• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହେଉଛି ସାମୁଦ୍ରିକ ଝଡ଼ ତାଉତୋ

Proprietor Abhimanyu Maharana by Proprietor Abhimanyu Maharana
May 16, 2021
in ଓଡ଼ିଶା, ଦେଶ, ହୋମ୍
0
ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହେଉଛି ସାମୁଦ୍ରିକ ଝଡ଼ ତାଉତୋ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ମଇ ରବିବାର ) ନୂଆଦିଲ୍ଲୀ :- ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହେଉଛି ସାମୁଦ୍ରିକ ଝଡ଼ ତାଉତୋ । ଘଣ୍ଟା ପ୍ରତି ଏବେ ୯ କିଲୋମିଟର ବେଗରରେ ଗତି କରୁଛି ବାତ୍ୟା । ବର୍ତ୍ତମାନ ଏହି ବାତ୍ୟା ଗୋଆର ପାଣାଜୀ ଠାରୁ ୧୫୦ କିଲୋମିଟର ଏବଂ ମୁମ୍ବାଇ ଉପକୂଳରୁ ୪୯୦ କିଲୋମିଟର ଏବଂ ଗୁଜରାଟର ବୀରବଲ ଉପକୂଳରୁ ୭୩୦ କିଲୋମିଟର ଦୂରରେ ରହିଛି। ଆସନ୍ତା ୧୮ ତାରିଖ ସକାଳେ ଏହା ଗୁଜରାଟର ପୋରବନ୍ଦର ଓ ନଲିୟା ମଝିରେ ଲ୍ୟାଣ୍ଡଫଲ୍‌ କରିବ। ସେତେବେଳେ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରାଯାଉଛି।

ବାତ୍ୟା ତାଉତେ ପ୍ରଭାବରେ ଲାକ୍ଷାଦୀପ ଦୀପପୁଂଜ ଅଂଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କେରଳ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି। ଅନେକ ଗାଁରେ ପାଣି ପଶିଯାଇଛି। ଆଜି ଏବଂ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାସହ କର୍ଣ୍ଣାଟକ, କୋଙ୍କଣ, ଗୋଆ, ଗୁଜରାଟ ଏବଂ ପଶ୍ଚିମ ରାଜସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ। ବିଭାଗ ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ତଟବର୍ତ୍ତୀ ଅଞ୍ଚଳ ଓ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ କୁହାଯାଇଥିବା ବେଳେ, ୫ଟି ରାଜ୍ୟରେ ୫୩ଟି ଏନଡ଼ିଆରଏଫ୍‌ ଟିମ୍ ମୁତୟନ କରାଯାଇଛି।

କେବଳ ଗୁଜରାଟରେ ୧୫ଟି ଏନଡ଼ିଆର୍‌ଏଫ୍‌ ଟିମ୍ ରହିବ। ସେଥିପାଇଁ ଭୁବନେଶ୍ୱରରୁ ୫ଟି NDRF ଟିମରେ ୧୨୫ ଜଣ ଯବାନ ଗତକାଲି ବାୟୁସସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଜକୋଟ୍ ଯାଇଛନ୍ତି। ଭଲସାଡ଼ ଓ ଜାମନଗର ଆଦି ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହେବାର ଆଶଙ୍କା ଥିବାରୁ କୋଭିଡ୍ ହସ୍ପିଟାଲଗୁଡ଼ିକୁ ବିକଳ୍ପ ବ୍ୟବସ୍ଥା କରିବାକୁ କୁହାଯାଇଛି।

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ହୋଇଥିଲା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ। ଘୂର୍ଣ୍ଣିଝଡ଼ ତାଉତେର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ରାଜ୍ୟ, କେନ୍ଦ୍ର ମନ୍ତ୍ରାଳୟ ଓ ସଂସ୍ଥା ମାନେ କେତେ ପ୍ରସ୍ତୁତ, ସେ ସଂପର୍କରେ ମୋଦି ସମୀକ୍ଷା କରିଛନ୍ତି। ସମ୍ପୃକ୍ତ ତଟବର୍ତ୍ତୀ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ କେନ୍ଦ୍ର ମନ୍ତ୍ରାଳୟ ଓ କେନ୍ଦ୍ରୀୟ ସଂସ୍ଥା ସହ କ୍ୟାବିନେଟ୍ ସଚିବ ନିରନ୍ତର ଯୋଗାଯୋଗରେ ରହିବେ ବୋଲି ଆଲୋଚନା ହୋଇଛି। କେନ୍ଦ୍ର ଗୃହମନ୍ତ୍ରାଳୟ ମଧ୍ୟ ସ୍ଥିତିର ୨୪ ଘଣ୍ଟିଆ ସମୀକ୍ଷା କରୁଛି ଓ ରାଜ୍ୟ ସରକାରଙ୍କ ସହ ସମ୍ପର୍କରେ ଅଛି ବୋଲି ସୂଚନା ମିଳିଛି।

ଏପଟେ ଓଡ଼ିଶାରେ ଆଜି ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ସହ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଅନ୍ୟ ସବୁ ଜିଲ୍ଲା ଗୁଡିକରେ ପାଗ ପ୍ରାୟ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏହି ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version