• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନା ଉଜାଡ଼ି ଦେଇଛି ବେଉସା : ଭୋକ ଉପାସରେ ଦିନ କାଟୁଛନ୍ତି କୁମ୍ଭକାର ପରିବାର ବିକ୍ରି ହୋଇପାରୁନି ମାଟି ନିର୍ମିତ ସାମଗ୍ରୀ, ସରକାରୀ ସହାୟତା ଦାବି

Proprietor Abhimanyu Maharana by Proprietor Abhimanyu Maharana
May 16, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
କରୋନା ଉଜାଡ଼ି ଦେଇଛି ବେଉସା : ଭୋକ ଉପାସରେ ଦିନ କାଟୁଛନ୍ତି କୁମ୍ଭକାର ପରିବାର ବିକ୍ରି ହୋଇପାରୁନି ମାଟି ନିର୍ମିତ ସାମଗ୍ରୀ, ସରକାରୀ ସହାୟତା ଦାବି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମଇ ଶନିବାର ) ହିଞ୍ଜିଳିକାଟୁ :-  କୁମ୍ଭକାର ମାନେ ବର୍ଷସାରା ପରିଶ୍ରମ କରି ନିଜର ପାରମ୍ପରିକ ବୃତିକୁ ବଜାୟ ରଖି ମାଟି ତିଆରି ବିଭିନ୍ନ ସରଞ୍ଜାମ ତିଆରି କରି ବିକିଥାନ୍ତି । ଏଥିରୁ ଯାହା କିଛି ଉପାର୍ଜନ ହୁଏ, ସେଥିରେ ପରିବାର ପ୍ରତିପୋଷଣ କରିଥାନ୍ତି । ମାଟି ନିର୍ମିତ ସାମଗ୍ରୀ ଯଥା ମାଟିହାଣ୍ଡି ଠାରୁ ଆରମ୍ଭ କରି ଦୀପ, କୁମ୍ଭ, ଖାଦ୍ୟ ପଦାର୍ଥ ରାନ୍ଧିବା ପାତ୍ର ସମେତ ଅନ୍ୟାନ ଉପକରଣର ଚାହିଦା ସଦା ସର୍ବଦା ରହି ଆସିଛି । ପ୍ରତେକ ଶୁଭ କାର୍ଯ୍ୟ ଠାରୁ ଆରମ୍ଭ କରି ଅନ୍ୟାନ କାର୍ଯ୍ୟରେ ଏହାର ବ୍ୟବହାର କରାଯାଇଥାଏ । ବିଭିନ୍ନ ସମୟରେ କୁମ୍ଭକାର ପରିବାରର ସଦସ୍ୟ ମାନେ ବିଭିନ୍ନ ଗଁ ଗାଁ ବୁଲି ନିଜ ନିଜର ବେପାର ବଣିଜ କରୁଥିବା ଦେଖିବାକୁ ମିଳୁଛି । ବିଶେଷ କରି ଗ୍ରୀଷ୍ମ ଋତୁରେ ମାଟିପାତ୍ରର ଚାହିଦା ଢେର ଅଧିକ । ଏହି ଋତୁରେ ବହୁ ସରକାରୀ ଓ ବେସରକାରୀ ସଂସ୍ଥା ଗୁଡ଼ିକ ମାଟି ହାଣ୍ଡି କିଣି ବିଭିନ୍ନ ଛକ ସ୍ଥାନରେ ଜଳ ରଖି ପଥିକ ମାନଙ୍କୁ ଯୋଗାଇଥାନ୍ତି ।

ମାତ୍ର ଚଳିତ ବର୍ଷ କରୋନା ଭୁତାଣୁ ସଂକ୍ରମଣ ଯୋଗୁଁ ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ସରକାର ଲକଡ଼ାଉନ ଘୋଷଣା କରିଛନ୍ତି । ଫଳରେ ହାଟ ବଜାର ବନ୍ଦ ରହିଛି । ହାଟ ବଜାର ବନ୍ଦ ରହିଥିବାରୁ କୁମ୍ଭକାର ମାନେ ସେମାନଙ୍କର ଜୀବିକା ହରାଇ ବସିଛନ୍ତି । କୁମ୍ଭକାର ମାନେ ନିର୍ମାଣ କରି ଘରେ ସାଇତି ରଖିଥିବା ବିଭିନ୍ନ ମାଟି ତିଆରି ଉପକରଣ ବିକ୍ରି ହୋଇ ପାରିନାହିଁ । ହିଂଜିଳିକାଟୁ ବ୍ଳକ ବୁରୁପୋଡ଼ା, ବେଲଗାଁ, ସିକିରି, ରାଳବ, ଆଲପୁର, ଖରିଡ଼ା, ପିତଳ, ଚନ୍ଦୁଲି ପ୍ରଭୃତି ଅଂଚଳର କୁମ୍ଭକାର ପରିବାର ମାନେ ନିଜର ଉିତ୍ପାଦିତ ସାମଗ୍ରୀ ବିକ୍ରି କରିନପାରି ଭୋକ ଉପାସରେ ଦିନ କାଟୁଛନ୍ତି । କରୋନା ସେମାନଙ୍କ ଜୀବନ ଜୀବିକା ଉଜାଡ଼ି ଦେଇଛି ବୋଲତ୍ସ୍‌ାନୀୟ ଅଂଚଳର ବହୁ କୁମ୍ଭକାର ପରିବାର କହିଛନ୍ତି । ଏଭଳି ପରିସ୍ଥିତିରେ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସରକାରୀ ସହାୟତା ପ୍ରଦାନ କରିବାକୁ ବହୁ କୁମ୍ଭକାର ପରିବାର ନିବେଦନ କରିଛନ୍ତି ।  ( ରିପୋର୍ଟ: ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version