଜଳସେଚନ ଏବଂ ଜଳବାୟୁକୁ ଉପେଯୋଗ କରି କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ଅଧିକାରୀମାନଙ୍କୁ କହିଥିଲେ ।

ତୃଣମୂଳ ସ୍ତରରେ କୃଷକମାନଙ୍କ ସହ ସିଧାସଳଖ ଯୋଗାଯୋଗ ସ୍ଥାପନ କରି ସେମାନଙ୍କର ଆବଶ୍ୟକତା ଓ ସମସ୍ୟାର ତୁରନ୍ତ ସମାଧାନ ନିମନ୍ତେ ମନ୍ତ୍ରୀ ଡ. ସାହୁ କହିଥିଲେ । ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ କରାଯାଇଥିବା ବିଭିନ୍ନ ଯୋଜନାର ଲାଭ ଚାଷୀମାନେ ଯେ ପରି ସିଧାସଳଖ ପାଇ ପାରିବେ ସେଥି ନିମନ୍ତେ ତତ୍ପର ହେବା ପାଇଁ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ବିହନ ଓ କୃଷି ଯନ୍ତ୍ର ପାତିର ବ୍ୟବହାର ସଂପର୍କରେ ଚାଷୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀ କହିଥିଲେ । ଏଥି ସହିତ ଚାଷୀମାନଙ୍କ ସହିତ ଯୋଗାଯୋଗ ସ୍ଥାପନ ନିମନ୍ତେ ହ୍ୱାଟସ୍‌ଆପ୍‌ ଗ୍ରୁପ୍‌ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଏହି ସମୀକ୍ଷା ବୈଠକରେ ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର , କେନ୍ଦୁଝର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନ ପ୍ରାପ୍ତ ଯୁକ୍ତ-୩ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଧ୍ୟକ୍ଷା, ଜିଲ୍ଲାର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶର ସମସ୍ତ ଅଧିକାରୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version